ଆମ ଜିଲା ଖବର

ଟାଟା ପ୍ରକଳ୍ପ ପାଚେରୀ ନିର୍ମାଣକୁ ବିରୋଧ: ୨୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଟେକିନେଲା ପୋଲିସ

ଛତ୍ରପୁର,୧୫।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ କାଳିପଲି ନିକଟରେ ଟାଟା କମ୍ପାନୀର ପ୍ରକଳ୍ପ ପକ୍ଷରୁ ପାଚେରୀ ନିର୍ମାଣ କାମ ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି। ପୋଲିସ ଫୋର୍ସ…

3 years ago

ପ୍ରେମ ଦିବସରେ ଘରୁ ଚାଲି ଆସିଥିଲେ ପ୍ରେମୀଯୁଗଳ, ମିଳିଲା ଝୁଲନ୍ତା ମୃତଦେହ

ପାପଡାହାଣ୍ଡି,୧୫।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ମଇଦଲପୁର ଥାନା ଅନ୍ତର୍ଗତ ଆମପାଣି ଘାଟିର ଖଡ଼କା ଜଙ୍ଗଲରେ ବୁଧବାର ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଛି। ଉଭୟ ଏକ ମହୁଲ ଗଛରେ…

3 years ago

୨୦ ଘଣ୍ଟା ପରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଚିତ୍ରକୋଣ୍ଡା,୧୫।୨(ଡି.ଏନ.ଏ.): ବାଲିମେଳା ଜଳଭଣ୍ଡାରରୁ ୨୦ ଘଣ୍ଟା ବ୍ୟବଧାନ ପରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସୂଚନାନୁଯାୟୀ,ମଙ୍ଗଳବାର ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଚିତ୍ରକୋଣ୍ଡା ବାଲିମେଳା…

3 years ago

ଜିଲାପାଳଙ୍କ ଅଫିସ ଘେରାଉ କଲା ଭାଜପା

ଛତ୍ରପୁର,୧୫।୨(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ଗଞ୍ଜାମ ଜିଲା ଓ ଘୁମୁସର ଜିଲା ଭାଜପା ପକ୍ଷରୁ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ରାଜ୍ୟରେ ଦୁର୍ନୀତି ଓ…

3 years ago

ନଦୀରେ ଭାସିଯାଇ ଜଣେ ବ୍ୟକ୍ତି ନିଖୋଜ

ଚିତ୍ରକୋଣ୍ଡା,୧୫।୨(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନର୍ଗତ ଚିତ୍ରକୋଣ୍ଡା ବାଲିମେଳା ଜଳଭଣ୍ଡାରରେ ମାଛ ଧରିବାକୁ ଯାଇ ଜଣେ ନିଖୋଜ। ସେ ହେଲେ ସ୍ପିଲବାଇ ଗ୍ରାମର ଘାସି ଖିଲ(୬୦)।…

3 years ago

ଟୋଲ୍‌ଗେଟ ହଟାଇବାକୁ ଦାବିକଲା ଭାଜପା

ଅମରପାଲି,୧୫।୨(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ନିର୍ବାଚନ ମଣ୍ଡଳୀ ଅଧୀନ ବୀରମହାରାଜପୁର, ଉଲୁଣ୍ଡା ଓ ବିନିକା ବ୍ଲକର ବିଭିନ୍ନ ସ୍ଥାନରେ ଥିବା ଟୋଲଗେଟ ହଟାଇବା ଦାବି କରିଛି ଭାଜପା।…

3 years ago

ନାରୀ ଶିକ୍ଷିତା ହେଲେ ଦୁର୍ନୀତି ହଟିବ

ସୋନପୁର,୧୫।୧୧(ନି.ପ୍ର.): ସୋନପୁର ବ୍ଲକ ନାରାୟଣପୁର ଗ୍ରାମ୍ୟ ପାଠାଗାର ପରିସରରେ ନାରୀ ଶିକ୍ଷାକୁ ନେଇ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ପାଠାଗାର ପକ୍ଷରୁ ଆୟୋଜିତ ଏହି ଆଲୋଚନାଚକ୍ରରେ କବୟିତ୍ରୀ…

3 years ago

ରେଳ ଡିଭିଜନ କାର୍ଯ୍ୟ ପାଇଁ ହଟିବ ବସ୍ତି

ରାୟଗଡ଼ା,୧୫।୨(ସ୍ବ.ପ୍ର.): ରାୟଗଡ଼ା ରେଳ ଡିଭିଜନର ଉନ୍ନତିକରଣ ଏବଂ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ପାଇଁ ରେଳ ବିଭାଗ ଜମିରେ ଗଢ଼ି ଉଠିଥିବା ବସ୍ତିର ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି।…

3 years ago

ବିବାଦ ଯୋଗୁ ଲାଗିପାରୁନି ନୂତନ ସିସି କ୍ୟାମେରା

ରାୟଗଡ଼ା,୧୫।୨(ସ୍ବ.ପ୍ର.): ରାୟଗଡ଼ା ଜିଲା ସଦର ମହକୁମାରେ ଚୋରି, ଲୁଟ ଏବଂ ଡକାୟତି ବଢୁଛି। ଏହାକୁ ନିୟନ୍ତ୍ରଣ କରିବା ଏବଂ ଲୋକଙ୍କୁ ସୁରକ୍ଷା ଯୋଗାଇବା ଏବେ ପୋଲିସ ପାଇଁ…

3 years ago

ଆଦିବାସୀ ମାନ୍ୟତା ଦାବିନେଇ ଦୋରା ସମ୍ପ୍ରଦାୟର ଶୋଭାଯାତ୍ରା

ପଟ୍ଟାଙ୍ଗି,୧୫।୨(ଡି.ଏନ.ଏ): କୋରାପୁଟ ଜିଲାର ଦୋରା ସମ୍ପ୍ରଦାୟ ଆଦିବାସୀ ମାନ୍ୟତା ଦାବି ଉଠାଇ ପୁଣି ଆନ୍ଦୋଳନ ଆରମ୍ଭ କରିଛନ୍ତି। ଏନେଇ ମଙ୍ଗଳବର ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଜିଲାର…

3 years ago