ଆମ ଜିଲା ଖବର

ଗଞ୍ଜାମରେ ଦୁର୍ଘଟଣାଜନିତ ମୃତ୍ୟୁ ରାଜ୍ୟରେ ସର୍ବାଧିକ

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ଓଡ଼ିଶାରେ ସର୍ବାଧିକ ରହିଛି। ପୂର୍ବ ବର୍ଷ ତୁଳନାରେ ପ୍ରତି ବର୍ଷ ସଡ଼କ ଦୁର୍ଘଟଣା ଓ ତଜ୍ଜନିତ ମୃତ୍ୟୁ…

3 years ago

ଲିଙ୍ଗରାଜଙ୍କ ରୁକୁଣା ରଥ ନିର୍ମାଣ ପାଇଁ ପଠାଗଲା କାଠ

ଶରଣକୁଳ,୨୧ା୩(ଡି.ଏନ୍‌.ଏ.):ନୟାଗଡ଼ ଜିଲା ପଞ୍ଚରିଡ଼ା ବନାଞ୍ଚଳ ଅନ୍ତର୍ଗତ ଭିକାରିପଡ଼ା ଗଁାରୁୁ ଲିଙ୍ଗରାଜଙ୍କ ରୁକୁଣା ରଥ ନିର୍ମାଣ ପାଇଁ ୩ଖଣ୍ଡ ଗଣ୍ଡି କାଠ ସଂଗ୍ରହ କରାଯାଇ ଟ୍ରକ ଯୋଗେ ଭୁବନେଶ୍ୱର…

3 years ago

୩ ଅଧିକାରୀଙ୍କ ନାମରେ ମାମଲା

କେନ୍ଦୁଝର, ୨୧ା୩(ସ୍ବ.ପ୍ର.):କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅଧୀନ ବାମେବାରି ସେକ୍ସନ ନୟାଗଡ଼ ବିଟ୍‌ ଜଡ଼ିପଦା ସାହିରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦନ୍ତାହାତୀ ମୃତ୍ୟୁ ଘଟଣାରେ ସୋମବାର ଡିଏଫ୍‌ଓ…

3 years ago

୨୬ରେ ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି ଗସ୍ତ

ହିଞ୍ଜିଳିକାଟୁ/ଶେରଗଡ଼/ କବିସୂର୍ଯ୍ୟନଗର, (ଡି.ଏନ୍‌.ଏ.) ୨୧ା୩:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୬ରେ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳି ଗସ୍ତରେ ଆସୁଥିବା ପ୍ରାୟ ଚୂଡ଼ାନ୍ତ ହୋଇଛି। ଏ ନେଇ ତଦାରଖ…

3 years ago

ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ପରଲୋକ

କୋଡିଙ୍ଗା,୨୧।୩(ଡି.ଏନ୍‌.ଏ.):ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ଚିର୍ମା ପଞ୍ଚାୟତର ଦୁଗ୍ଲାହାଣ୍ଡି ଗ୍ରାମରେ ଭୋର ପ୍ରାୟ ୪.୩୦ରେ କୋଡିଙ୍ଗା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ହୃଦ୍‌ଘାତରେ ମୃତ୍ୟୁ…

3 years ago

ମାଟ୍ରିକ ପରୀକ୍ଷାର୍ଥୀଙ୍କ ଆତ୍ମହତ୍ୟା

ଯାଜପୁର ଟାଉନ,୨୧ା୩(ଡି.ଏନ.ଏ.): ଯାଜପୁର ସହର ନିକଟସ୍ଥ ବାମଦେବପୁର ଗ୍ରାମର ଜଣେ ମାଟ୍ରିକ ପରୀକ୍ଷାଥର୍ର୍ୀ ପରୀକ୍ଷା ଶେଷ ହେବା ପୂର୍ବରୁ ଆମତ୍ହତ୍ୟା କରିଛନ୍ତି। ସେ ହେଲେ ବାମଦେବପୁର (ବରହଟା)…

3 years ago

ପ୍ରଶ୍ନପତ୍ର ତ୍ରୁଟିକୁ ନେଇ ଭାଜପାର ବିକ୍ଷୋଭ

ବାରିପଦା ଅଫିସ,୨୦ା୩: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ତ୍ରୁଟି ପ୍ରତିବାଦରେ ବାରିପଦା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଭାଜପା ଯୁବମୋର୍ଚ୍ଚା ତରଫରୁ…

3 years ago

ଅପହରଣ, ବଳାତ୍କାର ଅଭିଯୋଗ: ୩ ଗିରଫ

ବାହାନଗା,୨୦ା୩(ଡି.ଏନ.ଏ.)-ବାହାନଗା ବ୍ଲକ ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗରେ ଜଣେ ଯୁବକଙ୍କ ସହିତ ତାଙ୍କ ମା’ ଓ ତାଙ୍କ ସହଯୋଗୀଙ୍କୁ ସୋର ଥାନା ପୋଲିସ…

3 years ago

ଟ୍ରେନ୍‌ରେ ଯାତ୍ରୀଙ୍କୁ ଛୁରି ଭୁସି ହତ୍ୟା ମାମଲା: ୬ଷ୍ଠ ସାକ୍ଷୀଙ୍କ ବୟାନ ରେକର୍ଡ

ବ୍ରହ୍ମପୁର ଅଫିସ,୨୦ା୩-ଏକ ଚଳନ୍ତା ଟ୍ରେନ୍‌ରେ ଜଣେ ଯାତ୍ରୀଙ୍କୁ ଛୁରି ଭୁସି ହତ୍ୟା କରାଯାଇଥିବା ମାମଲାର ବିଚାରଣା ଏଡିଜେ (ଏଲ୍‌ଆର୍‌) କୋର୍ଟରେ ଚାଲିଛି। ଏଥିରେ ୮ଜଣ ସାକ୍ଷୀ ରହିଥିବା…

3 years ago

ଆସନ୍ତା ୨୬ରେ ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି ଗସ୍ତ

ହିଞ୍ଜିଳିକାଟୁ/ଶେରଗଡ଼, ୨୦ା୩(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୬ରେ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳି ଗସ୍ତରେ ଆସୁଥିବା ପ୍ରାୟ ଚୁଡ଼ାନ୍ତ ହୋଇଛି। ଏ ନେଇ ତଦାରଖ କରିବାକୁ…

3 years ago