ଆମ ଜିଲା ଖବର

ଭୁଶୁଡି ପଡ଼ିଲା ବ୍ୟାଙ୍କ ଛାତ

ସମ୍ବଲପୁର,୩୦ା୭( ଶୁଭାଶିଷ ପାଢ଼ୀ): ସମ୍ବଲପୁର କୁଞ୍ଜେଲପଡ଼ାରେ ବହୁବର୍ଷ ଧରି ଚାଲିଥିବା ସମ୍ବଲପୁର ଜିଲା କେନ୍ଦ୍ର ସମବାୟ ବ୍ୟାଙ୍କର ସିଟି ଶାଖା କୋଠା ଛାତ ରବିବାର ଭୁଶୁଡ଼ି ପଡିଛି।…

3 years ago

ମାଟିତଳୁ ମିଳିଲା ଯୁବତୀଙ୍କ ମୃତଦେହ: ହତ୍ୟା ସନ୍ଦେହ

ହିଞ୍ଜିଳିକାଟୁ,୩୦ା୭(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା କୁକୁଡାଖଣ୍ଡି ତହସିଲ ଅଧୀନ ବୋରିଗାଁ ପଞ୍ଚାୟତର ମହୁଲପଲ୍ଲୀରେ ମାଟିତଳୁ ଜଣେ ଯୁବତୀଙ୍କ ଅର୍ଦ୍ଧ ଉଲଗ୍ନ ମୃତଦେହକୁ ପୋଲିସ…

3 years ago

ଜୀବନ ହାରିଲେ ଯବାନ

ବୁଗୁଡ଼ା,୩୦ା୭(କାଳି ଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ଦଶୀପୁର ଗ୍ରାମରେ ଜନୈକ ଜବାନଙ୍କ ଝୁଲନ୍ତା ମୃତଦେହକୁ ରବିବାର ବାଲିପଦର ପୋଲିସ ଜବତ…

3 years ago

ଦିବ୍ୟାଙ୍ଗ ଝିଅକୁ ଅସଦାଚରଣ: ଅଭିଯୁକ୍ତଙ୍କୁ ପିଟି ପିଟି ମାରିଦେଲେ ଦୁଇ ଭାଇ

ରାଇକିଆ,୩୦ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ମାଣିକେଶ୍ୱର ପଞ୍ଚାୟତ ସିକବାଡି ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ଦିବ୍ୟାଙ୍ଗ ଝିଅକୁ ଅସଦାଚରଣ କରିଥିବା ଜଣେ ଅଣଓଡ଼ିଆ ଯୁବକଙ୍କୁ…

3 years ago

କାଉଡ଼ିଆଙ୍କୁ ନେଇ ଯାଉଥିବା ଗାଡ଼ି ଓଲଟିଲା

ଆନନ୍ଦପୁର,୩୦ା୭(ସନ୍ତୋଷ ରାଉତ): କେନ୍ଦୁଝର ଜିଲା ଆନନ୍ଦପୁର ୨୦ ନମ୍ବର ଜାତୀୟ ରାଜପଥର ଶୈଲଙ୍ଗ- ଗୋହିରା ମଧ୍ୟରେ କାଉଡ଼ିଆଙ୍କୁ ନେଇ ଯାଉଥିବା ଏକ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ…

3 years ago

ଟ୍ରେନ୍‌ ଦୁର୍ଘଟଣାରେ ଚାଲିଗଲା ଆହତ ହାତୀର ଜୀବନ

କେନ୍ଦୁଝର, ୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନ ଅଧୀନ ବ୍ରାହ୍ମଣୀପାଳ ରେଞ୍ଜ ଶଗଡ଼ପଟା-ଟାଙ୍ଗିରିଆପାଳ ଷ୍ଟେଶନ ପାଖ ବାଲିଦାଣ୍ଡ ସାହି ନିକଟରେ ଟ୍ରେନ୍‌ ଦୁର୍ଘଟଣାରେ…

3 years ago

ଲଘୁଚାପ ବର୍ଷାରେ ଚାଷଜମି ଜଳାର୍ଣ୍ଣବ

ଭେଡ଼େନ,୩୦।୭(ସୁଦନ ମହାକୁର): ଉତ୍ତର ଓଡ଼ିଶା ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଏହି କ୍ରମରେ ବରଗଡ଼ ଜିଲା ଭେଡ଼େନ ଅଞ୍ଚଳରେ…

3 years ago

ନାବାଳକଙ୍କୁ ବଳି ସନ୍ଦେହ ମାମଲା: ମଙ୍ଗଳା କୋଠି ପୂଜାରିଣୀଙ୍କ ସହ ୩ ଗିରଫ

ଅନୁଗୋଳ,୩୦ା୭(ଅମିତ କୁମାର ସାମଲ): ଅନୁଗୋଳ ଜିଲା ଆଠମଲ୍ଲିକ ବାରିଣୀ ଜଙ୍ଗଲରୁ ନାବାଳକଙ୍କ ଗୋଡ଼, ହାତ ନ ଥିବା କ୍ଷତବିକ୍ଷତ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ଅନ୍ୟପକ୍ଷେ ନାବାଳକଙ୍କୁ…

3 years ago

ଚାରିଧାମ ଦର୍ଶନରେ ବାହାରିଥିବା ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ

ଗଞ୍ଜାମ,୩୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ସୁବଳୟା ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସ୍ୟାମ ହରାଇ…

3 years ago

ଓଏସ୍‌ଏସ୍‌ସି ଆକାଉଣ୍ଟାଣ୍ଟ ପ୍ରଶ୍ନପତ୍ର ଲିକ୍‌: ଧାରଣାରେ ବସିଲେ ପରୀକ୍ଷାର୍ଥୀ

ଭଦ୍ରକ,୩୦ା୭(ସନାତନ ରାଉତ): ଭଦ୍ରକ କଲେଜରେ ରବିବାର ଓଏସ୍‌ଏସ୍‌ସି ଆକାଉଣ୍ଟାଣ୍ଟ ପରୀକ୍ଷା ଥିବା ବେଳେ ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗ କରି ପରୀକ୍ଷାର୍ଥୀମାନେ ପରୀକ୍ଷା ନ ଦେଇ ହୋ-ହଲ୍ଲା…

3 years ago