ଆମ ଜିଲା ଖବର

୩ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ଜଣେ ଗିରଫ

ବାରିପଦା ଅଫିସ,୧ା୬: ମୟୂରଭଞ୍ଜ ଅବକାରୀ ଅଧୀକ୍ଷକ ପ୍ରଶାନ୍ତ କୁମାର କହଁରଙ୍କ ନିର୍ଦ୍ଦେଶ କ୍ରମେ ବାରିପଦା ଅବକାରୀ ଥାନାଧିକାରୀ ବିଶ୍ବଜିତ ଦାଶ ସଦଳବଳ ଚଢ଼ାଉ କରି ୨୯ଗ୍ରାମ୍‌ ବ୍ରାଉନସୁଗାର…

3 years ago

ସମୂହ ଛୁଟିରେ ଅମଲା, ସରକାରୀ କାର୍ଯ୍ୟ ଠପ୍‌

ବରଗଡ଼ ଅଫିସ,୧ା୬: ଶିକ୍ଷାଗତ ଯୋଗ୍ୟତା ଭିତ୍ତିକ ମୂଳ ଦରମା ୪୨୦୦ ଗ୍ରେଡ୍‌ ପେ’ ଦାବିରେ ରାଜ୍ୟ ଅମଲା ମିଳିତ ମଞ୍ଚର ଆନ୍ଦୋଳନ ଚରମସୀମାରେ ପହଞ୍ଚିଛି। ଏହି ଦାବି…

3 years ago

ଆଜିଠାରୁ ସମୂହ ଛୁଟିରେ ଅମଲା

ଢେଙ୍କାନାଳ ଅଫିସ,୧ା୬: ଢେଙ୍କାନାଳ ଜିଲା ମିଳିତ ଅମଲା ମଞ୍ଚ ଆହ୍ବାନରେ ଜିଲାର ସମସ୍ତ କାର୍ଯ୍ୟାଳୟର ଅମଲାମାନେ ଆଜିଠାରୁ ସାମୁହିକ ଛୁଟିରେ ଯାଇଛନ୍ତି। ଅମଲାମାନଙ୍କ ଶିକ୍ଷାଗତ ଯୋଗ୍ୟତା ସ୍ନାତ୍ତକ…

3 years ago

ପୂର୍ବତନ ବିଧାୟକଙ୍କ ଘରେ ଆୟକର ଚଢ଼ାଉ

ଯୋଡ଼ା,୧ା୬(ଡି.ଏନ୍‌.ଏ.): ଖଣି ମାଲିକ ତଥା ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଗୁରୁବାର ଚଢ଼ାଉ କରାଯାଇଛି। ଆୟକର ବିଭାଗ ପକ୍ଷରୁ ମହୁଲଶୁଖା…

3 years ago

ଭିଜିଲାନ୍ସ ହାତରେ ଧରାପଡ଼ିଲେ କିରାଣି

କେନ୍ଦୁଝର,୧ା୬(ସ୍ବ.ପ୍ର.): ଘଟଗାଁ ତହସିଲର କିରାଣି ଦେବାଶିଷ ପଣ୍ଡା ଏକ ଜମି ଚିହ୍ନଟ କେସ ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କେନ୍ଦୁଝର ଭିଜିଲାନ୍ସ ବିଭାଗ…

3 years ago

ସମୁଦ୍ରରେ ବୁଡ଼ିଗଲେ ଦୁଇ ଛାତ୍ରୀ: ଜଣେ ମୃତ, ଆଉ ଜଣେ ନିଖୋଜ

ଛତ୍ରପୁର,୧ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଗ୍ରାମରେ ଗୁରୁବାର ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି। ସମୁଦ୍ରରେ ଗାଧୋଇବା ବେଳେ ଦୁଇ ଛାତ୍ରୀ ବୁଡ଼ି…

3 years ago

୩ ରଥ ଛେରା ପହଁରା କରିବେ ସ୍ଥାନୀୟ ଆଦିବାସୀ

କୋରାପୁଟ,୧।୬(ସ୍ବ.ପ୍ର.): କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ଚଳିତ ବର୍ଷ ୫୧ତମ ରଥଯାତ୍ରା ପାଳନ ନେଇ ବୁଧବାର ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଅତିରିକ୍ତ ଜିଲାପାଳ ରାମେଶ୍ୱର ପ୍ରଧାନଙ୍କ ଅଧକ୍ଷତାରେ ଏକ…

3 years ago

ଏଫ୍‌ଏମ୍‌ ରେଡିଓ ପରିଚାଳନା କରିବେ ଅନ୍ତେବାସୀ

ବ୍ରହ୍ମପୁର ଅଫିସ,୧।୬: ଜେଲ ଡିଜି ଡ. ମନୋଜ କୁମାର ଛାବ୍ରା ବୁଧବାର ବ୍ରହ୍ମପୁର ମଣ୍ଡଳକାରାଗାର ପରିଦର୍ଶନରେ ଆସିଥିଲେ। ବ୍ରହ୍ମପୁର ଜେଲ ଅନ୍ତେବାସୀମାନେ ଏଫଏମ୍‌ ରେଡିଓ ପରିଚାଳନା କରିବେ।…

3 years ago

ବର୍ଗୀକରଣ ଓ ପଦୋନ୍ନତି ପାଇଁ ସ୍ପଷ୍ଟୀକରଣ ମିଳୁନି

ନବରଙ୍ଗପୁର,୧।୬(ବି.ପ୍ର.): ପଦୋନ୍ନତି ଓ ସ୍ବଳ୍ପ ଦରମା ଶିକ୍ଷକଙ୍କ ଅସନ୍ତୋଷର କାରଣ ଥିଲା। ଭିନ୍ନ ଭିନ୍ନ ଶିକ୍ଷକ ସଙ୍ଗଠନର ବିଭିନ୍ନ ପ୍ରକାର ସ୍ବାର୍ଥ ସମ୍ବଳିତ ଦାବି ଏଥିରେ ପ୍ରତିବନ୍ଧକ…

3 years ago

ପାସ୍‌ ହାରରେ ନୟାଗଡ଼ ଜିଲା ରାଜ୍ୟରେ ପ୍ରଥମ

ନୟାଗଡ଼ ଅଫିସ,୧।୬: ବୁଧବାର ପ୍ରକାଶ ପାଇଛି ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ । ରାଜ୍ୟରେ ବିଜ୍ଞାନରେ ପାସ ହାର ୮୪.୯୩ ଥିବାବେଳେ ବାଣିଜ୍ୟରେ ପାସ…

3 years ago