ଆମ ଜିଲା ଖବର

ବଦଳିଲେ ଅଧିକାରୀ : ସୂଚନା ବୋର୍ଡରୁ ବଦଳିନି ନାମ

ରଘୁନାଥପୁର,୨୧।୪(ଡି.ଏନ.ଏ): ରଘୁନାଥପୁର ବିଡିଓଙ୍କ ଲମ୍ବୋଦର ଖୁଣ୍ଟିଆଙ୍କ ବଦଳି ୨ ମାସ ପୂର୍ବେ ହୋଇଯାଇଛି। ଏହାସତ୍ତ୍ୱେ କାର୍ଯ୍ୟାଳୟରେ ଥିବା ସୂଚନା ବୋର୍ଡରୁ ଏପର୍ଯ୍ୟନ୍ତ ତାଙ୍କ ନାମ ବଦଳାଯାଇନାହିଁ। ସୂଚନା…

3 years ago

ଠିକାଦାର ଜାଳିଦେଲେ ଶତାଧିକ ଗଛ

ଚଣ୍ଡିଖୋଲ,୨୧ା୪ (ଡି.ଏନ୍‌.ଏ.): ଏବେ ସାରା ଓଡ଼ିଶା ଗ୍ରୀଷ୍ମ ପ୍ରବାହରେ ଜଳୁଥିବାବେଳେ ଗଛ କାଟିବାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ବଡ଼ଚଣା ବ୍ଲକ ଅନ୍ତର୍ଗତ…

3 years ago

ସିଂହାପୁର ଯାତ୍ରାରେ ପରମ୍ପରା ଭଙ୍ଗ

ରସୁଲପୁର,୨୧ା୪(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳର ପ୍ରସିଦ୍ଧ ସିଂହାପୁର ଯାତ୍ରା ମଙ୍ଗଳବାର ଶେଷ ହୋଇଛି। ମାତ୍ର ଏହି ଯାତ୍ରାରେ ଐତିହାସିକ ପରମ୍ପରା ବଜାଇ ରଖିବାରେ ପ୍ରଶାସନ ବିଫଳ ହୋଇଛି।…

3 years ago

ଜଳୁଛି ଜଙ୍ଗଲ, ଅସୁରକ୍ଷିତ ବନ୍ୟଜନ୍ତୁ

କାଳିଆପାଣି,୨୧ା୪(ଡି.ଏନ.ଏ.): ଯାଜପୁର ଜିଲାର ଜଙ୍ଗଲ ଉପତ୍ୟକାରେ ଚାରିଆଡ଼େ ନିଆଁଲାଗିଛି। ଫଳରେ ଜଙ୍ଗଲର ବହୁ ମୂଲ୍ୟବାନ ଗଛ ସହିତ ଔଷଧୀୟ ଗୁଳ୍ମ, ସରୀସୃପ ଓ କୀଟ, ପତଙ୍ଗ ପୋଡ଼ି…

3 years ago

ବିକ୍ଷୋଭ ବେଳେ ପୋଲିସ ସହ ଧସ୍ତାଧସ୍ତି ମାମଲା: ୨୨ ଭାଜପା ଯୁବମୋର୍ଚ୍ଚା ନେତାଙ୍କୁ ହାଇକୋର୍ଟରୁ ଜାମିନ ମିଳିଲା

କଟକ ଅଫିସ,୨୧ା୪: ଦେଢ଼ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଜେଲ୍‌ରେ ଥିବା ୨୨ ଜଣ ଭାଜପା ଯୁବମୋର୍ଚ୍ଚା ନେତାଙ୍କୁ ହାଇକୋର୍ଟ ଗୁରୁବାର ଜାମିନ ପ୍ରଦାନ କରିଛନ୍ତି। ଭୁବନେଶ୍ୱରରେ…

