ସୁନ୍ଦରଗଡ଼/ଟେନସା/ବଣାଇ,୨୦।୪(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା କୋଇଡା ବ୍ଲକ ଅଧୀନ ସ୍ବୟମ୍ବା ବାଳିକା ଉଚ୍ଚବିଦ୍ୟାଳୟ ଛାତ୍ରୀ ନିବାସରେ ବାସିଖାଦ୍ୟ ଖାଇ ୩୪ଜଣ ଅନ୍ତେବାସିନୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଅସୁସ୍ଥ ଛାତ୍ରୀମାନଙ୍କୁ…
କେନ୍ଦୁଝର,୨୦ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ମାତୃ ଓ ଶିଶୁ ଚିକିତ୍ସାଳୟରେ ନବଜାତ ଶିଶୁ ସହିତ ପ୍ରସୂତି ମହିଳା ବେଡ୍ ଅଭାବରୁ ତଳେ ଶୋଇବା ଘଟଣା ଚର୍ଚ୍ଚାର…
ଦାରିଙ୍ଗବାଡ଼ି,୨୦ା୪(ଡି.ଏନ୍.ଏ.): ପୁଅବୋହୂଙ୍କ ଆକ୍ରମଣରେ ବୃଦ୍ଧା ମା’ଙ୍କ ମୃତ୍ୟୁ ଘଟଣାରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଗୁରୁବାର ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତି…
କୁଜଙ୍ଗ,୨୦ା୪(ଡି.ଏନ୍.ଏ.): ଗୁରୁବାର ଅପରାହ୍ନରେ କୁଜଙ୍ଗ ତହସିଲଦାରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବା ପରେ ଦୁଇଜଣ ଗୁରୁତର ହୋଇଥିବାର ଜଣାପଡିଛି। ପ୍ରକାଶ ଯେ, କୁଜଙ୍ଗ ତହସିଲଦାର ବ୍ୟବହାର କରୁଥିବା ଓଡି…
ନୟାଗଡ଼ ଅଫିିସ,୨୦ା୪: ନିର୍ବାଚନକୁ ବର୍ଷେ ଥିବା ବେଳେ ନୟାଗଡ଼ରେ ପହଞ୍ଚିଛି ଇଭିଏମ୍ ମେଶିନ। ୪ଟି କଣ୍ଟେନରେ ପ୍ରାୟ ୪ ହଜାର ୮ଶହ ଇଭିଏମ୍ ଏବଂ ଅନ୍ୟାନ୍ୟ ନିର୍ବାଚନ…
କେନ୍ଦୁଝର, ୨୦।୪(ସ୍ବ.ପ୍ର.) ଓଡିଶା ସରକାରଙ୍କ ଗ୍ରାମ ଉନ୍ନୟନ, ଶକ୍ତି, ସୂଚନା ଓ ଲୋକ ସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ତଥା ଜି.ଏସ୍.ଟି. କମିଶନର ସଞ୍ଜୟ କୁମାର…
ଆନନ୍ଦପୁର,୨୦ା୪(ସ୍ବ.ପ୍ର.): ଆନନ୍ଦପୁର ପୌରାଞ୍ଚଳରେ ପାନୀୟ ଜଳ ସଙ୍କଟ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। ୧୬ଟି ଓ୍ବାର୍ଡ ମଧ୍ୟରୁ କେତେକ ଓ୍ବାର୍ଡରେ ପରିସ୍ଥିତି ସଙ୍ଗୀନ ହୋଇଛି। ଅସହ୍ୟ ତାତି ସାଙ୍ଗକୁ…
ଭୁବନେଶ୍ୱର,୨୦ା୪(ବ୍ୟୁରୋ): ଆସନ୍ତା ମେ’ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାରିପଦା ଆସିବେ। ମେ’ ୯ରେ ବାରିପଦା ଏମ୍ଏସ୍ସିବି ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।…
ଯାଜପୁର/ଜଗତସିଂହପୁର ଅଫିସ,୨୦ା୪: ଜଗତସିଂହପୁର ଜିଲା ଏରସମା ଥାନା ଅଧୀନ ସୋମପୁର ଗ୍ରାମର ଯବାନ ସୂର୍ଯ୍ୟକାନ୍ତ କୁଆଁର ୧୭ ତାରିଖରୁ ନିଖୋଜ ରହିଥିଲେ। ଦୁଇ ଦିନ ପୂର୍ବରୁ ଯବାନଙ୍କ…
ଭବାନୀପାଟଣା/ଲାଞ୍ଜିଗଡ଼,୨୦ା୪(ସ୍ବ.ପ୍ର./ଡି.ଏନ୍.ଏ.): କଳାହାଣ୍ଡିରେ କଳଙ୍କ। ଯାତ୍ରା ଦେଖି ଫେରୁଥିବା ୨ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ମସଗ୍ର ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପରିବାର…