ନାଉଗାଁ,୨।୪(ସ୍ବ.ପ୍ର.): ନାଉଗାଁରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମିଶି ସମୁଦାୟ ୭୯ଟି ରହିଛି। ଏସବୁ ବିଦ୍ୟାଳୟ ଓ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ମଧ୍ୟରେ ସମନ୍ବୟ ରକ୍ଷା…
ଯାଜପୁର ଅଫିସ,୨।୪: ଆଦର୍ଶ ଗ୍ରାମ ଯୋଜନା ସାଧାରଣ ଲୋକଙ୍କୁ ସମ୍ମାନ ଓ ସ୍ବାଭିମାନର ସହ ଜୀବନ ନିର୍ବାହର ଏକ ସର୍ବୋତ୍ତମ ଯୋଜନା। କେବଳ ସରକାରୀ ବିଭାଗ ବା ଦାୟିତ୍ୱ…
ରସୁଲପୁର,୨।୪(ଡି.ଏନ.ଏ.): କୁଆଖିଆ ଥାନା ରାହାମ୍ବା ପଞ୍ଚାୟତ ଢିଅସାହିର ବିକାଶ ଲେଙ୍କା ହତ୍ୟା ମାମଲାରେ ସାମିଲ ଗୋଟିଏ ପରିବାରର ବାପା ଓ ୨ପୁଅଙ୍କୁ ପୋଲିସ ଗିରଫ କରି ଶନିବାର…
ପଟ୍ଟାମୁଣ୍ଡାଇ,୨।୪ (ସ୍ବ.ପ୍ର.): ବିଷାକ୍ତ ଛତୁ ଖାଇ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଗଙ୍ଗାରାମପୁର ପଞ୍ଚାୟତ କଇଁକୁଳା ଗ୍ରାମର ୪ ପରିବାରର ୯ ଜଣ ଅସୁସ୍ଥ ହୋଇଛନ୍ତି। ସେମାନେ…
କେନ୍ଦ୍ରାପଡ଼ା ଅଫିସ, ୨।୪: ଗତ ଡିସେମ୍ବରରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣା ନଦୀର ଜଳସ୍ତର କମିବାରେ ଲାଗିଛି ା ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳର ପିଇବା…
ମାଲକାନଗିରି,୨।୪(ଡି.ଏନ.ଏ.): ମାଓବାଦୀ କ୍ରମାଗତ ଭାବେ ଛତିଶଗଡ଼ ରାଜ୍ୟରେ ହିଂସା ଘଟାଇ ଚାଲିଛନ୍ତି। ନିକଟରେ ସେମାନେ ରାସ୍ତା କାର୍ଯ୍ୟରେ ନିୟୋଜିତ ଠିକାଦାରଙ୍କ ୧୦ଟି ଗାଡି ପୋଡ଼ିଦେଇଥିଲେ। ଶୁକ୍ରବାର ଏକ…
ସାଲେପୁର,୨।୪(ଡି. ଏନ.ଏ.): ଓଡ଼ିଶା ଦିବସ ଅବସରରେ ୫-ଟି ସଚିବ ଭି.କେ.ପାଣ୍ଡିଆନ ଶନିବାର କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ସତ୍ୟଭାମାପୁରରେ ପହଞ୍ଚତ୍ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ…
ବଲାଙ୍ଗୀର ଅଫିସ୍/ ଭୁବନେଶ୍ୱର,୨।୪(ବ୍ୟୁରୋ): ବଲାଙ୍ଗୀର ଡାକମଣ୍ଡଳରେ ଚାକିରି ପାଇଁ ଜାଲ୍୍ ସାର୍ଟିଫିକେଟ୍ କାରବାର ଘଟଣା ଧରାପଡ଼ିବା ପରେ ରାଜ୍ୟବ୍ୟାପୀ ହଇଚଇ ସୃଷ୍ଟି ହୋଇଥିଲା। ବିଧାନସଭାରେ ବିରୋଧୀ ଏହି…
ମାଥିଲି,୨।୪(ଡି.ଏନ.ଏ.): ମାଲକାନଗିରି ଜିଲାରେ ଏପରି ଜଣେ ଯୁବକ ଅଛନ୍ତି ଯିଏ ଜନ୍ମ ହେବାଠାରୁ ଏ ପର୍ଯ୍ୟନ୍ତ ଭାତ ଖାଇନାହାନ୍ତି। କେବଳ ଚୁଡ଼ା ମୁଢ଼ି ଖାଇ ବଞ୍ଚତ୍ଛନ୍ତି। ସେ ହେଲେ…
ପଟ୍ଟାଙ୍ଗୀ,୨।୪(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କୋଟିଆ ପଞ୍ଚାୟତର ଫାଟୁସିନେରି ଗ୍ରାମକୁ ଶନିବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗସ୍ତ କରିଛନ୍ତି। ଏହି ସମୟରେ ସେଠାରେ ଉପସ୍ଥିତ…