3 years ago

ସମୁଦ୍ରରେ ନାବାଳକ ପ୍ରୀତମ ନିଖୋଜ ଘଟଣା: ଏସ୍‌ପି, ଡିଜିଙ୍କୁ ମାସେ ମହଲତ ଦେଲେ ଏନ୍‌ଏଚ୍‌ଆର୍‌ସି

ପାରାଦୀପ,୨୧ା୪(ସ୍ବ:ପ୍ର:): ପାରାଦୀପ ବିଜୁ ମଇଦାନ ସମୁଦ୍ରକୂଳରେ ୨୦୨୨ ମେ ୨୧ତାରିଖରେ ନାବାଳକ ପ୍ରୀତମ ଦାସ ନିଖୋଜ ହୋଇଥିଲେ। ଏହି ଘଟଣାରେ ଜଗତ୍‌ସିଂହପୁର ଏସ୍‌ପି ଓ ଡିଜିଙ୍କୁ ଏନ୍‌ଏଚ୍‌ଆର୍‌ସି…

3 years ago

ଶାନ୍ତି ଫେରୁଛି, ନେଟ୍‌ ସେବା କୋହଳ

ସମ୍ବଲପୁର,୨୧ା୪(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଗତ ୧୨ରେ ପଥରମାଡ଼ ଓ ୧୪ରେ ପୋଡ଼ାଜଳା ଘଟଣା ପରେ ସହର ଅଶାନ୍ତ ହୋଇପଡିଥିଲା। ଏହା ପରଠାରୁ ସହରରେ…

3 years ago

ଆତଙ୍କବାଦୀ ଆକ୍ରମଣରେ ଓଡ଼ିଆ ଯବାନ ଶହୀଦ

ସାକ୍ଷୀଗୋପାଳ,୨୧ା୪ (ସ୍ବ.ପ୍ର./ଡି.ଏନ୍‌.ଏ.): ଜମ୍ମୁ କଶ୍ମୀରର ପୁଞ୍ଚର ମେନ୍ଧାର ଅଞ୍ଚଳରେ ଗୁରୁବାର ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୫ଜଣ ଯବାନ ଶହୀଦ ହୋଇଛନ୍ତି। ଏଥିରେ ଜଣେ ଓଡ଼ିଆ ଯବାନ ରହିଛନ୍ତି।…

3 years ago

ସମ୍ବଲପୁରରେ ୟୁପି ପୋଲିସ ଟିମ୍‌କୁ ନେଇ ଚର୍ଚ୍ଚା

ସମ୍ବଲପୁର,୨୧ା୪(ବ୍ୟୁରୋ): ଉତ୍ତରପ୍ରଦେଶ ପ୍ରୟାଗରାଜର ଆଇନଜୀବୀ ଉମେଶ ପାଲଙ୍କ ହତ୍ୟା ଘଟଣାର ଅଭିଯୁକ୍ତ ତଥା ଗୁଳିମାଡ଼ରେ ମୃତ ଗ୍ୟାଙ୍ଗଷ୍ଟର ଅତିକ ଅହମ୍ମଦଙ୍କ ସହଯୋଗୀଙ୍କ ଗୁଡ୍ଡୁ ମୁସଲିମ୍‌ ଦୀର୍ଘଦିନ ହେବ…

3 years ago

ବିଷ ପିଇ ଜୀବନ ହାରିଲେ ନାବାଳିକା: ବନ୍ଧାହେଲେ ଅଭିଯୁକ୍ତ ପ୍ରେମିକ

କୋକସରା,୨୦ା୪(ଡି.ଏନ.ଏ.): ପ୍ରେମ ପ୍ରତାରଣାର ଶିକାର ହୋଇ ଜଣେ ନାବାଳିକା ଲୋକଲଜ୍ଜା ସହି ନ ପାରି ବିଷ ପିଇ ଗୁରୁତର ହୋଇପଡିଥିଲେ। ଏକ ମାସ ହେଲା ନାବାଳିକ ବୁର୍ଲା…

3 years ago