ଆମ ଜିଲା ଖବର

ବଢୁଛି ଭେଜାଲ, ରଙ୍ଗମିଶା ଖାଦ୍ୟ ବିକ୍ରି

କେନ୍ଦ୍ରାପଡ଼ା,୧୪ା୭(ଜଗନ୍ନାଥ ଧଳ): ଗ୍ରାହକଙ୍କୁ ଆକୃଷ୍ଟ କରିବା ପରି ଖାଦ୍ୟ ସାମଗ୍ରୀ ଷ୍ଟଲ୍‌ ବା ଦୋକାନରେ ସଜା ହେଉଛି। ରଙ୍ଗବେରଙ୍ଗ ମିଠା ସହ ଅନ୍ୟାନ୍ୟ ଖାଦ୍ୟ ଗ୍ରାହକଙ୍କ ମନ…

3 years ago

ନିରୀହ ଜମିହରାଙ୍କୁ କାରଖାନା ମନା

ଯାଜପୁର/କଳିଙ୍ଗନଗର,୧୪ା୭(ହର୍ଷବର୍ଦ୍ଧନ ବେହେରା/ଶୁଭାଶିଷ ରାଉତ): କଳିଙ୍ଗନଗର ଶିଳ୍ପାଞ୍ଚଳର ମାଣତିରା ଗ୍ରାମର ନିରୀହ ଜମିହରାଙ୍କୁ କାରଖାନା ଗେଟ୍‌ ପରିସରରେ ବି ପାଦ ଥାପିବା ମନା। ଏଭଳି କଠୋର ନିଷ୍ପତ୍ତି ନେଇଛନ୍ତି…

3 years ago

ହତ୍ୟା କରି ଟ୍ରେନଲାଇନ୍‌କୁ ଫିଙ୍ଗି ଦେଇଥିଲେ

ବଲାଙ୍ଗୀର, ୧୩ା୭ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସଦର ଥାନା ଅଧୀନ ଅଇଁଲାଚୁଆଁ ଗାଁର ରଜତ ପ୍ରଧାନ(୨୩) ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ଅଭିଯୁକ୍ତମାନେ ରଜତଙ୍କୁ ହତ୍ୟା କରିବା…

3 years ago

ବଳାତ୍କାର ଅଭିଯୋଗରେ ବନ୍ଧା ହେଲେ ଶିକ୍ଷକ

କୋକସରା,୧୩।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବଳାତ୍କାର ଅଭିଯୋଗରେ କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅଞ୍ଚଳର ଏକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କୁ ଗିରଫ କରାଯାଇଛି। ଡାକ୍ତରୀ ମାଇନା…

3 years ago

କୋଇଲା ବୋଝେଇ ଟ୍ରେନ୍‌ରେ ଲାଗିଲା ନିଆଁ

କେନ୍ଦୁଝର,୧୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଯାଜପୁର ଜିଲା ସୁକିନ୍ଦାରୁ କୋଇଲା ବୋଝେଇ କରି କେନ୍ଦୁଝର ଜିଲା ବାଂଶପାଣିକୁ ଆସୁଥିବା ଏକ ମାଲବାହୀ ଟ୍ରେନରେ ନିଆଁ ଲାଗି ଯାଇଥିଲା। ହରିଚନ୍ଦନପୁର…

3 years ago

ଟ୍ରକ୍‌କୁ ପିଟିଲା ଟ୍ରକ୍‌

କେନ୍ଦୁଝର,୧୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୪୯ନମ୍ବର ଜାତୀୟ ରାଜପଥ ପୁତୁଲିପାଣି ନିକଟରେ ଏକ ମର୍ମଦୁନ୍ତ ସଡ଼କ ଦୁର୍ଘଟଣା ଘଟିଛି। ବ୍ରେକଡାଉନ ହୋଇ ଛିଡ଼ା…

3 years ago

ଥାନାରୁ ଅଭିଯୁକ୍ତ ଫେରାର ମାମଲା: ଏଏସ୍‌ଆଇ, ଦୁଇ କନ୍‌ଷ୍ଟେବଲଙ୍କୁ ବଦଳି

ଆନନ୍ଦପୁର,୧୩।୭(ସନ୍ତୋଷ ରାଉତ): ଚୋରି ଅଭିଯୋଗରେ ଗିରଫ ହୋଇଥିବା ଅଭିଯୁକ୍ତ ଥାନାରୁ ଫେରାର ହୋଇଯିବା ଘଟଣାରେ ଆନନ୍ଦପୁର ଥାନା ଏଏସ୍‌ଆଇ ଓ ଦୁଇ କନ୍‌ଷ୍ଟେବଲଙ୍କୁ ଜିଲା ମୁଖ୍ୟାଳୟକୁ ବଦଳି…

3 years ago

ବୈତରଣୀରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ

ଆନନ୍ଦପୁର,୧୩।୭(ସନ୍ତୋଷ ରାଉତ): କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀରୁ ଗୁରୁବାର ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଉଦ୍ଧାର କରିଛି। ବ୍ୟାରେଜ ନିକଟ ଘାସ ବୁଦା ମୂଳରେ…

3 years ago

ଶିଶୁଖାଦ୍ୟ ସାମଗ୍ରୀ ଦୋକାନରେ ଭୟାଭୟ ଅଗ୍ନିକାଣ୍ଡ

ବ୍ରହ୍ମପୁର,୧୩ା୭(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡବଜାର ଛକରେ ଥିବା ବେବି ଫୁଡ଼ ଦୋକାନରେ ଗୁରୁବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ଲୋକଙ୍କଠାରୁ ଖବରପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି…

3 years ago

ବରଗଡ଼ ଜିଲା ପ୍ରଶାସନକୁ ମିିଳିଲା ‘ସ୍କଚ୍‌ ଆଓ୍ବାର୍ଡ’

ବରଗଡ଼,୧୩।୭(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଦ୍ୟାଳୟ ଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ଅନ୍ତର୍ନିହିତ ପ୍ରତିଭାର ପରିସ୍ଫୁଟନ ପାଇଁ ଏକ ଅଭିନବ କାର୍ଯ୍ୟକ୍ରମ ‘ବିଜେତା-ମେକିଂ ଚିଲଡ୍ରେନ ଏସ୍ପିରେଶନାଲ’ ଚାଲିଛି । ଜିଲାପାଳ ମୋନିଷା…

3 years ago