ଆମ ଜିଲା ଖବର

୧୫ ଲୁହାପଥର ବୋଝେଇ ଗାଡ଼ି ଅଟକ

ଆନନ୍ଦପୁର,୭।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନାରେ ୧୫ ଲୁହାପଥର ବୋଝେଇ ଟ୍ରକ୍‌ ଓ ୪ ବାଲି ବୋଝେଇ ହାଇଓ୍ବା ଅଟକ ରହିଛି। ଓଭରଲୋଡିଂ କାରଣରୁ ବାଲି ବୋଝେଇ…

3 years ago

୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ହେବ ସ୍ବାସ୍ଥ୍ୟ ଉପକେନ୍ଦ୍ର

ବରଗଡ଼ ଅଫିସ, ୭।୪: ବରଗଡ଼ ବ୍ଲକ ତୋରା ଗ୍ରାମରେ ୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନୂତନ ସ୍ବାସ୍ଥ୍ୟ ଉପକେନ୍ଦ୍ର ନିର୍ମାଣ ହେବ। ଏ ନେଇ ବରଗଡ଼…

3 years ago

ମୁମ୍ବାଇ ଜଗନ୍ନାଥ ମନ୍ଦିର ସଭାପତିଙ୍କ ପରଲୋକ

ହିଞ୍ଜିଳିକାଟୁ,୭।୪(ଡି.ଏନ୍‌.ଏ.): ମୁମ୍ବାଇ ସାକିନାକାସ୍ଥିତ ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠାତା ତଥା ହିଞ୍ଜିଳିର ଜଣେ ଜଣାଶୁଣା ବ୍ୟକ୍ତି ରମେଶ ମୁନିଙ୍କ ଶୁକ୍ରବାର ପରଲୋକ ହୋଇଛି। ହିଞ୍ଜିଳି ଦେଉଳ ବନ୍ଧରେ ବୁଡ଼ି…

3 years ago

ନିର୍ମାଣ ସରୁନି, ବାରଣ୍ଡାରେ ଶିଶୁଙ୍କ ପ୍ରିକ୍ଲାସ

ଦେଓଗାଁ, ୭ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ଉପରଝର ଅଙ୍ଗନୱାଡି ‘କ’ କେନ୍ଦ୍ର ନାନା ଅବ୍ୟବସ୍ଥାରେ ଚାଲିଛି। କେନ୍ଦ୍ରର ନିଜସ୍ବ କୋଠାନାହିଁ। ଫଳରେ ପିଲାଙ୍କ ପ୍ରିକ୍ଲାସ…

3 years ago

ଢେଙ୍କାନାଳ ପ୍ରସିଦ୍ଧ ବରାର ମଜା ନେଲେ ସହରବାସୀ

ଢେଙ୍କାନାଳ ଅଫିସ,୭ା୪: ଢେଙ୍କାନାଳ ବରା ସମଗ୍ର ରାଜ୍ୟରେ ପ୍ରସିଦ୍ଧ। ସ୍ବାଧୀନତା ପୂର୍ବରୁ ଢେଙ୍କାନାଳ ପ୍ରସିଦ୍ଧ ବରା ଆଜି ପର୍ଯ୍ୟନ୍ତ  ସମଗ୍ର ରାଜ୍ୟରେ ନିଜର ସ୍ବତନ୍ତ୍ର ସ୍ଥାନ ବଜାୟ…

3 years ago

ଗାଁ ସଫା କଲେ ବିଡିଓ

ଦାରିଙ୍ଗବାଡ଼ି,୭ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଗ୍ରାମରେ ଶୁକ୍ରବାର ଗାଁକୁ ସଫେଇ କରାଯାଇଛି। ଏଥିରେ ମୁଖ୍ୟ ଆକର୍ଷଣ ଥିଲେ ଦାରିଙ୍ଗବାଡି ବିଡିଓ ଗଦାଧର ପାତ୍ର। ଉକ୍ତ…

3 years ago

ଜାଲ୍‌ ସାର୍ଟିଫିକେଟ୍‌ ମାମଲା: ରିଲାଏନ୍ସ କୋଚିଂରେ ତନାଘନା

ବଲାଙ୍ଗୀର ଅଫିସ,୭ା୪: ଜାଲ୍‌ ସାର୍ଟିଫିକେଟ୍‌ ମାମଲାର ତଦନ୍ତ କାର୍ଯ୍ୟକୁ ନିରୀକ୍ଷଣ କରିବା ପାଇଁ ବୁଧବାରଠାରୁ ବଲାଙ୍ଗୀରରେ କ୍ରାଇମ୍‌ବ୍ରାଞ୍ଚ ଆଇଜି ଅମିତେନ୍ଦ୍ର ନାଥ ସିହ୍ନା କ୍ୟାମ୍ପ କରି ରହିଛନ୍ତି।…

3 years ago

୧୬୦ କି.ମି.ଚାଲିକି ଗାଁକୁ ଆସିଲେ ଦାଦନ ଶ୍ରମିକ

ଭବାନୀପାଟଣା,୭।୪(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ଥମୁନି ଦାଦନ ଦୁଃଖ। ଜିଲାରେ ପୁଣି ଏକ ଅଭାବନୀୟ ଦୃଶ୍ୟ ସାମନାକୁ ଆସିଛି। କଳାହାଣ୍ଡି ଜିଲାରୁ ସୁଦୂର ବାଙ୍ଗାଲୁରକୁ ଦାଦନ ଖଟିବାକୁ ଯାଇ…

3 years ago

ଟ୍ରଫି, ମାନପତ୍ର ନେଇଯାଅ, କାମ ଦିଅ

ବଲାଙ୍ଗୀର ଅଫିସ/ଖପ୍ରାଖୋଲ,୭ା୪ (ଡି.ଏନ୍‌.ଏ.): କୋଭିଡ ମହାମାରୀ ସମୟରେ ନିଜର ସାହସ ଏବଂ ଉପସ୍ଥିତ ବୁଦ୍ଧି ଯୋଗୁଁ ରାଜ୍ୟ ବାହାରେ ଥିବା ପ୍ରାୟ ୬ହଜାର ଦାଦନ ଶ୍ରମିକଙ୍କୁ ଉଦ୍ଧାର…

3 years ago

ବଡ ଭାଇଙ୍କ ଆକ୍ରମଣରେ ସାନ ଭାଇଙ୍କ ମୃତ୍ୟୁ

ପାଇକମାଳ,୭।୪(ଡି.ଏନ.ଏ.):ବରଗଡ ଜିଲା ପାଇକମାଳ ବ୍ଲକ ଡୁଙ୍ଗୁରିପାଲି ଗ୍ରାମରେ ବଡ ଭାଇଙ୍କ ଆକ୍ରମଣରେ ସାନ ଭାଇଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ହେଲେ ମନୋଜ ସୁନା (୨୫)। ଗୁରୁବାର…

3 years ago