ବାରିପଦା ଅଫିସ,୧୫।୩: ଶିମିଳିପାଳ ଅଭୟାରଣ୍ୟରେ ମାସ ମାସ ଧରି ନିଅଁା ଜଳିବା ଦ୍ୱାରା ଜିଲାବାସୀଙ୍କ ମଧ୍ୟରେ ଉଦ୍ବେଗ ପ୍ରକାଶ ପାଇଛି। ମଙ୍ଗଳବାର ଫରେଷ୍ଟ ସର୍ଭେ ଅଫ୍ ଇଣ୍ଡିଆ…
ଯାଜପୁର ଅଫିସ,୧୫ା୩ : ଯାଜପୁର-କେନ୍ଦୁଝର ରୋଡ ଷ୍ଟେଶନର ଦ୍ୱିତୀୟ ପରାମର୍ଶଦାତା କମିଟି ବୈଠକରେ କେତେକ ପ୍ରସ୍ତାବକୁ ଗ୍ରହଣ କରାଯାଇଛି। ଏଥିରେ ସହର ମଝିରେ ଥିବା ଅତି ପ୍ରଦୂଷଣ…
ରସୁଲପୁର,୧୫ା୩(ଡି.ଏନ.ଏ.): ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଦ୍ୱନ୍ଦ୍ୱ ଦୂର ହୋଇପାରୁ ନାହିଁ। ଏହାରି ଭିତରେ ମାର୍ଚ୍ଚ ୩୧ ସୁଦ୍ଧା ଉକ୍ତ ଯୋଜନାର ପ୍ରଥମ କିସ୍ତି ହିତାଧିକାରୀଙ୍କ ଜମାଖାତାକୁ…
ପାଟଣା,୧୫୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ି କାପୁଡ଼ି ଗ୍ରାମରେ ରାଶନ ଚାଉଳ ବଣ୍ଟନରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏ ସମ୍ପର୍କୀତ ଭିଡିଓ ସୋସିଆଲ…
ଯାଜପୁର ଅଫିସ/ଚଣ୍ଡିଖୋଲ (ଡି.ଏନ.ଏ.),୧୫ା୩: ଐତିହାସିକମାନଙ୍କ ମତରେ ପରାଭାଡ଼ି ବୌଦ୍ଧସ୍ତୂପ ପ୍ରାୟ ୧୫୦୦ ବର୍ଷ ତଳର ଇତିହାସ। ମଙ୍ଗଳବାର ଏହି ଖନନ କାର୍ଯ୍ୟ ୨୮ ଦିନରେ ପହଞ୍ଚିଛି। ଆହୁରି…
ଡେରାବିଶ,୧୫ା୩ (ସ୍ବ.ପ୍ର.): ଡେରାବିଶ ବ୍ଲ୍ଳକ ଅଧୀନ ଛୋଟି ଗଁାସ୍ଥିତ ରାମଚଣ୍ଡୀ ବିଦ୍ୟାନିକେତନରେ ବୁଧବାର ପବିତ୍ର କୁମାର ପ୍ରଧାନଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକ ଓ ଛାତ୍ରୀଛାତ୍ରଙ୍କୁ ମେଧାବୃତି କାର୍ଯ୍ୟକ୍ରମ ପାଇଁ…
କେନ୍ଦ୍ରାପଡ଼ା ଅଫିସ, ୧୫ା୩: ସାଧାରଣ ନିର୍ବାଚନକୁ ଆହୁରି ବର୍ଷେ ସମୟ ଅଛି। ଏହା ପୂର୍ବରୁ କେନ୍ଦ୍ରାପଡ଼ା ଜିଲା ରାଜନୀତି ଚଳଚଞ୍ଚଳ ହୋଇଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ…
ପୁରୀ ଅଫିସ, ୧୫ା୩: ମରୀଚିକୋଟ ଛକସ୍ଥିତ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାକୁ ଆସିଥିଲା। ବିଶେଷକରି ଏହି ମାର୍କେଟ କମ୍ପ୍ଲେକ୍ସ ପଛପଟେ ଏକ…
କଣ୍ଟାପଡା,୧୫।୩ (ଡି.ଏନ୍.ଏ.): ଗତ ୪ଦିନର ବ୍ୟବଧାନ ପରେ ଗୋବିନ୍ଦପୁର ଥାନା ଅନ୍ତର୍ଗତ ନାହାଳପୁର ପଞ୍ଚାୟତସ୍ଥିତ ଗୁଣାଦେଳ ଗ୍ରାମ ଠାକୁରା ପୋଖରୀ ସାହିରେ ପୁଣି ଅଜଣା ଜନ୍ତୁ ଆକ୍ରମଣରେ…
ରୂପସା, ୧୫।୩: ଗ୍ରୀଷ୍ମ ଋତୁ ଆରମ୍ଭ ନ ହେଉଣୁ ଦେଖାଗଲାଣି ଜଳକଷ୍ଟ। ପିଇବା ପାଣି ପାଇଁ ଡହଳବିକଳ ହେଉଛନ୍ତି ଲୋକେ। ଭୂତଳ ଜଳସ୍ତର ହ୍ରାସ ପାଉଥିବାରୁ ଅଧିକାଂଶ…