ଆମ ଜିଲା ଖବର

ଚୋରା ବାଲି, ମୋରମ ବୋଝେଇ ଟ୍ରାକ୍ଟର ଜବତ

ମୋରଡ଼ା/ଗୋପବନ୍ଧୁ ନଗର,୧୩ା୩(ଡି.ଏନ.ଏ.): ମୋରଡ଼ା ତହସିଲ ଅଧୀନ ହଳଦୀପାଳର ଶୀର୍ଷାପାଳଠାରେ ଚୋରା ବାଲି ଚାଲାଣ କରୁଥିବା ଟ୍ରାକ୍ଟରକୁ ମୋରଡ଼ା ଓ ଚିତ୍ରଡା ଫାଣ୍ଡି ପୋଲିସ ଜବତ କରିଛି। ଏହି…

3 years ago

ରାତିପାହିଲେ ତାରାତାରିଣିଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା

ପୁରୁଷୋତ୍ତମପୁର,୧୩ା୩(ଡି.ଏନ.ଏ.): ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ମଙ୍ଗଳାରଠାରୁ ଆରମ୍ଭ ହେବ। ଚୈତ୍ର ମାସରେ ପଡ଼ୁଥିବା ୪ଟି ମଙ୍ଗଳବାରରେ ମା’ଙ୍କ ସ୍ବତନ୍ତ୍ର ରୀତିନୀତି…

3 years ago

ଶାରଦା ଚିଟ୍‌ଫଣ୍ଡ ଠକେଇ ମାମଲା: ନିର୍ଦ୍ଦେଶିକାଙ୍କ ଜାମିନ ଆବେଦନ ଖାରଜ

କଟକ ୧୩।୩: ଶାରଦା ଚିଟ୍‌ଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶିକା ଦେବଯାନୀ ମୁଖାର୍ଜୀଙ୍କ ଜାମିନ ଆବେଦନ ସୋମବାର ଖାରଜ ହୋଇଯାଇଛି। ଓଡ଼ିଶା ହାଇକୋର୍ଟ ଦେବଯାନୀଙ୍କ ଜାମିନ ଆବେଦନ ଖାରଜ…

3 years ago

ବେକରେ ରଶି ଲଗାଇ ଝୁଲିପଡ଼ିଲେ କନ୍‌ଷ୍ଟେବଲ

ଫୁଲବାଣୀ ଅଫିସ, ୧୩।୩: ବେକରେ ରଶି ଲଗାଇ ଝୁଲିପଡ଼ିଲେ କନ୍‌ଷ୍ଟେବଲ । ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲା ଟିକାବାଲି ଥାନା ଅଞ୍ଚଳରେ। ମୃତ କନ୍‌ଷ୍ଟେବଲ ଶ୍ରୀନିବାସ…

3 years ago

ଲୁଟେରାଙ୍କୁ ନିସ୍ତୁକ ମାଡ଼, ପୋଲିସ ଜିମା ଦେଲେ ଲୋକେ

ନିଶ୍ଚିନ୍ତକୋଇଲି,୧୩।୩(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଞ୍ଚଳରେ ସୋମବାର ଜଣେ ଲୁଟେରାଙ୍କୁ ଲୋକମାନେ କାବୁ କରି ନିର୍ଦ୍ଧୁମ ଛେଚି ପୋଲିସ ଜିମା ଦେଇଛନ୍ତି। ମିଳିଥିବା ସୂଚନା ମୁତାବକ,…

3 years ago

୧୪ କି.ମି. ଖଟିଆରେ ବୁହାହେଲେ ଛାତ୍ରୀ

ଭବାନୀପାଟଣା,୧୩।୩(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ସୋମବାର ପୁଣି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗାଁକୁ ରାସ୍ତା ନ ଥିବାରୁ ଜ୍ୱରରେ ପୀଡିତା ଜଣେ ସ୍କୁଲ ଛାତ୍ରୀଙ୍କୁ ୧୪…

3 years ago

ରାସ୍ତା ପ୍ରଶସ୍ତିକରଣ,ସୌନ୍ଦର୍ଯ୍ୟକରଣ ନିମନ୍ତେ ଜବରଦଖଲ ଉଚ୍ଛେଦ

କୋରୁକୋଣ୍ଡା ୧୩।୩(ଡି.ଏନ.ଏ.): ବାଲିମେଳା ନଗରରେ ଥିବା ମୁଖ୍ୟ ରାସ୍ତା ପ୍ରଶସ୍ତିକରଣ ଓ ସୌନ୍ଦର୍ଯ୍ୟକରଣ ନିମନ୍ତେ ରାସ୍ତା ପାର୍ଶ୍ୱରେ ଥିବା ସରକାରୀ ଜମିରେ ଦୋକାନ ଗୃହ ଗୁଡିକ ଉଚ୍ଛେଦ…

3 years ago

ପାଣି ପାଇଁ ଲୋକେ ହନ୍ତସନ୍ତ

କୋରୁକୋଣ୍ଡା ୧୩।୩(ଡି.ଏନ.ଏ): ପାଣି ପାଇଁ ଲୋକେ ହନ୍ତସନ୍ତ। ଏଭଳି ଘଟଣା ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦରରେ ଦେଖିବାକୁ ମିଳିଛି । ବ୍ଲକ ସଦର ଇରିକେଶନ କୋଲନିଠାରୁ…

3 years ago

‘ଭାରତକୁ ହିନ୍ଦୁ ରାଷ୍ଟ୍ର ଘୋଷଣା କରାଯାଉ’

ମାଲକାନଗିରି,୧୩।୩ (ଡି.ଏନ୍‌.ଏ.): ଓଡ଼ିଶା ସୁରକ୍ଷା ସେନା ପକ୍ଷରୁ ଭାରତକୁ ହିନ୍ଦୁ ରାଷ୍ଟ୍ର ଘୋଷଣା କରିବାକୁ ଦାବି କରାଯାଇଛି। ସୋମବାର ଏକ ଖବରଦାତା ସମ୍ମିଳନୀରେ ସଂଗଠନର ରାଜ୍ୟ ସଭାପତି…

3 years ago

ଗରମ ଡାଲି ପଡ଼ି ଗୁରୁତର ହୋଇଥିଲେ ଛାତ୍ର: ଚାଲିଗଲା ଜୀବନ

ଟେନ୍‌ସା,୧୩।୩(ଡି.ଏନ୍‌.ଏ.): ଗରମ ଡାଲି ପଡ଼ି ମୃତ୍ୟୁ ସହ ସଂଗ୍ରାମ କରୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ଅକାଳରେ ଚାଲିଯାଇଛି ଜୀବନ। ଏପରିକି ଏକ ଘଟଣା ଘଟିଛି ସୁନ୍ଦରଗଡ଼…

3 years ago