ଆମ ଜିଲା ଖବର

ଉପବାଚସ୍ପତି ଓ ବନ୍ଦ ଲଫାପାକୁ ନେଇ ଚର୍ଚ୍ଚା

ଅନୁଗୋଳ ଅଫିସ, ୨୬।୨: ମାସର ଚତୁର୍ଥ ଶନିବାର ହୋଇଥିବାରୁ ସରକାରୀ ଛୁଟି ଥିଲା। ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିଥିଲା। ହେଲେ ଏମିତି କି ଜରୁରୀ…

3 years ago

କନ୍ୟାପକ୍ଷଙ୍କୁ ବରଯାତ୍ରୀଙ୍କ ଛୁରାମାଡ଼

ବଲାଙ୍ଗୀର ଅଫିସ/ଲାଠୋର/କଣ୍ଟାବାଞ୍ଜି,୨୬୨(ଡି.ଏନ୍‌.ଏ.)ବଲାଙ୍ଗୀର ଜିଲା ତୁରେକେଲା ଥାନା ମୁରିବାହାଲ ଗଁାରେ ବରାତି ଶୋଭାଯାତ୍ରା ଚାଲିଥିବାବେଳେ କନ୍ୟାପକ୍ଷର କେତେଜଣ ବ୍ୟକ୍ତି ନାଚିବାରୁ ବିବାଦୀୟ ସ୍ଥିତି ସୃଷ୍ଟି ହୋଇଛି। ଏହାକୁ ନେଇ…

3 years ago

ଆଗକୁ ପରୀକ୍ଷା: ଦୈନିକ ୫ରୁ ୬ ଘଣ୍ଟା ହେଉଛି ବିଜୁଳି କାଟ୍‌, ଉପଭୋକ୍ତା ଅସନ୍ତୁଷ୍ଟ

କୋଦଳା,୨୫ା୨(ଡି.ଏନ୍‌.ଏ.): ଗଞ୍ଜାମ କୋଦଳା ଓ ବେଗୁନିଆପଡ଼ା ଅଞ୍ଚଳରେ ଦିନକୁ ଦିନ ଟାଟା ପାଓ୍ବାରର ଶୋଷଣ ନୀତି ବଢ଼ିବାରେ ଲାଗିଛି। ଯାହାକୁ ନେଇ ଗ୍ରାହକଙ୍କ ଅସନ୍ତୋଷ ବୃଦ୍ଧି ପାଇବାରେ…

3 years ago

ତ୍ରିକୋଣୀୟ ପ୍ରେମରୁ ଯୁବକଙ୍କୁ ହତ୍ୟା: ୩ କୋର୍ଟ ଚାଲାଣ

ଭବାନୀପାଟଣା,୨୫ା୨(ସ୍ବ.ପ୍ର.): କେବେ ପ୍ରେମ ପାଇଁ ଅପହରଣ ତ କେବେ ହତ୍ୟା। ପ୍ରେମରେ ଅନ୍ଧ ହୋଇ ମଣିଷ ନିଜର ହିତାହିତ ଜ୍ଞାନ ଭୁଲି ନିଜ ସାଙ୍ଗର ଜୀବନ ନେବାକୁ…

3 years ago

ହଷ୍ଟେଲରୁ ୪ ଛାତ୍ର ନିଖୋଜ

କେନ୍ଦୁଝର,୨୫ା୨(ସ୍ବ.ପ୍ର.): କେନ୍ଦୁଝର ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ଶୁକ୍ରବାରଠାରୁ ନିଖୋଜ ହୋଇଥିବା ୪ ଛାତ୍ରଙ୍କ ପତ୍ତା ମିଳିନାହିଁ। ଏନେଇ ସେମାନଙ୍କ ପରିବାର ଲୋକ ଶନିବାର ଖବର ପାଇ…

3 years ago

ପ୍ରଧାନଶିକ୍ଷୟିତ୍ରୀଙ୍କ ପୁଅଙ୍କ ମାଡ଼ରେ ଛାତ୍ରୀ ଗୁରୁତର, ଥାନାରେ ଅଭିଯୋଗ କଲେ ଅଭିଭାବକ

ବରଗଡ଼ ଅଫିସ,୨୫ା୨: ରାଜ୍ୟ ସରକାର ସ୍କୁଲ ପରିସରକୁ ଦଣ୍ଡମୁକ୍ତ ଅଞ୍ଚଳ ଘୋଷଣା କରିଛନ୍ତି। ମାତ୍ର ସରକାରଙ୍କ ଏହି ଘୋଷଣା ବାଟବଣା ହୋଇପଡ଼ିଛି। ବରଗଡ଼ ସହରର ଖଜୁରଟିକ୍ରାସ୍ଥିତ ରାଧାମାଧବ…

3 years ago

ଅଲିଭ୍‌ ରିଡ୍‌ଲେଙ୍କ ଅଣ୍ଡାଦାନ ଜାରି: ୩ ଦିନରେ ୩ ଲକ୍ଷ ୨୪ ହଜାର ୪୨୮ ଅଣ୍ଡାଦାନ

ଗଞ୍ଜାମ,୨୫ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଡ଼ମପେଟା ଓ ପୁରୁଣାବନ୍ଧ ନିକଟସ୍ଥ ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ବିରଳ ପ୍ରଜାତିର ଅଲିଭ୍‌ ରିଡ୍‌ଲେଙ୍କ ସାମୂହିକ ଅଣ୍ଡାଦାନ ଜାରି ରହିଛି। ଗୁରବାର…

3 years ago

ମନ୍ତ୍ରୀ ଟୁକୁନି ସାହୁଙ୍କ ଅଚାନକ ବାଲିମେଳା ଗସ୍ତ

କୋରୁକୋଣ୍ଡା,୨୫ା୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ପୋଟେରୁ ଜଳସେଚନ ପ୍ରକଳ୍ପର ସୋଲୁକୋଣ୍ଡା ବ୍ୟାରେଜ ଓ ମେଗା ଲିଫ୍ଟକୁ ଅଚାନକ ଗସ୍ତ କରିଛନ୍ତି ଜଳସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ…

3 years ago

ଏସ୍‌ଏଚ୍‌ଜି ଗ୍ରୁପ୍‌ର ସମସ୍ତ କାଗଜପତ୍ର ଚିରି ଜାଳିଦେଲେ ସଦସ୍ୟାଙ୍କ ଝିଅ, ଥାନାରେ ପହଞ୍ଚିଲା ମାମଲା

କୋରୁକୋଣ୍ଡା,୨୫ା୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓର୍କେଲ ଥାନା ଅନ୍ତର୍ଗତ ତାରଲାକୋଟା ପଞ୍ଚାୟତ ଅଧିନସ୍ଥ ତାରଲାକୋଟା-ବି ଗ୍ରାମରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ତାରଲାକୋଟା-ବି ଗ୍ରାମରେ ଥିବା…

3 years ago

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୫ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅଞ୍ଚଳରେ ଜଣେ ୫ ବର୍ଷର ନାବାଳିକାକୁ ବଳାତ୍କାର କରିବା ଘଟଣାରେ ଅଭିଯୁକ୍ତଙ୍କ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି…

3 years ago