ଭୁବନେଶ୍ୱର,୩୧ା୫(ବ୍ୟୁରୋ): ଗଞ୍ଜାମ ଜିଲା ଶେରଗଡ଼ଠାରୁ ପୁରୀକୁ ବୁଧବାର ପ୍ରଥମ ଏସି ବସ୍ ଜଗନ୍ନାଥ ଏକ୍ସପ୍ରେସ୍ ଗଡ଼ିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ଏହି ବସ୍…
ରାୟଗଡ଼ା,୩୧ା୫(ସ୍ବ.ପ୍ର.): ରାୟଗଡ଼ା ସହରସ୍ଥିତ ଏସ୍ପିଙ୍କ ବାସଭବନ ନିକଟରେ ଥିବା କାଳୀ ମନ୍ଦିରରୁ ହୋଇଥିବା ଚୋରିର ପର୍ଦ୍ଦାଫାଶ କରିଛି ପୋଲିସ। ଏନେଇ ବୁଧବାର ସନ୍ଧ୍ୟାରେ ଏକ ଖବରଦାତା ସମ୍ମିଳନୀରେ…
ମାଲକାନଗିରି,୩୧ା୫(ଡି.ଏନ୍.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ବଣ୍ଡାଘାଟିର ମେଧାବୀ ଛାତ୍ରୀ କର୍ମା ମୁଦୁଲିଙ୍କୁ ସରକାରୀ ସହାୟତା ପ୍ରଦାନ କରାଯାଇଛି। କର୍ମା ଗତବର୍ଷ ଯୁକ୍ତଦୁଇ ବାଣିଜ୍ୟରେ ଜିଲା…
ବଡବିଲ,୩୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲରେ ବୁଧବାର ସିପିଆଇ କେନ୍ଦୁଝର ଜିଲା ପରିଷଦ ପକ୍ଷରୁ ପଦଯାତ୍ରା ବାହାରିଥିଲା। ଏହି ଅବସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ବଡବିଲସ୍ଥିତ ସିପିଆଇର…
ଆନନ୍ଦପୁର,୩୧ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍ଙ୍କ କୋର୍ଟରେ ବୁଧବାର ଏକ ମାମଲାର ବିଚାର କରାଯାଇ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ହୋଇଛି। ନନ୍ଦିପଦା ଥାନା କେସ୍…
ଗଞ୍ଜାମ,୩୧ା୫(ଡି.ଏନ୍.ଏ.): ହୁମା ରେଳ ଷ୍ଟେଶନଠାରେ ଭୁବନେଶ୍ୱର ବିଶାଖାପାଟନମ୍ ଇଣ୍ଟରସିଟି ଏକ୍ସପ୍ରେସ୍ ରହଣି ନିମନ୍ତେ ହୁମା ପଞ୍ଚାୟତ ସମିତିସଭ୍ୟ ଧ୍ରୁବ ଚରଣ ପଲାଇଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ…
ଛତ୍ରପୁର,୩୧ା୫(ଡି.ଏନ୍.ଏ.): ପୁଣିଥରେ ପଦାରେ ପଡ଼ିଛି ଗଞ୍ଜାମ ବିଜେଡିର ଗୋଷ୍ଠୀ କନ୍ଦଳ। ଗଞ୍ଜାମ ଗ୍ରାସୀମ ଇଣ୍ଡଷ୍ଟ୍ରି କେମିକାଲ ଡିଭିଜନ ଶ୍ରମିକ ୟୁନିୟନ ନିର୍ବାଚନରେ ବାଜି ମାରିନେଇଛନ୍ତି ଛତ୍ରପୁର ବିଧାୟକଙ୍କ…
ଛତ୍ରପୁର,୩୧।୫(ଡିଏନଏ ): ଦୁବାଇ ପରେ ଏବେ ସିଙ୍ଗାପୁର ଯିବେ ଗଞ୍ଜାମ ଜ଼ିଲାର ମିଶନ ଶକ୍ତି ମହିଳା। ମହିଳା ମାନଙ୍କର ଉତ୍ପାଦିତ ସାମଗ୍ରୀ ବିଶ୍ବ ଦରବାରରେ ଉପଲବ୍ଧ ହେବ…
ଫୁଲବାଣୀ ଅଫିସ,୩୧।୫: ଫୁଲବାଣୀର ନିଖୋଜ ଥିବା ଜଣେ ନଅ ବର୍ଷର ନାବଳିକାଙ୍କ ମୃତଦେହ ସୋମବାର ଅପରାହ୍ନରେ ଉଦ୍ଧାର କରାଯାଇଛି। ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ପରିବାର…
ରାସୋଳ, ୩୧।୫(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ରାସୋଳ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ୨ଘଣ୍ଟା ଧରି ହୋଇଥିବା ଝଡ଼ବତାସରେ ଅଞ୍ଚଳର ଚିତ୍ର ବଦଳିଯାଇଥିବାବେଳେ ବ୍ୟାପକ…