ଆମ ଜିଲା ଖବର

ସୁନ୍ଦରଗଡ଼: ଟ୍ରେନ୍‌ ଧକ୍କାରେ ୨ ହାତୀ ମୃତ

ରାଉରକେଲା ଅଫିସ,୪।୨: ସୁନ୍ଦରଗଡ଼ ଜିଲା ବିଶ୍ରା ବନ ବିଭାଗ ଅଧୀନ ମହିପାଣି ନିକଟରେ ବୁଧବାର ବିଳମ୍ବିତ ରାତିରେ ଟ୍ରେନ୍‌ ଧକ୍କାରେ ଦୁଇଟି ହାତୀଙ୍କ ମୃତ୍ୟୁ ହୋଇଛି। ହାଓଡ଼ା-ମୁମ୍ବାଇ…

3 years ago

ପିଲା ଚୋର ସନ୍ଦେହରେ ମାନସିକ ବିକାରଗ୍ରସ୍ତଙ୍କୁ ବାନ୍ଧିଲେ

ଧାମନଗର,୪।୨ - ଗତ କିଛିଦିନ ଧରି ଗ୍ରାମାଞ୍ଚଳରେ ପିଲା ଚୋରି ଗୁଜବ ଚାଲିଥିବାରୁ ବିଭିନ୍ନ ଗଁାରେ ବୁଲାବୁଲି କରୁଥିବା ନିରୀହ ମାନସିକ ବିକାରଗ୍ରସ୍ତ ଲୋକଙ୍କ ମାଡ଼ ଗାଳିର…

3 years ago

ବିଡିଓଙ୍କ କାର୍ଯ୍ୟାଳୟ ପରିସରରେ ଜିଆର୍‌ଏସ୍‌ଙ୍କ ଆତ୍ମାହୁତି ଉଦ୍ୟମ

ବାସୁଦେବପୁର,୪।୨(ଡି.ଏନ.ଏ.): ୧୦ ମାସର ବକେୟା ଦରମା ନ ମିଳିବାରୁ ପ୍ରତିବାଦରେ ଜଣେ ଜିଆର୍‌ଏସ୍‌ ଓ ତାଙ୍କ ସ୍ତ୍ରୀ ବିଡିଓଙ୍କ କାର୍ଯ୍ୟାଳୟ ପରିସରରେ ଆତ୍ମାହୁତି ଉଦ୍ୟମ କରିଛନ୍ତି। ଗୁରୁବାର…

3 years ago

ଭୟରେ ଗାଁ ଛାଡ଼ିଲେ ୮୫ ପରିବାର

ଚିତ୍ରକୋଣ୍ଡା, ୪।୨(ଡି.ଏନ୍‌.ଏ.): ମାଲକଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଦୁଇଟି ପଞ୍ଚାୟତ ଯୋଡ଼ାମ୍ବ ଓ ପଣଷପୁଟ ପଞ୍ଚାୟତର ୧୨ଟି ଗ୍ରାମର ୮୫ ପରିବାର ମାଓବାଦୀ ଭୟରେ ଏବଂ…

3 years ago

ଖଣିଜ ପରିବହନ ପାଇଁ ଜଙ୍ଗଲ କଟା ନେଇ ପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କେନ୍ଦୁଝର,୪।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଉପର କାଦକଳାଠାରୁ ବସନ୍ତପୁର ପର୍ଯ୍ୟନ୍ତ ଜଙ୍ଗଲରେ ଖଣିଜ ପଥର ପରିବହନ ପାଇଁ ଜଙ୍ଗଲ କଟାଯାଇଥିବା ସ୍ଥାନୀୟ ଅଞ୍ଚଳବାସୀ ଜିଲାପାଳଙ୍କ ନିକଟରେ…

