ଜଗତ୍ସିଂହପୁର ଅଫିସ, ୧୨।୪: ଜଗତ୍ସିଂହପୁର ସହର ନିକଟ ମଠ ତର୍ତ୍ତଙ୍ଗ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ସଞ୍ଜ ନିଆଁ ସଂସ୍ପର୍ଶରେ ଆସି ଏକ ବାଇକ୍ ସମ୍ପୂର୍ଣ୍ଣ ଜଳିଯାଇଛି।…
ଚଣ୍ଡିଖୋଲ,୧୨।୪(ଡି.ଏନ.ଏ.): ଚଣ୍ଡିଖୋଲ-ପାରାଦୀପ ୫୩ନଂ. ଜାତୀୟ ରାଜପଥ(ଏନ୍ଏଚ୍) ଏବେ ନିରାପଦ ନୁହେଁ, ଏହା ମୃତ୍ୟୁଯନ୍ତା ପାଲଟିଛି। ଏହି ରାଜପଥରେ ଦୈନିକ ଦୁର୍ଘଟଣା ଘଟି ଜୀବନ ଯାଉଥିବାବେଳେ ଅଧିକାଂଶ ଗୁରୁତର…
ବାଲେଶ୍ୱର ଅଫିସ ୧୨।୪: ବାଲେଶ୍ୱର ଜିଲା ୬୦ ନଂ. ଯାତୀୟ ରାଜପଥ ରୁପ୍ସା ଥାନା ଅନ୍ତର୍ଗତ ମିରିଗୀଗୁଣ୍ଡି ଛକ ନିକଟରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।…
ଦଶମନ୍ତପୁର,୧୨।୪(ଡି.ଏନ୍.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଡୁମୱାଗୁଡ଼ା ପଞ୍ଚାୟତ ଅଧୀନ ବଡ଼ବାଗ୍ରୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ମାଛ ଭାଗବଣ୍ଟାରେ ସାନଭାଇ ରାଜି ନ ହୋଇ…
ସୋନପୁର/ବିନିକା,୧୨।୪(ନି.ପ୍ର./ଡି.ଏନ.ଏ.): ସୁବର୍ଣ୍ଣପୁର ବନଖଣ୍ଡ ବିନିକା ରେଞ୍ଜ ବାରଡୁଙ୍ଗୁରି ସଂରକ୍ଷିତ ଜଙ୍ଗଲରେ ମଙ୍ଗଳବାର ସକାଳେ ଏକ ଦନ୍ତାହାତୀର ମୃତଦେହ ଜବତ ହୋଇଛି। ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ହାତୀର…
ପୁରୀ ଅଫିସ,୧୨।୪: ଜୁନ ୨୦ରେ ମହାପ୍ରଭୁଙ୍କ ରଥଯାତ୍ରା। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ ରଥକାଠ ମଧ୍ୟ ପର୍ଯ୍ୟାୟକ୍ରମେ ପୁରୀରେ ପହଞ୍ଚତ୍ବାରେ ଲାଗିଛି। ତେବେ ରଥଯାତ୍ରାକୁ ଶୃଙ୍ଖଳିତ…
ଭଦ୍ରକ ଅଫିସ,୧୨।୪: ଭଦ୍ରକ ଜିଲାର ଏକ କମ୍ପାନୀରେ ମଙ୍ଗଳବାର ଫର୍ନେସ ଚାର୍ଜିଂ ବେଳେ ନିଅଁା ଲାଗି ୨ ଶ୍ରମିକ ଗୁରୁତର ହୋଇଛନ୍ତି। ଏଥିପାଇଁ ଅନ୍ୟ ଶ୍ରମିକ ଓ…
ଅନ୍ୟ ପାଇଁ ଖୋଳିଥିବା ଗାତରେ ନିଜେ ପଡ଼ିଲେ। ଜମିବାଡ଼ି ବିବାଦକୁ ନେଇ ସୃଷ୍ଟ ତିକ୍ତତା ପାଇଁ ଭଣଜାକୁ ହତ୍ୟା କରିବା ଲାଗି ଯୋଜନା କରିଥିଲେ। ହେଲେ ଯେଉଁମାନଙ୍କ…
ନିଶ୍ଚିନ୍ତକୋଇଲି,୧୨।୪(ସ୍ବ.ପ୍ର): ଠିକଣା ଠିକ୍ ଥିଲେ ମଧ୍ୟ ଭୁଲ୍ ମୃତଦେହ ପରିବାର ନିକଟରେ ପହଞ୍ଚତ୍ଥିଲା। ଆତ୍ମୀୟଙ୍କ ମରଶରୀରକୁ ଚିହ୍ନି ନ ପାରି ପରିବାର ଲୋକେ ତାହାକୁ ସତ୍କାର କରିଦେଲେ।…
ଚିତ୍ରକୋଣ୍ଡା,୧୧ା୪(ଡି.ଏନ.ଏ.)-ଚିତ୍ରକୋଣ୍ଡା ପୋଲିସ ସୋମବାର ରାତିରେ କପାତୁଟି ପଞ୍ଚାୟତ ଭାଲୁଗୁଡ଼ା ଜଙ୍ଗଲରେ ଚଢ଼ାଉକରି ୭୨ ଜରି ବସ୍ତାରେ ବନ୍ଧାଯାଇ ରଖାଯାଇଥିବା ଗଞ୍ଜେଇ ଜବତ କରିଛି। ଏହାର ପରିମାଣ ୨ଟନ୍…