ଆମ ଜିଲା ଖବର

୧୨ ଲକ୍ଷ ୪୨ ହଜାର କ୍ୱିଣ୍ଟାଲ ରବି ଧାନ ସଂଗ୍ରହ ଲକ୍ଷ୍ୟ

କୋରାପୁଟ,୩ା୫(ସ୍ବ.ପ୍ର.): କୋରାପୁଟସ୍ଥିତ ଡିଆରଡିଏ ସଦ୍‌ଭାବନା ସଭାଗୃହଠାରେ ଜିଲାସ୍ତରୀୟ ରବି ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଜିଲାପାଳ ଅବଦୁଲ ଏମ୍‌ ଅଖତରଙ୍କ ଅଧ୍ୟକ୍ଷତାରେ ଆୟୋଜିତ…

3 years ago

ନିୟମିତ ଦାବିରେ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କଲେ ଚୁକ୍ତିଭିତ୍ତିକ ଶିକ୍ଷକ

କେନ୍ଦୁଝର,୩ା୫(ସ୍ବ.ପ୍ର.): ରାଜ୍ୟରୁ ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଥାକୁ ୭ ମାସ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଚ୍ଛେଦ ଘୋଷଣା କରିଥିଲେ ମଧ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ତାହା…

3 years ago

ପଞ୍ଚାୟତ ସମିତି ବୈଠକ ବର୍ଜନ କଲେ ୧୦ ସମିତି ସଭ୍ୟାସଭ୍ୟ

କୋରୁକୋଣ୍ଡା,୩ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକଠାରେ ବୁଧବାର ପୂର୍ବାହ୍ନରେ ପଞ୍ଚାୟତ ସମିତିର ପଞ୍ଚମ ବୈଠକ ଆୟୋଜନ ହୋଇଥିବା ବେଳେ ବ୍ଲକ ଅଧ୍ୟକ୍ଷ ଜିତୁ ବୁରୁଙ୍କ ମନମୁଖୀ ଶାସନକୁ…

3 years ago

ସନ୍ଦେହ ଘେରରେ ନାବାଳିକାଙ୍କ ମୃତ୍ୟୁ, ୫ ଦିନ ପରେ ଥାନାର ଦ୍ୱାରସ୍ଥ ହେଲେ ଦୁଇ ଗୋଷ୍ଠୀ

କୋରୁକୋଣ୍ଡା,୩ା୫(ଡି.ଏନ୍‌.ଏ.): ଜଣେ ନାବାଳିକାଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ୫ ଦିନ ପରେ ଦୁଇ ଗୋଷ୍ଠୀ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଆଦର୍ଶ…

3 years ago

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ନେଇ ପ୍ରଶାସନ ତତ୍ପର

ମାଲକାନଗିରି,୩ା୫(ଡି.ଏନ୍‌.ଏ.): ଆଗାମୀ ମୌସୁମୀ ବର୍ଷା ନେଇ ସ୍ଥାନୀୟ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ତଥା…

3 years ago

ସମୁଦ୍ରରେ ବୁଡ଼ି ଦୁଇ ପର୍ଯ୍ୟଟକଙ୍କ ମୃତ୍ୟୁ

ପୁରୀ ଅଫିସ,୩ା୫: ସମୁଦ୍ରରେ ଗାଧୋଉଥିବା ବେଳେ ବୁଡ଼ିଯାଇ ବୁଧବାର ଦୁଇ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଆଉ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

3 years ago

ମିଠା ଦୋକାନ ସିଲ୍‌ କଲା ପ୍ରଶାସନ: ପୋଲିସ-ଓକିଲ ମୁହାଁମୁହିଁ

ଗଞ୍ଜାମ,୩ା୫(ଡି.ଏନ୍‌.ଏ.): ଗଞ୍ଜାମ ବଡ଼ ବଜାର ମାର୍କେଟ କମ୍ପ୍ଲେକ୍ସ ଠାରେ ଥିବା ଗଣେଶ ପଟ୍ଟନାୟକ ମିଠା ଦୋକାନକୁ ବୁଧବାର ଜିଲା ପୋଲିସ ପ୍ରଶାସନ ସିଲ୍‌ କରିଥିବା ଜଣାପଡ଼ିଛି। ଦୀର୍ଘ…

3 years ago

୫୦୦ ଟଙ୍କା ଭତ୍ତା ପାଇଁ ୫ କିଲୋମିଟର ଚାଲିଲେ ବୃଦ୍ଧା

ଭବାନୀପାଟଣା,୩।୪(ସ୍ବ.ପ୍ର.): ଭତ୍ତା ପାଇଁ ସଂଘର୍ଷ। କଳାହାଣ୍ଡି ଜିଲାରୁ ପୁଣି ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। ଯେଉଁଠି ୫୦୦ ଟଙ୍କା ଭତ୍ତା ପାଇଁ ୫ କିଲୋମିଟର ଚାଲିକି…

3 years ago

ଓଲଟିଲା ଗୋରୁ ବୋଝେଇ ପିକ୍‌ଅପ୍‌,୪ମୃତ,୪ ଆହତ

ଖଇରା,୪।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ବାଙ୍କିତିରା ଛକ ନିକଟରେ ବୁଧବାର ଦୁର୍ଘଟଣା ଘଟିଛି। ଏକ ଗୋରୁ ବୋଝେଇ ପିକ୍‌ଅପ୍‌ ଭାରସାମ୍ୟ ହରାଇ…

3 years ago

ଦୁଇ ବହିଷ୍କୃତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନାମରେ ଏତଲା ଦେଲେ ବିଇଓ

ଫୁଲବାଣୀ ଅଫିସ,୩।୫: କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକରେ ଦୁଇ ଶିକ୍ଷକ ଶିକ୍ଷୟିତ୍ରୀ ନକଲି ବିଇଡି ପ୍ରମାଣପତ୍ର ଦାଖଲ କରି ଚାକିରି ହରାଇଛନ୍ତି। ମିଳିଥିବା ସୂଚନା ଅନୁସାରେ ଯାଞ୍ଚ…

3 years ago