ଆମ ଜିଲା ଖବର

ଉଦ୍ଧାର ହରିଣର ମୃତ୍ୟୁ

ବାରିପଦା ଅଫିସ,୨।୪: ଶିମିଳିପାଳ ଅଭୟାରଣ୍ୟରୁ ବାଟବଣା ହୋଇଥିବା ଏକ ହରିଣକୁ ବନ ବିଭାଗ ଉଦ୍ଧାର କରିବା ପରେ ଚିକିତ୍ସାଧୀନ ଅବସ୍ଥାରେ ତା’ର ମୃତ୍ୟୁ ଘଟିଛି। ବନ ବିଭାଗ…

3 years ago

ଲକ୍ଷାଧିକ ଟଙ୍କାର ଚୋରା କାଠ ସହ ଗାଡ଼ି ଜବତ

ପାଟଣା,୨ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ତଣ୍ଡ ବିଟ୍‌ ଅନ୍ତର୍ଗତ ତଣ୍ଡରୁ ଚିନାମାଳି ପଶି ଆସୁଥିବା ଏକ ଚୋରା ଶାଳ ଚୌକାଠ ବୋଝେଇ ଗାଡ଼ିକୁ…

3 years ago

ପାଣି କୁଣ୍ଡରେ ପଡ଼ି ଶିଶୁକନ୍ୟାର ଜୀବନ ଗଲା

ଫୁଲବାଣୀ ଅଫିସ,୨ା୪: ଫୁଲବାଣୀ ସଦର ଥାନା ଅଞ୍ଚଳରେ ରବିବାର ଏକ ଦୁଃଖଦ ଘଟଣା ଘଟିଛି। ପାଣି କୁଣ୍ଡରେ ବୁଡ଼ିଯାଇ ଏକ ଦେଢ଼ ବର୍ଷର ଶିଶୁକନ୍ୟାର ମୃତ୍ୟୁ ହୋଇଛି।…

3 years ago

ସାଙ୍ଗଙ୍କ ଯୌନାଙ୍ଗ କାଟି ସାଙ୍ଗ ଫେରାର

କେନ୍ଦ୍ରାପଡ଼ା ଅଫିସ,୨ା୪: କେନ୍ଦ୍ରାପଡ଼ା ଜିଲା ରାଜନଗର ପେଣ୍ଠ ବେଳାଭୂମିରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସାଙ୍ଗଙ୍କ ଯୌନାଙ୍ଗ କାଟି ସାଙ୍ଗ ଫେରାର ହୋଇଯାଇଥିବା ବେଳେ ରକ୍ତାକ୍ତ…

3 years ago

କ୍ରିକେଟ ଖେଳରେ ଛୁରାମାଡ଼, ଯୁବକଙ୍କ ଜୀବନଗଲା

ଚୌଦ୍ୱାର,୨ା୪(ଡି.ଏନ୍‌.ଏ.): ଝିମିଟି ଖେଳରୁ ମହାଭାରତ ପରି କ୍ରିକେଟ ଖେଳରୁ ଛୁରାମାଡ଼ ଓ ବ୍ୟାଟ୍‌ରେ ଆକ୍ରମଣ କରିବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଘଟଣା ଦେଖିବାକୁ ମିଳିଛି…

3 years ago

ଅଜଣା ଜନ୍ତୁ ଆକ୍ରମଣରେ ୨୮ ମେଣ୍ଢା ମୃତ, ୪ ଗୁରୁତର

ମହାକାଳପଡ଼ା,୨ା୪(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତ କଳାଗଡ଼ ଗ୍ରାମର ମହନୀ ଦାସ ଜଣେ ଗରିବ ମେଷ ପାଳକ ମେଷ ପାଳନ କରି ନିଜ…

3 years ago

ଖେଳୁଥିବା ବେଳେ ୩୦ ଫୁଟ ଗଭୀରକୁ ଖସିପଡ଼ିଲେ ଶିଶୁ, ଉଦ୍ଧାର କଲେ ଅଗ୍ନିଶମ ବାହିନୀ କର୍ମଚାରୀ

ଢେଙ୍କାନାଳ ଅଫିସ,୨ା୪: ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ପାଣ୍ଡି ଅନ୍ତର୍ଗତ ବଳଦିଆବନ୍ଧ ଗ୍ରାମର ଅଗ୍ନି ପ୍ରସାଦ ଲାଲାଙ୍କ ପୁଅ ଆମ୍ବାକା ପ୍ରସାଦ (୩) ଖେଳୁଥିବା ବେଳେ ନିକଟସ୍ଥ…

3 years ago

୧୦ଦିନରେ ଭାଙ୍ଗିଗଲା ମିନି ଷ୍ଟାଡିୟମ ଗ୍ୟାଲେରି

କଟକ ଅଫିସ୍‌/ବାଙ୍କୀ(ସ୍ବ.ପ୍ର.),୨।୪:  କଟକ ଜିଲା ବାଙ୍କୀ ଉପଖଣ୍ଡସ୍ଥିତ ବାଙ୍କୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଗତ କିଛି ଦିନ ତଳେ ଉଦ୍‌ଘାଟିତ ହୋଇଥିବା ମିନି ଷ୍ଟାଡିୟମ ଗ୍ୟାଲେରି ଶନିବାର ସକାଳେ…

3 years ago

ସୀମାରାଣୀ-ଅଞ୍ଜଳି ମୁହାଁମୁହିଁ

ଢେଙ୍କାନାଳ ଅଫିସ, ୨।୪: ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ଲାଗି ଭୋଟ ଗ୍ରହଣ ଆସନ୍ତା ୩ ତାରିଖରେ ହେବ। ଏଥିପୂର୍ବରୁ ଶନିବାର ଅପରାହ୍ନ ୫ଟାରେ ପ୍ରଚାର…

3 years ago

ଶେଷ ଦିନରେ କମ୍ପିଲା ପ୍ରଚାର ମଇଦାନ

ଢେଙ୍କାନାଳ ଅଫିସ, ୨।୪: ଢେଙ୍କାନାଳ ଜିଲାର ହିନ୍ଦୋଳ ଏନ୍‌ଏସି ନିର୍ବାଚନକୁ ମଝିରେ ମାତ୍ର ଦିନଟିଏ ବାକି। ଏଥିଲାଗି ଅବଗଣନା ଆରମ୍ଭ ହୋଇସାରିଥିବାବେଳେ ଶନିବାର ପ୍ରଚାର ସରିଛି। ଶେଷ…

3 years ago