3 years ago

ମାଓବାଦୀ ଭୟରେ ଭିଟାମାଟି ଛାଡ଼ିଲେ ୮୫ରୁ ଊର୍ଦ୍ଧ୍ୱ ଲୋକ

ଚିତ୍ରକୋଣ୍ଡା,୪।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଦୁଇଟି ପଞ୍ଚାୟତ ଯୋଡ଼ାମ୍ବ ଓ ପଣସପୁଟ ପଞ୍ଚାୟତର ବାରଗୋଟି ଗ୍ରାମ ଖଜୁରୀଗୁଡ଼ା, ବିହନଗୁଡ଼ି,ଖାଲପଦର,ତାରାବେଢା,ମାଟିଖାଲ,ଲାଡିଗୁଡ଼ା,ବେଜିଙ୍ଗ,ତାଲପଦର,ପଳାସପଦର,ଡାଳିଆମ୍ବ, ମୁତାମ୍ବ, ଗମେଲପୁଟ,ଦୋରାଗୁଡ଼ା ମାଓବାଦୀ ଭୟ…

3 years ago

ମୁଖ୍ୟ ଶାସନ ସଚିବ, ୫-ଟି ସଚିବଙ୍କ ଗୁପ୍ତ ଏଜେଣ୍ଡା ସରକାର ପ୍ରକାଶ କରନ୍ତୁ: ପ୍ରଦୀପ ପୁରୋହିତ

ବରଗଡ଼ ଅଫିସ,୪।୨: ମୁଖ୍ୟ ଶାସନ ସଚିବ ଏବଂ ୫-ଟି ସଚିବ ବୁଧବାର ତୋଫାନୀ ଗସ୍ତରେ ଗନ୍ଧମାର୍ଦ୍ଦନ ପାହାଡ଼ର ଉଭୟ ପାଖରେ ଥିବା ନୃସିଂହନାଥ ଓ ହରିଶଙ୍କର ମନ୍ଦିର…

3 years ago

ଜଙ୍ଗଲରେ ଖଞ୍ଜା ଯାଇଥିଲା ବମ୍‌, ଗିଳିଦେଲା ବଳଦ; ଆଉ ତା’ ପରେ…

ପରଜଙ୍ଗ,୪।୨(ଡି.ଏନ୍‌.ଏ.): ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ଖଞ୍ଜା ଯାଇଥିବା ବମ୍‌ ଖାଇ ଗୋଟିଏ ବଳଦ ଗୁରୁତର ହୋଇପଡ଼ିଛି। ଘଟଣାଟି ଘଟିଛି ଢେଙ୍କାନାଳ ବନଖଣ୍ଡ ମହାବିରୋଡ୍‌ ରେଞ୍ଜ ସୋଲଗାଁ…

3 years ago

ଏନ୍‌ଏସି ପକ୍ଷରୁ ମହିଳାଙ୍କୁ ଡ୍ରାଇଭର ଭାବେ ଦିଆଗଲା ନିଯୁକ୍ତି

ପୁରୁଷୋତ୍ତମ ପୁର, ୪।୨(ଡି.ଏନ.ଏ.): ମହିଳାଙ୍କୁ ଆତ୍ମନିର୍ଭରଶୀଳ କରିବା ଲକ୍ଷ୍ୟରେ ଆଗେଇ ଆସିଛି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି। ପ୍ରଶାସନ ପକ୍ଷରୁ ମହିଳାଙ୍କୁ ଡ୍ରାଇଭର ଭାବେ ନିଯୁକ୍ତି ଦେଇ…

3 years ago

ଅବଧି ନ ଥିଲେ ବି ମୂଲ୍ୟ ଅଧିକ

ଅନୁଗୋଳ ଅଫିସ, ୪।୨: ଅନୁଗୋଳ ଜିଲାର କେତୋଟି ମଦ କାଉଣ୍ଟରରେ ବିକ୍ରି ହେଉଛି ଏକ୍ସପାଏରୀ ମଦ। କେଇମାସ ପୂର୍ବରୁ ଅବଧି ଶେଷ ହୋଇଯାଇଥିଲେ ମଧ୍ୟ ବୋତଲରେ ନୂଆ ଷ୍ଟିକର…

3 years ago