ଆମ ଜିଲା ଖବର

୪୫୫ ବର୍ଷ ହେବ ଜଳୁଛି ଧୁନି

ପୁରୀ,୨୫ା୭(ଅଜିତ ମହାନ୍ତି):ବ୍ରହ୍ମଗିରି ସାତପଡା ରାସ୍ତା ଦେଇ ଯିବାବେଳେ ବାଟରେ ମାଣିକପାଟଣା ପଡ଼େ। ଏହି ମାଣିକପାଟଣା ରାସ୍ତାରେ ରହିଛି ବ୍ରହ୍ମପଡ଼ା ମଠ। ଉକ୍ତ ମଠରେ ଆଜକୁ ଦୀର୍ଘ ୪୫୫…

3 years ago

ପାଟଣା ଅବକାରୀ ଥାନାରେ ତାଲା

ପାଟଣା,୨୫ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଟାଙ୍ଗରପଡ଼ାସ୍ଥିତ ପାଟଣା ଅବକାରୀ ଥାନା ବାହାର ଓ ଭିତର ଗେଟ୍‌ରେ ଦୀର୍ଘ ଦିନ ହେବ ତାଲା ଝୁଲୁଛି।…

3 years ago

ଦିନକରେ ୭୫ ଫୌଜଦାରି ମାମଲାର ରାୟ ପ୍ରକାଶ

କଟକ,୨୫ା୭ (କାର୍ତ୍ତିକ ସାହୁ):ଓଡ଼ିଶା ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତିର ସୁଦୀର୍ଘ ଗରିମାମୟ ଇତିହାସରେ ଯୋଡ଼ିହୋଇଛି ଆଉ ଏକ ସ୍ବର୍ଣ୍ଣିମ ଫର୍ଦ୍ଦ। ହାଇକୋର୍ଟ ବିଚାରପତି ଦେବବ୍ରତ ଦାଶ ଓ…

3 years ago

ମାଓବାଦୀ ନେତା ସବ୍ୟସାଚୀଙ୍କୁ ଜାମିନ

ଗୁଣପୁର,୨୫।୭ (ପ୍ରଦୀପ କୁମାର ପାଢ଼ୀ): ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କୁ ସୋମବାର ହାଇକୋର୍ଟରୁ ଜାମିନ ମିଳିଛି। ରାୟଗଡା ଜିଲା ଗୁଣପୁର ସବ୍‌ଜଜ୍‌ଙ୍କ କୋର୍ଟରେ ସବ୍ୟସାଚୀଙ୍କ ଓକିଲ ବ୍ରହ୍ମାନନ୍ଦ…

3 years ago

‘ବାଘ ନୁହେଁ ଫିଶିଂକ୍ୟାଟ୍‌’

ଚାନ୍ଦବାଲି, ୨୫।୭ (ଅଶୋକ କୁମାର ପଣ୍ଡା)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ଯୁକ୍ତ ୩ କଲେଜ ସମ୍ମୁଖ ପଡ଼ିଆରେ ଦୁଇଟି ଚିତାବାଘ ଥିବା ଖବର ସୋମବାର ପ୍ରଚାରିତ…

3 years ago

ଖୋଲିଲା ହୀରାକୁଦର ଆଉ ୩ ଗେଟ୍‌

ସମ୍ବଲପୁର,୨୫ା୭(ଶୁଭାଶିଷ ପାଢ଼ୀ):ସମ୍ବଲପୁର ହୀରାକୁଦ ଡ୍ୟାମ୍‌ର ଆଉ ୩ ଗେଟ୍‌ ସୋମବାର ଖୋଲାଯାଇଛି। ଫଳରେ ଏବେ ମୋଟ ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ଡ୍ୟାମ୍‌କୁ ଜଳ…

3 years ago

ଗ୍ୟାଙ୍ଗଷ୍ଟର ଟିଟୋଙ୍କୁ ଗିରଫ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୫ା୭ (କାର୍ତ୍ତିକ ସାହୁ):ଗ୍ୟାଙ୍ଗଷ୍ଟର ଟିଟୋ ଓରଫ ସୟଦ ଉସ୍‌ମାନ ଅଲ୍ଲୀଙ୍କୁ ଗିରଫ କରିବା ପାଇଁ ହାଇକୋର୍ଟ ସୋମବାର କେନ୍ଦ୍ରାପଡ଼ା ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ବିଚାରପତି ସଙ୍ଗମ…

3 years ago

ଦୋଷୀ ଜେଜେବାପାଙ୍କୁ ୨୦ବର୍ଷ ସଶ୍ରମ କାରାଦଣ୍ଡ 

ବାରିପଦା,୨୫।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟରେ ସୋମବାର ଏକ ଶିଶୁକନ୍ୟା ବଳାତ୍କାର ମାମଲାର ରାୟ ପ୍ରକାଶ…

3 years ago

ଭିଜିଲାନ୍ସ କୋର୍ଟରେ ପୂର୍ବତନ ମେଡିକାଲ ଅଫିସର ଦଣ୍ଡିତ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ ଉପଖଣ୍ଡ ଚିକିତ୍ସାଳୟର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଫିସର ଡାକ୍ତର ଅଜିତ କୁମାର ନେଗୀ ସୋମବାର ଭିଜିଲାନ୍ସ ମାମଲାରେ ଦଣ୍ଡିତ…

3 years ago

ଗଣତାନ୍ତ୍ରିକ ମୂଲ୍ୟବୋଧରେ ନିରପେକ୍ଷ ଗଣମାଧ୍ୟମ ଆବଶ୍ୟକ

ବ୍ରହ୍ମପୁର ଅଫିସ,୨୪ା୭(ସ୍ମୃତିରଞ୍ଜନ ମହାଲିକ/ସୁବାସଚନ୍ଦ୍ର ପାଢୀ)- ଗଣତନ୍ତ୍ରରେ ଯୁବପିଢିଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସୁସ୍ଥ ଓ ବଳିଷ୍ଠ ଗଣତନ୍ତ୍ର ସେତେବେଳେ ପ୍ରତିଷ୍ଠା ହେବ, ଯେତେବେଳେ ଯୁବପିଢି ସତ୍ୟ ଅସତ୍ୟକୁ…

3 years ago