ଆମ ଜିଲା ଖବର

ଗାଁ ଛାଡୁଛନ୍ତିି ଲୋକେ

ବାରିପଦା ଅଫିସ,୧୨ା୫: ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଶିଆଳିଘାଟି ଓ ପାଉଁଶିଆ ପଞ୍ଚାୟତ ଅନ୍ତର୍ଗତ ୪ଟି ଗ୍ରାମର ଲୋକେ ପ୍ରଶାସନିକ ଅବହେଳାରୁ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ଆଗକୁ…

3 years ago

ରୋକାଯାଇପାରୁନି ବାଲି ଚୋରାଚାଲାଣ

ଜଳେଶ୍ୱର,୧୨ା୫(ଡି.ଏନ.ଏ.): ଏନ୍‌ଜିଟି ପକ୍ଷରୁ ବିଭିନ୍ନ ଆଇନଗତ ସମସ୍ୟା ଦ୍ୱାରା ଚୋରାବାଲି ଚାଲାଣରେ ରୋକ ଲଗାଇବାକୁ ଚେଷ୍ଟା କରାଯାଉଥିଲେ ମଧ୍ୟ ତାହା ବନ୍ଦ କରାଯାଇପାରୁନାହିଁ। ଫଳରେ ପ୍ରତିଦିନ ସୁବର୍ଣ୍ଣରେଖା…

3 years ago

ବ୍ରହ୍ମପୁର ଉପକଣ୍ଠରେ ପୁଣି ଜଣେ ଯୁବକଙ୍କୁ ହତ୍ୟା

ବ୍ରହ୍ମପୁର ଅଫିସ,୧୨ା୫: ସହର ଓ ସହର ଉପକଣ୍ଠରେ ଏବେ ଆଇନ ଶୃଙ୍ଖଳା ଧିରେ ଧିରେ ବିଗିଡ଼ିବାରେ ଲାଗିଛି। ଶୁକ୍ରବାର ସକାଳେ ଜଣେ ଯୁବକଙ୍କୁ ହତ୍ୟା କରି ରାସ୍ତାକଡ଼ରେ…

3 years ago

ବିଦ୍ୟୁତ୍‌ ଆଘାତରେ ୪ ହାତୀଙ୍କ ଜୀବନ ଗଲା

ଗୁଣୁପୁର/ପାରଳାଖେମୁଣ୍ଡି,୧୨ା୫(ଡି.ଏନ୍‌.ଏ.): ଓଡ଼ିଶା ଆନ୍ଧ୍ର ସୀମାନ୍ତ ଅଞ୍ଚଳ ଶ୍ରୀକାକୁଲମ ଜିଲା କାତ୍ରାଗାଡ଼ା ନିକଟରେ ଶୁକ୍ରବାର ୪ ହାତୀଙ୍କ ମୃତଦେହ ଠାବ ହୋଇଛି। ପ୍ରକୃତରେ ହାତୀଙ୍କ ମୃତ୍ୟୁ କେମିତି ଘଟିଛି…

3 years ago

ଜିଲା ଶ୍ରମ କାର୍ଯ୍ୟାଳୟରେ ଟେଣ୍ଡର ଫିକ୍ସିଂ

ନୟାଗଡ଼ ଅଫିସ,୧୨।୫: ନୟାଗଡ଼ ଜିଲା ଶ୍ରମ କାର୍ଯ୍ୟାଳୟରେ କମ୍ପ୍ୟୁଟର କିଣା ଓ ଆଉଟ ସୋସିର୍ର୍ଂ ଏଜେନ୍ସିଂ ଚୟନରେ ଫିକି୍ସଂ କରାଯାଇ ଥିବା ଅଭିଯୋଗ ହୋଇଛି। ଜିଲା ଶ୍ରମ…

3 years ago

ଖଣି ବ୍ୟବସାୟୀଙ୍କ ଆଡ୍ଡାସ୍ଥଳୀ ଭାଙ୍ଗିଲା ପୋଲିସ

ନୟାଗଡ଼ ଅଫିସ/ରଣପୁର, ୧୨।୫(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ତହସିଲ ମୟୂରଝାଲିଆ ମୌଜାର ବେଆଇନ ମାଙ୍କଡ଼ାପଥର ଓ ମୋରମ ଖଣି ସମ୍ପର୍କିତ ମାମଲାରେ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି)…

3 years ago

୧୧ବର୍ଷ ଝିଅର ପରାମର୍ଶରେ ବାପା ଚଳାଇଲେ ସୋଲାର ଅଟୋରିକ୍ସା

ନୂଆଗାଁ,୧୨।୫(ଡି.ଏନ.ଏ.): ଅଧିକାଂଶ ସମୟରେ ଛୋଟ ପିଲାମାନଙ୍କ ଗଠନ ମୂଳକ ପରାମର୍ଶ ସଫଳତା ଆଣିଥାଏ। ସେମିତି ଜଣେ ୧୧ବର୍ଷ ବୟସ୍କ ଝିଅର ପରାମର୍ଶରେ ଜଣେ ଯୁବକ ନିଜ ପରିବାରର…

3 years ago

ମହାପ୍ରଭୁଙ୍କ ଜମିରେ ଥିବା ୧୪୭ କ୍ରଶର ବନ୍ଦ ନିର୍ଦ୍ଦେଶ

ପୁରୀ ଅଫିସ,୧୨ା୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭୂସମ୍ପତ୍ତିର ପରିଚାଳନା ଓ ସୁରକ୍ଷା ସମ୍ପର୍କରେ ଏକ ସମୀକ୍ଷା ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର…

3 years ago

ପ୍ରଧାନ ଶିକ୍ଷକ ଦାୟିତ୍ୱରେ ୪ର୍ଥ ଶ୍ରେଣୀ କର୍ମଚାରୀ

ମୋରଡ଼ା,୧୨ା୫(ଡି.ଏନ୍‌.ଏ.): ଶିକ୍ଷାର ବିକାଶ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ବର୍ତ୍ତମାନ ରାଜ୍ୟର ପ୍ରାୟ ସମସ୍ତ ବିଦ୍ୟାଳୟ ୫-ଟି ଅନ୍ତର୍ଭୁକ୍ତ ହେବା…

3 years ago

ସକାଳ ୮ଟାରେ ପୋଷ୍ଟାଲ ବାଲଟ ଗଣତି

ଭୁବନେଶ୍ବର,୧୨ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ମତଦାନ ହାର ୭୯.୨୧ ପ୍ରତିଶତ ହୋଇଛି। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ନିକୁଞ୍ଜ ବିହାରୀ ଧଳ ଗୁରୁବାର ସୂଚନା ଦେଇଛନ୍ତି।…

3 years ago