ଆମ ଜିଲା ଖବର

ବିପର୍ଯ୍ୟସ୍ତ କଲଭର୍ଟ କାର୍ଯ୍ୟ କରିବାକୁ ଦାବି

ନାଉଗାଁ,୧୧ା୪(ସ୍ବ.ପ୍ର.): ନାଉଗାଁ ବ୍ଲକ ଅନ୍ତର୍ଗତ କୋକିଢ଼ିହ-ତେଲସରା ରାସ୍ତାଟି ପୂର୍ତ୍ତ ବିଭାଗ ଅଧୀନରେ ରହିଛି। ଏହି ରାସ୍ତାଟି ୧୨ କି.ମି. ଦୈର୍ଘ୍ୟ ହୋଇଥିବା ବେଳେ ବର୍ତ୍ତମାନ ଏହାର ସମ୍ପ୍ରସାରଣ…

3 years ago

ଗୃହ ଥାଇ ବନ୍ଦର କ୍ୱାର୍ଟର୍ସରେ ଥାନା ଚାଲିଛି

ପାରାଦୀପ,୧୧ା୪(ସ୍ବ.ପ୍ର.): ପାରାଦୀପର ଜଟାଧାରୀ ମୁହାଣ ସାମୁଦ୍ରିକ ଥାନା ୨୦୧୮ରେ ସ୍ଥାପିତ ହୋଇଥିଲା। ପାରାଦୀପ ଆଦର୍ଶ ଥାନା ଅନ୍ତର୍ଗତ ନୂଆବଜାର ଗୋପବନ୍ଧୁ ଷ୍ଟାଡିୟମ୍‌ ପାଖ ବନ୍ଦର କ୍ୱାର୍ଟର୍ସରେ ଏହି…

3 years ago

ପ୍ରବଳ ଗ୍ରୀଷ୍ମ, ଏଯାଏ ଜଳଛତ୍ର ଖୋଲିଲାନି

ଜଗତ୍‌ସିଂହପୁର ଅଫିସ, ୧୧ା୩: ଏବେଠୁ ଅସହ୍ୟ ଗ୍ରୀଷ୍ମ। ଏ ପରିସ୍ଥିତିରେ ସାଧାରଣ ଲୋକଙ୍କଠାରୁ ବୁଲା ପ୍ରାଣୀଙ୍କ ପର୍ଯ୍ୟନ୍ତ ପ୍ରତ୍ୟେକ ଅସ୍ତବ୍ୟସ୍ତ ହେବାକୁ ଲାଗିଲେଣି। ବିଶେଷକରି ଜଗତ୍‌ସିଂହପୁର ସହରରେ…

3 years ago

୩ ଏକରରୁ ଊର୍ଦ୍ଧ୍ୱ ସରକାରୀ ଜମି ଜବରଦଖଲ

ଡେରାବିଶ,୧୧ା୪ (ସ୍ବ.ପ୍ର.): ଡେରାବିଶ ତହସିଲ ଅଧୀନ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମରେ ସର୍ବସାଧାରଣଙ୍କ ପାଇଁ ଉଦ୍ଧିଷ୍ଟ ଥିବା ଗୋଚର, ଅନାବାଦୀ, ଜଙ୍ଗଲ କିସମ ଜମିକୁ ଜଣେ ବ୍ୟକ୍ତି…

3 years ago

୧୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ବିଇଓ

ଢେଙ୍କାନାଳ ଅଫିସ,୧୧।୪: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ(ବିଇଓ) ଶାନ୍ତନୁ କୁମାର ମଲିକ ମଙ୍ଗଳବାର ୧୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ…

3 years ago

ନୂତନ ୮୨୦୦ ଇଭିଏମ୍‌ର ଯାଞ୍ଚ ଆରମ୍ଭ

ପୁରୀ ଅଫିସ, ୧୧।୪: ଆଗାମୀ ୨୦୨୪ ମସିହାରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ହାଇଦ୍ରାବାଦସ୍ଥିତ ଇସିଆଇଏଲ୍‌ କମ୍ପାନୀରୁ ୮୨୦୦ଟି ନୂତନ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌)…

3 years ago

ଭବାନୀ ନିଆଲ ବିଜେଡିରୁ ବହିଷ୍କୃତ

ଭୁବନେଶ୍ୱର(ବ୍ୟୁରୋ)/ ଭବାନୀପାଟଣା, ୧୧।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ବିଜେଡିର ବରିଷ୍ଠ ନେତା ତଥା ରାଜ୍ୟ ପରିଷଦ ସଦସ୍ୟ ଭବାନୀ ଶଙ୍କର ନିଆଲଙ୍କୁ ସୋମବାର ବିଜେଡିରୁ ବହିଷ୍କୃତ କରାଯାଇଛି। ଦଳ…

3 years ago

ରାମଚଣ୍ଡୀଙ୍କ ଝାମୁ ଯାତ୍ରା ମେଳା ପାଇଁ ପ୍ରସ୍ତୁତି

ମହାକାଳପଡ଼ା,୧୧ା୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାର ପ୍ରମୁଖ ଶକ୍ତି ପୀଠ ଦରିଆ ପାରି ମା’ରାମଚଣ୍ଡୀଙ୍କ ମହାବିଷୁବ ସଂକ୍ରାନ୍ତି ତଥା ଝାମୁ ଯାତ୍ରା ଶୁକ୍ରବାର ଅନୁଷ୍ଠିତ ହେବ। ଏହି ଅବସରରେ ମା’ଙ୍କ…

3 years ago

ଲୁଣା ତଟବନ୍ଧରେ ପଥର ପ୍ୟାକିଂ ଖସୁଛି

କେନ୍ଦ୍ରାପଡ଼ା ଅଫିସ, ୧୧ା୪: ଗତ ସପ୍ତାହରେ ଜଳସମ୍ପଦ ବିଭାଗ ପକ୍ଷରୁ କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀବନ୍ଧର ସର୍ବେକ୍ଷଣ ହୋଇଛି । ବିଭାଗୀୟ ଉଚ୍ଚ ପଦାଧିକାରୀଙ୍କ ସହିତ ଜିଲାସ୍ତରୀୟ…

3 years ago

ଆଜି ବିଶ୍ୱ ଛେନାପୋଡ଼ ଦିବସ

ନୟାଗଡ଼ ଅଫିସ, ୧୧ା୪: ଏପ୍ରିଲ ୧୧ ଅର୍ଥାତ୍‌ ମଙ୍ଗଳବାରକୁ ବିଶ୍ୱ ଛେନାପୋଡ଼ ଦିବସ ଭାବେ ପାଳନ କରାଯାଉଛି। ଛେନାପୋଡ଼କୁ ଜିଆଇ ଟ୍ୟାଗ୍‌ ମାନ୍ୟତା ଦେବା ପାଇଁ ନୟାଗଡ଼…

3 years ago