ପାରଳାଖେମୁଣ୍ଡି, ୨୦।୪ (ଡି.ଏନ୍.ଏ): ଗଜପତି ଜିଲାର ଦୁଇ ନଦୀ ଉପରେ ଆନ୍ଧ୍ରର ଲୋଲୁପ ଦୃଷ୍ଟି ରହିଛି । ମହେନ୍ଦ୍ରତନୟା ଓ ବଂଶଧାରା ନଦୀ ଉପରେ ଆନ୍ଧ୍ର ପ୍ରକଳ୍ପ…
ଯୋଡ଼ା,୨୦ା୪(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳରେ ଲୁହାପଥର ମାନରେ ହେର୍ଫେର ନେଇ ହେଉଥିବା ଅଭିଯୋଗକୁ ରୋକିବା ପାଇଁ ରାଜ୍ୟ ସରକାର ଏକ ଉନ୍ନତ ଜ୍ଞାନକୌଶଳ ପ୍ରୟୋଗ…
ବାରିପଦା ଅଫିସ,୨୦ା୪: ମୟୂରଭଞ୍ଜ ଜିଲା ବାରିପଦା ପୌରପରିଷଦର ପ୍ରଥମ ଉପାଧ୍ୟକ୍ଷ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ବାସଭବନର ପୁନରୁଦ୍ଧାର ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ…
କେନ୍ଦୁଝର/ଆନନ୍ଦପୁର,୨୦ା୪(ସ୍ବ.ପ୍ର./ଡି.ଏନ୍.ଏ.): ରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ବୁଧବାର କେନ୍ଦୁଝର ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହ ଅଗ୍ରଗତିର ସମୀକ୍ଷା କରିଛନ୍ତି। ଯୋଡ଼ା…
ଯୋଡ଼ା/ବଡ଼ବିଲ୍/କେନ୍ଦୁଝର,୨୦ା୪(ଡି.ଏନ.ଏ./ସ୍ବ.ପ୍ର.): ଗ୍ରାମ୍ୟ ଉନ୍ନୟନ ଓ ସୂଚନା ଲୋକସମ୍ପର୍କ ବିଭାଗ ତଥା ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ କେନ୍ଦୁଝର ଜିଲା ଯୋଡ଼ା ଓ ବଡ଼ବିଲ ଅଞ୍ଚଳର…
କେନ୍ଦ୍ରାପଡ଼ା ଅଫିସ, ୨୦ା୪: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଟିକରପଙ୍ଗା ପଞ୍ଚାୟତ ନାରାୟଣପୁର ଗଁାରେ ପ୍ରାୟ ୩୦୦ ପରିବାର ଅଛନ୍ତି। ଏମାନଙ୍କ ମଧ୍ୟରୁ ପ୍ରାୟ ୭୦ ପ୍ରତିଶତ…
ପାରାଦୀପ,୨୦ା୪(ସ୍ବ.ପ୍ର.): ରାଜ୍ୟର ଅନ୍ୟତମ ବୃହତ୍ ପାରାଦୀପ ମାଛଧରା ବନ୍ଦର ଏବେ ଶୂନ୍ଶାନ୍ ଅବସ୍ଥାରେ ରହିଛି। କାରଣ ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ୨ମାସ ସାମୁଦ୍ରିକ…
ଯାଜପୁର ରୋଡ୍,୨୦ା୪(ଡି.ଏନ.ଏ.): ଯାଜପୁର ଜିଲାର ବ୍ୟାସନଗର ସହର ପ୍ରତି ଉପେକ୍ଷା ଓ ୫ ଦଫା ଦାବି ନେଇ ନାଗରିକ କମିଟି ଦ୍ୱାରା ବିଭିନ୍ନ ଗଣ ସଂଗଠନକୁ ନେଇ…
ଯାଜପୁର ଅଫିସ/କଳିଙ୍ଗନଗର/ ଧର୍ମଶାଳା (ଡି.ଏନ.ଏ.),୨୦ା୪ : ପୋଷ୍ଟମର୍ଟମ ରିପୋର୍ଟ ପ୍ରଦାନ ପାଇଁ ୨୦ ହଜାର ଟଙ୍କା ଦାବି କରି ଦାନଗଦି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ପବିତ୍ର…
ଯାଜପୁର ଅଫିସ,୨୦ା୪: ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ସରକାରୀ ଅର୍ଥ ହେରାଫେରି ଅଭିଯୋଗ ପିଛା ଛାଡୁନି ା ଏହି ବ୍ଲକ ସୟଦପୁର ପଞ୍ଚାୟତରେ ହୋଇଥିବା ବିଭିନ୍ନ ଦୁର୍ନୀତି…