ଆମ ଜିଲା ଖବର

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି । ଏହି…

4 months ago

ଅଧା ରହିଗଲା ସମଲେଶ୍ୱରୀ ଦର୍ଶନ, ଟୁରିଷ୍ଟ ବସ ଓଲଟି ୧୫ ଆହତ

ସମ୍ବଲପୁର, ୨୭।୧୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଜାତୀୟ ରାଜପଥ(୫୫) ଉପରେ ଗୁରୁବାର ଭୋରରେ ଏକ ଟୁରିଷ୍ଟ ବସ ଦୁର୍ଘଟଣାର ସମ୍ମୁଖୀନ…

4 months ago

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା…

4 months ago

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ ମଥୁରା…

4 months ago

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ ସାମୁଦ୍ରିକ…

4 months ago

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା ବିଜେଡି…

4 months ago

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି। ଏପରିସ୍ଥଳେ…

4 months ago

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ…

4 months ago

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ ଥିବା…

4 months ago

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ ଶକ୍ତିପୀଠ…

4 months ago