ଛତ୍ରପୁର,୨୮ା୪(ଡି.ଏନ୍.ଏ.): ଛତ୍ରପୁର ନିକଟ ମାଟିଖାଲସ୍ଥିତ ଭାରତୀୟ ବିରଳ ମୂର୍ତ୍ତିକା ଲିଃ (ଆଇଆରଇ)ରେ ବିଭିନ୍ନ ବେନିୟମ କାର୍ଯ୍ୟ ଓ ଦୁର୍ନୀତି ହେଉଥିବା ଅଭିଯୋଗ କରିଛି ଭାରତୀୟ ବିକାଶ ପରିଷଦ।…
ନାଉଗାଁ,୨୮।୪(ସ୍ବ.ପ୍ର.): ଭତ୍ତା ଟଙ୍କା ପ୍ରଦାନରେ ସ୍ବଚ୍ଛତା ଆଣିବା ପାଇଁ ସରକାରଙ୍କ ପକ୍ଷରୁ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଭତ୍ତା ଟଙ୍କା ପଠାଯିବା ପାଇଁ ବ୍ୟବସ୍ଥା କରାଯାଇଛି। ଫଳରେ ହିତାଧିକାରୀମାନେ…
କେନ୍ଦ୍ରାପଡ଼ା ଅଫିସ,୨୮ା୪: କେନ୍ଦ୍ରାପଡ଼ା ଜିଲା ଏକମାଣିଆ କେରଡାଗଡ଼ ବ୍ରାହ୍ମଣୀ ଫେରିଘାଟରେ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଯାଇଥିବା ଭୁଟୁଭୁଟି ଗୁରୁବାର ବୁଡ଼ିଗଲା। ଏହି ଦୁର୍ଘଟଣାରେ ଜଣେ ନାବାଳକଙ୍କର…
ବାରିପଦା ଅଫିସ,୨୮ା୪: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିବେ। ଆସନ୍ତା ମେ’ ୪ରୁ ୬ତାରିଖ ପର୍ଯ୍ୟନ୍ତ ଜିଲାର ରାଇରଙ୍ଗପୁର, ପାହାଡ଼ପୁର ଓ…
ବିଞ୍ଝାରପୁର,୨୮ା୪(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ ଅଧୀନ ସୟଦପୁର ପଞ୍ଚାୟତର ବିଭିନ୍ନ ଗାଁରେ ଡ୍ରେନ୍ ସଫେଇରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ବ୍ଲକ୍ କାର୍ଯ୍ୟାଳୟରୁ ମିଳିଥିବା ତଥ୍ୟ ଅନୁଯାୟୀ,…
ଚଣ୍ଡିଖୋଲ,୨୮ା୪(ଡି.ଏନ.ଏ.): ବଡ଼ଚଣା ଶିକ୍ଷା ମଣ୍ଡଳ ଅଧୀନ ରଇପୁର ପଞ୍ଚାୟତ ପାଥପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀ ଜାଲ୍ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଜଣାପଡ଼ିବା ପରେ ତାଙ୍କ…
ଯାଜପୁର ଅଫିସ,୨୮ା୪: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରୁ ଯୋଗାଣ ହୋଇଥିବା ପଥର ସାମଗ୍ରୀର ୱାଇ ଫର୍ମ ବା ଟ୍ରାନ୍ଜିଟ୍ ପାସ୍(ଟିିପି)ର ଅସଲି ତଥା ଯର୍ଥାଥତା ଖୋଜୁଛି…
ଯାଜପୁର ଅଫିସ,୨୮ା୪: ବ୍ୟାସନଗର ନାଗରିକ କମିଟି ଏବଂ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୫ ଦଫା ଦାବି ନେଇ ବିଭିନ୍ନ ସମୟରେ ଆନ୍ଦୋଳନ, ବନ୍ଦ ଆଦି ପାଳନ…
କାଳିଆପାଣି,୨୮ା୪(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ୍ ଅଧୀନ କାଳିଆପାଣି ଖଣି ଅଞ୍ଚଳ କଅଁସ ପଞ୍ଚାୟତ ବିଟସାହି ଉପରମୁଣ୍ଡ ବୁଦୁବୁଦିଆ ଜଙ୍ଗଲ କଡ଼ରେ ଚାଳଛପର, ଛିଣ୍ଡା ଜରିପାଲରେ ଝୁମ୍ପୁଡ଼ି…
ବିଞ୍ଝାରପୁର,୨୮ା୪(ଡି.ଏନ.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଧୀନ କଏଣା-ରଘୁନାଥପୁର ପଞ୍ଚାୟତରେ ଆବାସ ଚୋରି ଘଟଣା ଭିନ୍ନରୂପ ନେଇଛି। ଆବାସ ପାଇଥିବା ୪ ହିତାଧିକାରୀଙ୍କ ନାଁରେ ବିଡିଓ ବିଞ୍ଝାରପୁର…