ଆମ ଜିଲା ଖବର

୧୦୮ ଖଣ୍ଡ ଭୋଟରେ ଜିତିଲେ କମଲୁ

ରାଇଘର, ୧୧।୮(କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅଧୀନ ପରିଚିପାରା ପଞ୍ଚାୟତ ସମିତି ସଭ୍ୟ ଉପନିର୍ବାଚନରେ ଭାଜପା ସମର୍ଥିତ ପ୍ରାର୍ଥୀ କମଲ ଗଣ୍ଡ ବିଜୟୀ ହୋଇଛନ୍ତି।…

3 years ago

ସମିତି ସଭ୍ୟାସଭ୍ୟଙ୍କ ଦାବିପତ୍ର ପ୍ରଦାନ

କ.ନୂଆଗାଁ,୧୧ା୮(କାଳି ପ୍ରସାଦ ତ୍ରିପାଠୀ) କନ୍ଧମାଳ ଜିଲା କ. ନୂଆଗାଁ ବ୍ଲକ ସମିତିସଭ୍ୟାସଭ୍ୟ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓ ଜୟଦେବ ଦାଶଙ୍କୁ ୮ ଦଫା ସମ୍ବଳିତ ଦାବିପତ୍ର…

3 years ago

ହଳଦୀ ଚାଷୀଙ୍କୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଆସିଲା ଚିଠି

ଦାରିଙ୍ଗବାଡି,୧୧।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଅନୁସୂଚିତ ଜନଜାତି ସମ୍ପ୍ରଦାୟର ହଳଦୀ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟାଳୟରୁ ଚିଠି ଆସିଛି। ଦିଲ୍ଲୀ ଲାଲକିଲ୍ଲାଠାରେ…

3 years ago

ପୋଲିସ କବ୍‌ଜାରେ ୫ଜଣିଆ ଲୁଟେରା ଗ୍ୟାଙ୍ଗ: ଗଞ୍ଜେଇ ଚାଲାଣରେ ବ୍ୟବହାର ହେଉଥିଲା ଚୋରି ଗାଡ଼ି

ବ୍ରହ୍ମପୁର,୧୧ା୮(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋଲିସ ଟିମ ୫ଜଣିଆ ଲୁଟେରା ଗ୍ୟାଙ୍ଗକୁ କାବୁ କରଛି। ସେମାନଙ୍କ ମଧ୍ୟରେ ୨ଜଣ ଲିଡ଼ର ଥିବାବେଳେ ଦୁଇଜଣ ନାବାଳକ ଅଛନ୍ତି। ଅଭିଯୁକ୍ତମାନେ…

3 years ago

କୁକୁରର ୨ ଘଣ୍ଟାର ସଫଳ ଅସ୍ତ୍ରୋପଚାର

ବାସୁଦେବପୁର, ୧୧।୮(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପ୍ରାଣୀ ଚିକିତ୍ସାଳୟରେ ଗୁରୁବାର ଏକ କୁକୁର (ଟମି)ର ୨ ଘଣ୍ଟା ଧରି ସଫଳ ଅସ୍ତ୍ରୋପଚାର କରାଯାଇଛି। ଅସ୍ତ୍ରୋପଚାର…

3 years ago

ତାରାତାରିଣୀ ପୀଠର ବିକାଶ ଲାଗି ହଟିଲା ଜବରଦଖଲ

ପୁରୁଷୋତ୍ତମପୁର,୧୧।୮(ସୀମାଞ୍ଚଳ ମିଶ୍ର): ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ସହ ଜନସାଧାରଣଙ୍କ ସୁବିଧା ଲାଗି ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିରର ଉନ୍ନତୀକରଣ ସହ ବିଭିନ୍ନ…

3 years ago

ଶିକ୍ଷକ ଆନ୍ଦୋଳନ : ଦାବି ପୁରଣ ନ ହେଲେ ଆସନ୍ତା ୧୬ରୁ ସମୁହ ଛୁଟି ଚେତାବନୀ

କେନ୍ଦୁଝର,୧୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ପକ୍ଷରୁ ଶୁକ୍ରବାର କେନ୍ଦୁଝରଠାରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଶିକ୍ଷକମାନେ ଏକ ଶୋଭାଯାତ୍ରାରେ ସହର…

3 years ago

‘ହର ଘର ତ୍ରିରଙ୍ଗା’

କେନ୍ଦୁଝର,୧୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ୭୬ତମ ସ୍ବଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ଦେଶରେ ‘ଆଜାଦୀ କା ଅମୃତ ମହୋତ୍ସବ’ କାର୍ଯ୍ୟକ୍ରମ ଅଧୀନରେ ‘ହର ଘର ତ୍ରିରଙ୍ଗା’ ଅଭିଯାନ ଆରମ୍ଭ…

3 years ago

ମିନି ଷ୍ଟାଡିୟମର ନାମକରଣକୁ ନେଇ ତେଜିଲା ବିବାଦ

ମୋରଡା,୧୧।୮(ସ୍ମାରକ ମାଜୀ): ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଶନିବାର ମୟୂରଭଞ୍ଜ ଜିଲା ମୋରଡ଼ା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ପ୍ରଶାସନ ପକ୍ଷରୁ ବ୍ଲକର ଚିତ୍ରଡ଼ାସ୍ଥିତ ପାଟପୁର…

3 years ago

ପୂର୍ବତନ ବିଧାୟକ କୁମର ବେହେରାଙ୍କ ପରଲୋକ

ବରଗଡ଼,୧୧।୮(ପ୍ରୋମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ କୁମର ବେହେରାଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି। ଭୀମସାର୍‌, ବୁର୍ଲା ଡାକ୍ତରଖାନାରେ ସେ ଚିକିତ୍ସିତ…

3 years ago