ଆମ ଜିଲା ଖବର

ମନ୍ଦିର ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଉନ୍ନୟନ ପାଣ୍ଠିରୁ ହେବ ଖର୍ଚ୍ଚ

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଥିବା ଦୁଇଟି ମନ୍ଦିରର ଉନ୍ନତିକରଣ ପାଇଁ ଶନିବାର ଭିତ୍ତିପ୍ରସ୍ତର କରାଯାଇଛି। ମୁଖ୍ୟଅତିଥି ଭାବେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ…

3 years ago

ଧରିତ୍ରୀ ପ୍ରଭାବ: ରାସ୍ତା ମରାମତି କଲା ଆର୍‌ଡି ବିଭାଗ

କେସିଙ୍ଗା,୨୨ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଦେଓଗାଁ ଗ୍ରାମ ପଞ୍ଚାୟତ ଅଧିନସ୍ଥ ମାଟିଆ ଗ୍ରାମର ମୁଖ୍ୟ ରାସ୍ତାରେ ଆଣ୍ଠୁଏ ବର୍ଷା ପାଣି ଜମି ରହୁଥିବାରୁ ସ୍କୁଲ…

3 years ago

ଭାସିଗଲା ପୋଲ, ବିଦ୍ୟାଳୟ ଯିବାରୁ ବଞ୍ଚିତ ହେଲେ କୁନିକୁନି ପିଲା

କଣ୍ଟିପାଳ/ଆନନ୍ଦପୁର,୨୨ା୭(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ବ୍ଲକ ଶାଳବଣି ପଞ୍ଚାୟତର ବାଲିପଶିଠାରେ ଘାଗରା ନାଳ ଉପରେ ନିର୍ମାଣ ହୋଇଥିବା ଅସ୍ଥାୟୀ ପୋଲ ନଦୀ ଜଳରେ ଭାସିଯାଇଛି। ଶୁକ୍ରବାର ରାତିରେ…

3 years ago

ଦାଦନ ଖଟିବାକୁ ଯାଇ ସ୍ବାମୀ ନିଖୋଜ, ଦୁଇ ଶିଶୁଙ୍କୁ ଧରି ଥାନାର ଦ୍ୱାରସ୍ଥ ହେଲେ ସ୍ତ୍ରୀ

କେନ୍ଦୁଝର,୨୨ା୭(ନରେଶ ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଡ଼ା ପଞ୍ଚାୟତର ବଡ଼କୁମୁଣ୍ଡୁ ଗ୍ରାମର ଡିଲେଶ୍ୱର ମହାକୁଡ଼ ନାମକ ଜଣେ ବ୍ୟକ୍ତି ଦାଦନ ଖଟିବାକୁ ଯାଇ ନିଖୋଜ ହୋଇଯାଇଛନ୍ତି। ଗତ…

3 years ago

ନିଯୁକ୍ତି ନ ମିଳିଲେ ଜୋରଦାର ହେବ ଆନ୍ଦୋଳନ

କେନ୍ଦୁଝର,୨୨ା୭(ନରେଶ ପଟ୍ଟନାୟକ): ନିଯୁକ୍ତି ଦାବିରେ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଓଡ଼ିଶା ଖଣି ନିଗମ, ଦୈତାରୀ ଆଗରେ ପ୍ରତିବାଦ ସଭା ପ୍ରଦର୍ଶନ କରିଛନ୍ତି। ଏହି ଖଣିରେ ୧୨୫୦…

3 years ago

ରବିବାର ଖୋଲାଯିବ ହୀରାକୁଦ ଡ୍ୟାମ୍‌ର ୫ଟି ଗେଟ୍‌

ସମ୍ବଲପୁର,୨୨।୭: ରବିବାର ସକାଳ ୯ଟାରେ ହୀରାକୁଦ ଡ୍ୟାମ୍‌ ଗେଟ୍‌ ଖୋଲାଯାଇ ବର୍ଷର ପ୍ରଥମ ବନ୍ୟାଜଳ ଛଡ଼ାଯିବ। ଉପରମୁଣ୍ଡରେ ପ୍ରବଳ ବର୍ଷା ହେଉଥିବାରୁ ପ୍ରଥମ ପର୍ଯ୍ୟାୟରେ ୫ଟି ଗେଟ୍‌…

3 years ago

ପୋଲ ଭୁଶୁଡିବା ଘଟଣା: ଏନ୍‌ଏଚଏଆଇ ଟିମ୍‌ର ଯାଞ୍ଚ

ଯାଜପୁର ୨୨।୭ (ରଞ୍ଜିତ ରାଉତ): ଯାଜପୁର କୁଆଖିଆ ଛକ ୧୬ ନମ୍ବର ଜାତୀୟ ରାଜପଥରେ ପୋଲ ଭୁଶୁଡିବା ଘଟଣାରେ ଏନ୍‌ଏଚଏଆଇର ଟିମ୍‌ ଶନିବାର ଅପରାହ୍ନରେ ଘଟଣାସ୍ଥଳରେ ପହଞ୍ଚି…

3 years ago

କାଳିମେଘି ଗାଁରୁ ଚୋରି ଘଟଣା: ଅଳଙ୍କାର ସହ ନଗଦ ୫୦ ହଜାର ଟଙ୍କା ଜବତ, ୪ ଗିରଫ

ବେଗୁନିଆପଡ଼ା,୨୨ା୭(ସୁଶାନ୍ତ କୁମାର ପଟ୍ଟନାୟକ): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଓ କୋଦଳା ଥାନା ଅନ୍ତର୍ଗତ କାଳିମେଘି ଗ୍ରାମର ଏକ ଚୋରି ମାମଲାରେ ଶନିବାର ୪ ଅଭିଯୁକ୍ତଙ୍କୁ ଗିରଫ…

3 years ago

ଅପହରଣ ନୁହେଁ: ୨ ଭାଇଙ୍କୁ କର୍ଣ୍ଣାଟକ ପୋଲିସ ନେଇଛି

ଛତ୍ରପୁର,୨୨।୭(ସନ୍ତୋଷ ପାଢ଼ୀ): ଗଞ୍ଜାମ ଥାନା ଅଧୀନ ପୁଇଁତୋଳା ଛକର ଏକ ଢ଼ାବା ନିକଟରେ ଚା’ପାନ ଦୋକାନ କରିଥିବା ୨ ଦୁଇଭାଇ କୃଷ୍ଣ ଚନ୍ଦ୍ର ସାହୁ ଏବଂ ପଞ୍ଚୁ…

3 years ago

ପିଣ୍ଡାରୁ ଓହ୍ଲାଇଲେ କାଦୁଅ

ଡେରାବିଶ, ୨୨ା୭(ବେବର୍ତ୍ତା ଅଜୟ ଦାସ): ସ୍ବାଧୀନତାର ୭୫ ବର୍ଷ ପରେ ମଧ୍ୟ ଗ୍ରାମ ମଧ୍ୟକୁ ରାସ୍ତା ନାହିଁ। ମୁନ୍ଦାଏ ବର୍ଷା ହେଲେ ସାହି ଭିତର ରାସ୍ତାଟି ପାଣିି…

3 years ago