ବାରିପଦା ଅଫିସ,୭।୫: ନାରୀ ଶିକ୍ଷା ଦେଶ ବିକାଶର ଏକ ମୁଖ୍ୟ ଉପାଦାନ। ଛାତ୍ରଙ୍କ ତୁଳନାରେ ଛାତ୍ରୀମାନେ ଅଧିକ ସଂଖ୍ୟାରେ ଶିକ୍ଷାଲାଭ କରୁଥିବା ବେଳେ ଝିଅମାନଙ୍କୁ ପ୍ରୋତ୍ସାହିତ କରିବା…
ନୟାଗଡ଼ ଅଫିସ, ୭ା୫: ବଲାଙ୍ଗୀ ବାଉଁଶରେ ଆସାମର କାରୁକାର୍ଯ୍ୟକୁ ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ କୁଲୁରୁକୁମ୍ପା ପଞ୍ଚାୟତ ଉପରଡିକିରି ଗଁ।ର ଆଦିବାସୀମାନେ ଆପଣେଇବା ଆରମ୍ଭ କରିଛନ୍ତି ।…
ତିର୍ତ୍ତୋଲ,୭।୫(ଡି.ଏନ.ଏ.): ଏକ ମାମଲାରେ ଅଭିଯୁକ୍ତଙ୍କୁ ଧରିବାକୁ ଯାଇଥିବା ପୋଲିସକୁ ସଂଘବନ୍ଧ ଭାବେ ଆକ୍ରମଣ କରାଯାଇଛି। ଫଳରେ ୨ ଜଣ ମହିଳା ପୋଲିସ ଅଧିକାରୀ ଆହତ ହୋଇଛନ୍ତି। ଜଗତ୍ସିଂହପୁର…
ଲୋଇସିଂହା, ୭ା୫(ଡି.ଏନ.ଏ) ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ଅନ୍ତର୍ଗତ କଦଳୀପାଲି ଗାଁ ା କିଡ଼ନୀ ରୋଗରେ ଏହି ଗଁ।ର ବହୁ ଲୋକଙ୍କ ଜୀବନ ଗଲାଣି।…
ନୟାଗଡ଼ ଅଫିସ,୭।୫: ନୟାଗଡ଼ର ଆଖୁ ଅଧିକ ଦୋରୁଅ ଓ ଶର୍କରାଯୁକ୍ତ ଥିବାରୁ ଗୁଡ଼ର ଚାହିଦା ବଢ଼ିବାରେ ଲାଗିଛି। ହେଲେ ଏଥିପାଇଁ ସରକାରୀ ପ୍ରୋତ୍ସାହନ ନାହିଁ। ଫଳରେ ଚାଷୀମାନେ…
ସୋନପୁର, ୭ା୫(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ଗ୍ରାମାଞ୍ଚଳରେ ସଚେତନତା ନମ୍ବର ପ୍ଲେଟ୍ ପ୍ରଦାନ ନାଁରେ ବଡ ଧରଣର ଠକେଇ ହୋଇଛି। ବିହାରର ରୋହତସ ଜିଲା ବହୁଆରା ଅଞ୍ଚଳର ମନୋଜ…
ବରଗଡ଼ ଅଫିସ୍/ ଭେଡ଼େନ, ୭ା୫: ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ନିଷ୍ପତ୍ତି ଅନୁଯାୟୀ ଶନିବାରଠାରୁ ବରଗଡ଼ ଜିଲା ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆର୍ଏମ୍ସି) ଅଧୀନ…
ରାୟଗଡ଼ା, ୭ା୫(ସ୍ବ.ପ୍ର.) ରାୟଗଡ଼ା ଜିଲାର ଜଳ ପାଇଁ ଜୀବନରେଖା ହେଉଛି ଚିରସ୍ରୋତା ନାଗାବଳୀ। ଏହାର ଉପତ୍ତ୍ତି ନିୟମଗିରି ପାହାଡ଼ରୁ ହୋଇଥିଲେ ହେଁ ଅନାଦି କାଳରୁ ଜିଲାବାସୀଙ୍କ ଜୀବନର…
ପାପଡ଼ାହାଣ୍ଡି, ୭ା୫ (ଡି.ଏନ୍.ଏ.) ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ବିରିଗୁଡା ଦେଇ ଯାଇଥିବା ଭାରତମାଳା ରାସ୍ତାରେ ପୋଲ ସ୍ଥାନାନ୍ତର ଯୋଗୁ ୧୦ ଏକର ଜମିରେ ପାଣି ଜମିଛି।…
ଚନ୍ଦାହାଣ୍ଡି, ୭ା୫ (ଡି.ଏନ୍.ଏ.) ଗ୍ରାମାଞ୍ଚଳରେ ଯାତାୟାତକୁ ସୁଗମ କରିବା ଲକ୍ଷ୍ୟରେ ନବରଙ୍ଗପୁର ଜିଲା ଚନ୍ଦହାଣ୍ଡି ବ୍ଲକ ଭତାଝରରୁ ଧୁରୁଆପଡ଼ା ରାସ୍ତାକୁ ଏସ୍ଆର ଫଣ୍ଡରେ ସଡ଼କ ଯୋଜନାରେ ସାମିଲ…