ଆମ ଜିଲା ଖବର

ଜିଲା ମତ୍ସ୍ୟ ଅଧିକାରୀଙ୍କ ଜାଲ୍‌ ଦସ୍ତଖତ କରି ୧୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ କରିଥିଲେ କିରାଣି, ବାନ୍ଧିଲା ପୋଲିସ

ଦେବଗଡ଼,୭ା୮(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ମତ୍ସ୍ୟ ବିଭାଗରେ କାର୍ଯ୍ୟରତ ଜଣେ ବରିଷ୍ଠ କିରାଣି ଜିଲା ମତ୍ସ୍ୟ ଅଧିକାରୀଙ୍କ ଦସ୍ତଖତ ଜାଲିଆତି କରି ମୋଟ୍‌ ୧୩…

3 years ago

କେନାଲ ବନ୍ଧରେ ୨୦ ଫୁଟର ଘାଇ

ବାଳକାଟୀ,୭।୮(ମନୋଜ ମଣ୍ଡଳ): ଭୁବନପୁର ଜଳସମ୍ପଦ କାର୍ଯ୍ୟାଳୟ ଅଧୀନ ବାଳକାଟୀସ୍ଥିତ ସାଇଫୋନ ନିକଟରେ କେନାଲ ବନ୍ଧ ଭାଙ୍ଗି ପ୍ରାୟ ୨୦ ଫୁଟର ଘାଇ ସୃଷ୍ଟି ହୋଇଛି। ଶନିବାର ବିଳମ୍ବିତ…

3 years ago

ଜନଜାତି ଛାତ୍ରୀଛାତ୍ରଙ୍କଠାରୁ ନାମ ଲେଖା ଫି’ ଆଦାୟ

ମହାକାଳପଡ଼ା,୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ସଭିଏଁ ପଢ଼ିବେ ସଭିଏଁ ବଢ଼ିବେ ସର୍ବଶିକ୍ଷା ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଶିକ୍ଷାର ସୁଦୂର ପ୍ରଚାର ପ୍ରସାର…

3 years ago

୨୨ କୋଟିର ରାସ୍ତାରୁ ପିଚୁ ଉଠିଗଲା

କେନ୍ଦ୍ରାପଡ଼ା,୭ା୮(ଜଗନ୍ନାଥ ଧଳ): ସରକାର ରାସ୍ତାର ଉନ୍ନତି ପାଇଁ କୋଟି କୋଟି ଟଙ୍କା ଆର୍ଥତ୍କ ଅନୁଦାନ ଯୋଗାଇ ଦେଉଛନ୍ତି। ହେଲେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଠିକାଦାର ପ୍ରୀତି ଯୋଗୁ ବିକାଶରେ…

3 years ago

ବନ୍ୟାରେ ଜିଲା କୃଷି ଅର୍ଥନୀତି ବିପନ୍ନ

କେନ୍ଦ୍ରାପଡ଼ା,୭ା୮(ଜଗନ୍ନାଥ ଧଳ): ଚଳିତ ବନ୍ୟା କେନ୍ଦ୍ରାପଡ଼ା ଜିଲାର କୃଷି ଅର୍ଥନୀତିକୁ ବିପନ୍ନ କରିଛି। ଜିଲାର ୫ ବ୍ଲକ ଅଞ୍ଚଳର ୪୭ ପଞ୍ଚାୟତରେ ବନ୍ୟା ଜଳ ଜମି ରହି…

3 years ago

ପାଣିରେ ବୁଡ଼ିଲା ୬୪ କୋଟି ଟଙ୍କାର ପ୍ରକଳ୍ପ

ଯାଜପୁର,୭ା୮(ହର୍ଷବର୍ଦ୍ଧନ ବେହେରା): ପୌରାଣିକ କିମ୍ବଦନ୍ତୀ ବହନ କରୁଥିବା ବ୍ୟାସସରୋବରର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ପ୍ରାୟ ଦେଢ ବର୍ଷ ହେବ ଆରମ୍ଭ ହୋଇଛି। ଏହି କାର୍ଯ୍ୟ ପାଇଁ…

3 years ago

‘ଜିଲାର ସମସ୍ତ କଲେଜ ୫-ଟିରେ ସାମିଲ’

ବଲାଙ୍ଗୀର,୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲାର ସମସ୍ତ ଯୁକ୍ତ ୨ ଓ ଯୁକ୍ତ ୩ କଲେଜକୁ ୫-ଟି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସାମିଲ କରିଛନ୍ତି। ରବିବାର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ…

3 years ago

ଫିରିଙ୍ଗିଆ ଥାନା ପୋଡ଼ି ଘଟଣା, ୧୯ ଗିରଫ

ଫୁଲବାଣୀ (ରାକେଶ କୁମାର ରାଉତ)/ଫିରିଙ୍ଗିଆ(ବିକ୍ରମ ଦିଗାଲ),୭ା୮: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ପୋଲିସ ଗଞ୍ଜେଇ ଚାଲାଣରେ ସମ୍ପୃକ୍ତ ଥିବା ଅଭିଯୋଗ କରି ଉତ୍ତ୍ୟକ୍ତ ଲୋକେ ଶନିବାର ଲଙ୍କାକାଣ୍ଡ…

3 years ago

ଛତୁ ଖାଇ ୨ ଗୁରୁତର

ଝରିଗାଁ,୬।୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡା ଗ୍ରାମରେ ବିଷାକ୍ତ ଛତୁ ଖାଇ ୨ଜଣ ଗୁରୁତର ହୋଇଥିବା ଜଣାପଡିଛି। ଗବାଗୁଡା…

3 years ago

ସୀମାନ୍ତରୁ ଦୁଇ ଆଇଇଡି ବୋମା ଜବତ

ମାଲକାନଗିରି,୬ା୮(ଦୁର୍ଯୋଧନ ପତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ବିଜାପୁର ଜିଲାରେ ସର୍ଚ୍ଚ ଅପରେଶନ ବେଳେ ଯବାନମାନେ ରବିବାର ଦୁଇଟି ଆଇଇଡି ବୋମା ଜବତ କରିଛନ୍ତି। ବିଜାପୁର ଜିଲା…

3 years ago