କଟକ ଅଫିସ,୨୨ା୫: ସୁପ୍ରିମକୋର୍ଟଙ୍କ ଗତ ୧୫ ତାରିଖର ନିର୍ଦ୍ଦେଶନାମା ଆଧାରରେ ଓଡ଼ିଶା ହାଇକୋର୍ଟ ଜାମିନ ଆବେଦନ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ହାଇକୋର୍ଟରେ ବିଚାରାଧୀନ…
ମାଲକାନଗିରି,୨୧ା୫ (ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ କାଙ୍କେର ଜିଲାର ଏକ ଜଙ୍ଗଲରେ କୋମ୍ବିଂ ଅପରେଶନ ବେଳେ ପୋଲିସ ୩ଜଣ ମାଓବାଦୀଙ୍କୁ ଗିରଫ କରିଛି। ସେମାନେ ହେଲେ…
ଅମରପାଲି,୨୧ା୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଳପଦର କେନ୍ଦୁପତ୍ର ରେଞ୍ଜ ଅଧୀନ ବଡବର୍ଡାକଟା କେନ୍ଦୁପତ୍ର ଫଡି ଘରେ ଦୁର୍ବୁତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଉକ୍ତ କେନ୍ଦୁପତ୍ର…
ସମ୍ବଲପୁର,୨୧ା୫(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲିଥାନା ସୁନାପାଲି ଗଅନ୍ତିଆପଡାରେ ଏକ ଘରୁ ମା’ ସାଜିଆ ପରବିନ ଏବଂ ତାଙ୍କ ଦୁଇ ପୁଅଙ୍କ ହତ୍ୟା ଘଟଣାରେ ରବିବାର ପୋଲିସ ଜଣେ…
ବ୍ରହ୍ମପୁର ଅଫିସ,୨୧ା୫: ଜଣେ ମହିଳା ଏଏସ୍ଆଇଙ୍କୁ ନିର୍ଯାତନା ଦେବା ସହ ତଣ୍ଟି ଚିପି ହତ୍ୟା ଉଦ୍ୟମ ଅଭିଯୋଗରେ ବଡ଼ବଜାର ପୋଲିସ ତାଙ୍କ ସ୍ବାମୀଙ୍କୁ ଗିରଫ କରିଛି। ସେ…
ଆନନ୍ଦପୁର,୨୧ା୫(ସ୍ବ.ପ୍ର.): ୫୩ ନଂ ରାଜ୍ୟ ରାଜପଥ ଆନନ୍ଦପୁର ବ୍ରିଜଛକ ନିକଟରେ ଜଣେ ଯାତ୍ରୀ ପଥହୁଡ଼ି କ୍ୟାବିନ ତଳେ ଆଶ୍ରୟ ନେବା ଭଳି ଘଟଣା ଚର୍ଚ୍ଚାକୁ ଆସିଛି। ଯାତ୍ରୀଙ୍କୁ…
ଭୁବନେଶ୍ୱର,୨୧ା୫(ବ୍ୟୁରୋ): ସାରା ରାଜ୍ୟରେ ପ୍ରବଳ ଖରା ଗରମ ହେଉଛି। ଅସହ୍ୟ ଗୁଳୁଗୁଳିରେ ଲୋକେ ଛଟପଟ ହେଉଛନ୍ତି। ତେବେ ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ପାଣିପାଗରେ କୌଣସି…
ସରଣ୍ଡା,୨୧ା୫(ଡି.ଏନ୍.ଏ.): ଛତିଶଗଡ଼ ପରେ ଓଡ଼ିଶାରେ ମହାନଦୀ ଟ୍ରିବ୍ୟୁନାଲ ଟିମ୍ ପହଞ୍ଚିଛନ୍ତି। ଏହି ଟିମ୍ ଜଳବିବାଦ ମାମଲାରେ କ୍ଷେତ୍ର ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଏହି ଟିମ୍ରେ…
ରାଉରକେଲା ଅଫିସ,୨୧।୫: ରାଉରକେଲା ମହାନଗର ନିଗମ ପକ୍ଷରୁ ସହରରେ ସ୍ବଚ୍ଛତା ଅଭିଯାନ ଜାରି ରହିଛି। ତେବେ ଏହି ଅଭିଯାନ କାନ୍ଥରେ ଚିତ୍ର ଅଙ୍କା ଏବଂ ସ୍ଲୋଗାନ ଲେଖା…
ଲୋଇସିଂହା,୨୧।୫(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଆମ୍ବୁଲାନ୍ସ ଦୀର୍ଘବର୍ଷ ହେଲା ଅଚଳ ହୋଇ ପଡିରହିଛି। ଗଣମାଧ୍ୟମରେ ଖବର ପ୍ରକାଶ ପରେ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ…