ଆମ ଜିଲା ଖବର

ଡିଭାଇଡରରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ନାଚୁଣୀ,୨୨ା୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ୧୬ ନମ୍ବର ଜାତୀୟ ରାଜପଥ ହରିକୁଣ୍ଡ ବରଡ଼ି ଛକ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ…

3 years ago

ଛତିଶଗଡ଼, ଆନ୍ଧ୍ରକୁ ରାତିଅଧିଆ ବାଲି ଚୋରାଚାଲାଣ

ନବରଙ୍ଗପୁର,୨୨ା୫(ବି.ପ୍ର.): ନବରଙ୍ଗପୁର ଜିଲାରୁ ଛତିଶଗଡ ଓ ଆନ୍ଧ୍ରକୁ ପ୍ରତିଦିନ ଶହଶହ ଟ୍ରକ୍‌ ବାଲି ଚୋରାଚାଲାଣ ହେଉଛି । ପ୍ରଶାସନର ଜାଣତରେ ବାଲି ମାଫିଆମାନେ ଏଭଳି କାର୍ଯ୍ୟରେ ସମ୍ପୃକ୍ତ…

3 years ago

ସ୍ବାସ୍ଥ୍ୟସେବାରେ ଆସୁନି ସୁଧାର

ବଇଣ୍ଡା,୨୨ା୫ (ଡି.ଏନ.ଏ.): ସ୍ବାସ୍ଥ୍ୟସେବାରେ ସରକାର ଦେଉଛନ୍ତି ଅନେକ ସୁବିଧା। ଏହାର ସୁଯୋଗ ନେବାକୁ ସରକାରୀ ମେଡିକାଲ ଆସୁଛନ୍ତି ରୋଗୀ। ହେଲେ କେଉଁଠି ଦୀର୍ଘବର୍ଷ ହେଲା ଡାକ୍ତର ନାହାନ୍ତି…

3 years ago

ଅଦୃଶ୍ୟ ଠକ ଆତଙ୍କ

ଢେଙ୍କାନାଳ ଅଫିସ,୨୨।୫: ଢେଙ୍କାନାଳରେ ସାଇବର କ୍ରାଇମ୍‌ ବଢ଼ିବାରେ ଲାଗିଛି। ଜିଲାରେ ଗତ ଦେଢ଼ବର୍ଷ ମଧ୍ୟରେ ଏଭଳି ୭୦ଟି ମାମଲା ରୁଜୁ ହୋଇଥିବାବେଳେ ମାତ୍ର ୮ଜଣଙ୍କୁ ଗିରଫ କରିବାରେ…

3 years ago

ବଢ଼ୁଛି କେନ୍ଦୁଝର ଆମ୍ବର ଚାହିଦା

କେନ୍ଦୁଝର,୨୨ା୫ (ସ୍ବ.ପ୍ର): ଏକଦା କେନ୍ଦୁଝରବାସୀ କଲମି ସୁସ୍ବାଦୁ ଆମ୍ବ ପାଇଁ ବାହାର ରାଜ୍ୟ ଉପରେ ନିର୍ଭର କରୁଥିଲେ। ଏବେ ଚିତ୍ର ବଦଳି ଯାଇଛି, କେନ୍ଦୁଝର ଆମ୍ବ ବାହାର…

3 years ago

ସମସ୍ୟା ଘେରରେ ପୂର୍ଣ୍ଣବାସୀ କଲୋନୀ ରାଜୀବ ଆବାସ

ବ୍ରହ୍ମପୁର ଅଫିସ,୨୨ା୫: ସହରର ବସ୍ତି ବାସିନ୍ଦାଙ୍କୁ ଥଇଥାନ ପାଇଁ ବ୍ରହ୍ମପୁର ମହାନଗର ନିଗମ (ବିଇଏମସି) ପକ୍ଷରୁ ସହରର ୧୨ଟି ସ୍ଥାନରେ ରାଜୀବ ଆବାସ ଆପାର୍ଟମେଣ୍ଟ ନିର୍ମାଣ କରାଯାଇଛି।…

3 years ago

ଗାଇସିଲେଟ ଥାନା ଆଇଆଇସିଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ,୨୨ା୫: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ସକାଳୁ ଭିଜିଲାନ୍ସ ପକ୍ଷରୁ ବରଗଡ଼ ଜିଲା ଗାଇସିଲେଟ ଥାନା ଆଇଆଇସି ବୀରବର ଭଗତଙ୍କ ବାସଭବନରେ ଚଢ଼ାଉ…

3 years ago

ବ୍ରହ୍ମପୁର ରିଙ୍ଗ୍‌ ରୋଡ୍‌ ନିର୍ମାଣରେ ବିଳମ୍ବ

ଛତ୍ରପୁର,୨୨ା୫(ଡି.ଏନ.ଏ): ଗଞ୍ଜାମ ଜିଲାରେ ପ୍ରସ୍ତାବିତ ବ୍ରହ୍ମପୁର ବାଇପାସ ରିଙ୍ଗ୍‌ ରୋଡ୍‌ ନିର୍ମାଣରେ ଅହେତୁକ ବିଳମ୍ବ ହୋଇଛି। ୧୦ ବର୍ଷ ପରେ ବି ଏହି ରିଙ୍ଗ୍‌ ରୋଡ୍‌ ନିର୍ମାଣ…

3 years ago

ଭଦ୍ରକ ସହରରୁ ଜବରଦଖଲ ଉଚ୍ଛେଦ

ଭଦ୍ରକ ଅଫିସ, ୨୨।୫: ବହୁ ବାଦବିବାଦ ପରେ ଭଦ୍ରକ ସହରର ମୋଚି ଛକଠାରୁ ଭଦ୍ରକାଳୀ ଭାୟା ପୁରୁଣାବଜ଼ାର ରାସ୍ତା ନିର୍ମାଣ ପାଇଁ ରବିବାର ପ୍ରଶାସନ ପକ୍ଷରୁ ଜବରଦଖଲ…

3 years ago

ଉଡ଼ିଲା ଘର ଛପର

ଢେଙ୍କିକୋଟ,୨୨ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ପଞ୍ଚାୟତରେ ରବିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା, ଝଡ଼ ତୋଫାନ ହୋଇଥିଲା। ଅନେକ ଗଛ ଭାଙ୍ଗିବା ସହ ଘରର ଛପର ଉଡ଼ିଯାଇଥିଲା।…

3 years ago