ଆମ ଜିଲା ଖବର

ଜ୍ୟାକ୍‌ ଲଗାଇ ୨ ମହଲା କୋଠା ଉଠାଯାଉଛି

କେନ୍ଦ୍ରାପଡ଼ା ଅଫିସ/ଡେରାବିଶ,୨ା୬ (ସ୍ବ.ପ୍ର.): ଘର ନ ଭାଙ୍ଗି ହାଉସ୍‌ ଲିଫି୍ଟଙ୍ଗ୍‌ ଜ୍ଞାନ କୌଶଳ ସାହାଯ୍ୟରେ ଜ୍ୟାକ୍‌ ଲଗାଇ ୪ ଫୁଟ ଉଚ୍ଚକୁ ଘରକୁ ଉଠାଯାଉଛି। ସହରାଞ୍ଚଳରେ ଏପରି…

3 years ago

୩ ମାସ ମଧ୍ୟରେ ନିୟମିତ କର: ହାଇକୋର୍ଟ

କଟକ ଅଫିସ,୨ା୬: ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଜୁନିୟର ଆସିଷ୍ଟାଣ୍ଟଙ୍କ ଚାକିରି ୩ ମାସ ମଧ୍ୟରେ ନିୟମିତ କରିବାକୁ ହାଇକୋର୍ଟ ଗୁରୁବାର ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଚାରପତି ଏସ୍‌.…

3 years ago

କୁସୁମୀ ସେତୁ ରକ୍ଷଣାବେକ୍ଷଣ ଅଭାବରୁ ଦୁର୍ବଳ

ଖଣ୍ଡପଡ଼ା,୨ା୬(ସ୍ବ.ପ୍ର.): ଖଣ୍ଡପଡ଼ାରୁ ଭୁବନେଶ୍ୱର ଭାୟା ଭାପୁରକୁ ସଂଯୋଗ କରୁଥିବା ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାରେ ୧୯୬୨ରୁ ନିର୍ମିତ କୁସୁମୀ ସେତୁଟି ସମୟାନୁକ୍ରମେ ରକ୍ଷଣାବେକ୍ଷଣ ଅଭାବରୁ ଦୁର୍ବଳ ହେବାରେ…

3 years ago

ଅଭିଯୋଗ ପରେ ଲାଗିଲା ଫଳକ

ବାଙ୍କୀ,୨ା୬(ସ୍ବ.ପ୍ର.): ବାଙ୍କୀ ଡମପଡ଼ା ବ୍ଲକ ଅନ୍ତର୍ଗତ ରଗଡ଼ି ପଞ୍ଚାୟତର ସିଟି ସ୍କୁଲଠାରୁ ମହିଳା କଲେଜ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରାଯାଇଛି। ଏଥିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ…

3 years ago

ବାସୁଦେବପୁର ସହରରୁ ଜବରଦଖଲ ଉଚ୍ଛେଦ

ବାସୁଦେବପୁର,୨।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ସହର ମଧ୍ୟରେ ମୁଖ୍ୟରାସ୍ତାର ଦୁଇପାର୍ଶ୍ୱରେ ଜବରଦଖଲ ନେଇ ଅସନ୍ତୋଷ ବୃଦ୍ଧି ପାଉଥିବା ବେଳେ ଏହା ପ୍ରଶାସନର ମୁଣ୍ଡବ୍ୟଥାର କାରଣ ହୋଇଥିଲା। ଦିନକୁ…

3 years ago

ବୁଲୁଛି ଗୋଠଛଡ଼ା ଦନ୍ତା, ଲୋକେ ଆତଙ୍କିତ

ପାଟଣା,୨।୬ (ସ୍ବ.ପ୍ର.)-: କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ୍‌ରୁ ଏକ ଗୋଠଛଡ଼ା ଦନ୍ତା ପାଟଣା ରେଞ୍ଜ୍‌କୁ ଆସି ଆତଙ୍କ ଖେଳାଇଛି। ଏହି ଦନ୍ତା ହାତୀ ପାଟଣା ରେଞ୍ଜ୍‌ର ବାରିଗାଁ,…

3 years ago

ରାସ୍ତା ନିର୍ମାଣ ପାଇଁ ୨ ବିଭାଗ ଟଣାଓଟରା

ଖଇରା,୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଓ ସିମୁଳିଆ ୨ ବ୍ଲକକୁ ସଂଯୋଗ କରୁଥିବା ଓଝାପୋଖରୀ-ଅଡା ଭାୟା ସାରଡାଙ୍ଗ ରାସ୍ତା ନିର୍ମାଣକୁ ନେଇ ସରକାରଙ୍କ ୨ବିଭାଗ ମଧ୍ୟରେ ଟଣାଓଟରା…

3 years ago

ଶିଶୁଙ୍କ ଖାଦ୍ୟ ବର୍ଦ୍ଧିତ ଛତୁଆରେ ପ୍ରସ୍ତୁତି ତାରିଖ ନାହିଁ

ମହାକାଳପଡ଼ା,୨ା୬ (ଡି.ଏନ୍‌.ଏ.): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳଗୁଡ଼ିକରେ ଶିଶୁ ମୃତ୍ୟୁହାର ହ୍ରାସ କରିବା ପାଇଁ ବିଭିନ୍ନ ଯୋଜନାରେ ଅର୍ଥ ବ୍ୟୟ କରୁଛନ୍ତି। ଯେପରି ଶିଶୁଟିଏ…

3 years ago

ମହିଳା ବେଶରେ ଏସ୍‌ସିବିରୁ କଏଦୀ ଚମ୍ପଟ

କଟକ ଅଫିସ,୨ା୬: କଟକ ଏସ୍‌ସିବି ମେଡିକାଲରୁ ଗୁରୁବାର ଜଣେ ବିଚାରାଧୀନ କଏଦୀ ଚମ୍ପଟ ମାରିଛନ୍ତି। ସେ ହେଲେ ଜଗତ୍‌ସିଂହପୁର ଜିଲା ନାଉଗାଁ ଅଞ୍ଚଳର ସାଜନ ଦାସ। ଏ…

3 years ago

ପୁଣି ଚାଲିଲା ବେଆଇନ ମାଙ୍କଡ଼ା ଖାଦାନ

ଚଣ୍ଡିଖୋଲ,୨ା୬(ଡି.ଏନ୍‌.ଏ.): ଯାଜପୁର ଜିଲା ଦର୍ପଣ ତହସିଲ ଅଧୀନ ପଶ୍ଚିମ ବଡ଼ଚଣା ଅଞ୍ଚଳରେ ବେଆଇନ ମାଙ୍କଡ଼ା ଓ ମୋରମ ପଥର ଖାଦାନ ଚାଲୁଛି। ପ୍ରଶାସନ ପକ୍ଷରୁ ଚଢ଼ାଉ ହେଲେ…

3 years ago