ଆମ ଜିଲା ଖବର

ବିବାହ ପୂର୍ବରୁ ଭାଇରାଲ ହେଲା ଭିଡିଓ: କପଲ୍‌ ଡ୍ୟାନ୍ସ କରୁଛନ୍ତି ବହୁଚର୍ଚ୍ଚିତ ଯୋଡ଼ି

ସମ୍ବଲପୁର,୧।୫(ବ୍ୟୁରୋ): ଆଉ କିଛି ସମୟର ଅପେକ୍ଷା ପରେ ବିବାହ ବନ୍ଧରେ ବାନ୍ଧି ହେବେ ସମ୍ବଲପୁର ଜିଲାପାଳ ଅନନ୍ୟା ଦାଶ ଓ ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରଣା ।…

3 years ago

ଦୁଇ ମିଲିସିଆ ଗିରଫ, ମାଓ ବ୍ୟାନର ଓ ପୋଷ୍ଟର ଜବତ

ନବରଙ୍ଗପୁର,୧।୫(ବି.ପ୍ର.): ଡିଭିଏଫ୍‌ ଫୋର୍ସ ୩୦ତାରିଖରେ ଦୁଇ ମିଲିସିଆଙ୍କୁ ଗିରଫ କରିଛି। ଦୁଇ ଅଭିଯୁକ୍ତ ହେଲେ ହେମାଲାଲ ନାଗେଶ(୩୧) ଓ ପ୍ରକାଶ ମାର୍କମ(୨୦)। ହେମାଲାଲ ଏବଂ ପ୍ରକାଶ ମେନପୁର,…

3 years ago

ବଳାତ୍କାର ଉଦ୍ୟମ ଘଟଣା: ୪ ବର୍ଷ ପରେ ମିଳିଲା ଦଣ୍ଡ

କେନ୍ଦୁଝର,୧।୫(ସ୍ବ.ପ୍ର.): କେନ୍ଦୁଝର ଅତିରିକ୍ତ ଜିଲା ଓ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଜଜ୍‌ ଏସ୍‌. ତ୍ରିପାଠୀ ସୋମବାର ଜଣେ ନାବାଳିକା ବଳାତ୍କାର ଉଦ୍ୟମ ଅଭିଯୋଗର ଶୁଣାଣି କରିଛନ୍ତି। ଏହି…

3 years ago

ବିଜେଡି କର୍ମୀଙ୍କୁ ଗୁଳିକରି ହତ୍ୟା

ବଡ଼ବିଲ,୧ା୫(ସ୍ବ.ପ୍ର.): ବଡ଼ବିଲରେ ପୁଣି ଗୁଳିକାଣ୍ଡ ଘଟିଛି। ସୋମବାର ମନି ଟାୱାର ନିକଟ ଛକରେ ଯୁବକଙ୍କୁ ଗୁଳିକରି ହତ୍ୟାକାଣ୍ଡ ଭିଆଇ ଦୁର୍ବୃତ୍ତମାନେ ଫେରାର ହୋଇଯାଇଛନ୍ତି। ମୃତକ ହେଉଛନ୍ତି ସୁନୀଲ…

3 years ago

ଟ୍ରକ୍‌ ଚାପାରେ ମହିଳାଙ୍କ ମୃତ୍ୟୁ

ଅନୁଗୋଳ, ୧।୫: ଅନୁଗୋଳ ସହର ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥର ବୁଢ଼ୀ ଠାକୁରାଣୀ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି…

3 years ago

ନିର୍ବାଚନ ଦାୟିତ୍ୱରେ ଥିବା କନଷ୍ଟେବଲଙ୍କ ମୃତ୍ୟୁ

ବାରିପଦା ଅଫିସ,୧।୫: ମୟୂରଭଞ୍ଜ ଜିଲାରେ ପଞ୍ଚାୟତ ଉପନିର୍ବାଚନ ଦାୟିତ୍ୱରେ ଥିବା ଜଣେ ପୋଲିସ କନଷ୍ଟେବଲଙ୍କର ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ଖୁଣ୍ଟା ଥାନା ଅଞ୍ଚଳର…

3 years ago

ୱାର୍ଡମେମ୍ବର ନିର୍ବାଚନ ପ୍ରସ୍ତୁତି ଶେଷ: ବୁଥ୍‌ରେ ପହଞ୍ଚିଲେ ପୋଲିଂ ଦଳ

ସୋରଡା,୧।୫(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନରେ ଖାଲି ପଡିଥିବା ୱାର୍ଡ ସଭ୍ୟା ଏବଂ ସଭ୍ୟଙ୍କ ପାଇଁ ମେ’ ୨ ତାରିଖ ମଙ୍ଗଳବାର ନିର୍ବାଚନ ହେବା। ଏନେଇ ପ୍ରଶାସନ ପକ୍ଷରୁ ସମସ୍ତ…

3 years ago

ଏକତା ରଖି ସଂଗଠିତ ହେବାକୁ ଆହ୍ବାନ

ଛତ୍ରପୁର,୧।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବିଜୁ ଶ୍ରମିକ ସାମ୍ମୁଖ୍ୟ ପକ୍ଷରୁ ସୋମବାର ଗୋପାଳପୁର ବନ୍ଦର ନିକଟ ଆର୍ଯ୍ୟପଲ୍ଲୀ କମ୍ୟୁନିଟି୍‌ ହଲ୍‌ରେ ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ଏହି…

3 years ago

ରାଷ୍ଟ୍ର ଗଠନରେ ଶ୍ରମିକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଦାରିଙ୍ଗବାଡି,୧।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟରେ ସୋମବାର ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ରାଷ୍ଟ୍ର ଗଠନରେ ଶ୍ରମିକମାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଶ୍ରମିକ ନ…

3 years ago

ବିକାଶ ପ୍ରକଳ୍ପରେ ମଣିଖମ୍ବ, ଶୌଚାଳୟ ନିର୍ମାଣ ଦାବି

ଖଣ୍ଡପଡ଼ା,୧ା୫(ସ୍ବ.ପ୍ର.): ଶ୍ରୀ ନୀଳମାଧବ ପୀଠର ବିକାଶ ପାଇଁ ରାଜ୍ୟ ସରକାର ୧୦୦ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି । ଇତିମଧ୍ୟରେ ଠାକୁରଙ୍କ ଚନ୍ଦନ ପୋଖରୀର ପୁନରୁଦ୍ଧାର…

3 years ago