ଆମ ଜିଲା ଖବର

ଧରିତ୍ରୀ ଖବରକାଗଜର ୫୦ ବର୍ଷ ପାଳନ ଅବସରରେ ବକୃତା ପ୍ରତିଯୋଗିତା

ଛତ୍ରପୁର,୪।୭(ସନ୍ତୋଷ ପାଢ଼ୀ ): ଧରିତ୍ରୀ ଖବରକାଗଜର ୫୦ ବର୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ବ୍ରହ୍ମପୁରସ୍ଥିତ ଖଲିକୋଟ ଏକକ ବିଶ୍ୱବିଦ୍ୟାଳୟ ପରିସରରେ ଛାତ୍ରୀଛାତ୍ର ମାନଙ୍କ ମଧ୍ୟରେ ବକୃତା…

3 years ago

ପିଲାଙ୍କଠାରେ ବ୍ୟାପୁଛି ଚର୍ମରୋଗ

ଝରିଗାଁ,୪।୭(କିଶୋର ଚନ୍ଦ୍ର ମଣ୍ଡଳ): ସଚେତନତା ସହ ଆନ୍ତରିତା ଅଭାବ ଯୋଗୁ ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟ ସେବା ମିଳି ପାରୁନି। ଯାହାଫଳରେ କୋମଳମତି ଶିଶୁମାନେ ରୋଗାକ୍ରାନ୍ତ ହୋଇଛନ୍ତି। ନବରଙ୍ଗପୁର ଜିଲା…

3 years ago

ଆନ୍ଧ୍ର ସିଆର୍‌ପିଏଫ୍‌ ଯବାନଙ୍କ ଓଡ଼ିଶାରେ ଡକାୟତି

ନନ୍ଦପୁର, ୪ା୭ (ଶଙ୍କର ପୂଜାରୀ): ନନ୍ଦପୁର ଅଞ୍ଚଳକୁ ବୁଲି ଆସିଥିବା ପର୍ଯ୍ୟଟକଙ୍କୁ ଲୁଟ୍‌ କରି ଖସି ପଳାଉଥିବା ୨ ଜଣିଆ ଡକାୟତି ଗ୍ୟାଙ୍ଗକୁ ଧରିବାରେ କୋରାପୁଟ ଜିଲା…

3 years ago

କାର୍ଯ୍ୟକ୍ଷମ ହେଉନି ମାର୍କେଟ କମ୍ପ୍ଲେକ୍ସ

ପାଲଲହଡ଼ା,୪ା୭(ଦିବ୍ୟଜ୍ୟୋତି ଦାଶ): ପାଲଲହଡ଼ା ସଦର ମହକୁମା ମୁଖ୍ୟ ବଜାର ମଧ୍ୟରେ ଚାଲୁଥିବା ଦୈନିକ ପରିବା ବଜାର ପାଇଁ ସୃଷ୍ଟି ହେଉଥିବା ଟ୍ରାଫିକ ଓ ପାର୍କିଂ ସମସ୍ୟାର ସମାଧାନ…

3 years ago

ବଳାତ୍କାର ମାମଲା, ଫେରାର ଅଭିଯୁକ୍ତଙ୍କ ଘରେ ନୋଟିସ

ଗୋପାଳପୁର,୪ା୭(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅନ୍ତର୍ଗତ ନାବାଳିକା ଅପହରଣ ଓ ବଳାତ୍କାର ମାମଲାରେ କୋର୍ଟରୁ ଅଭିଯୁକ୍ତ ଜାମିନରେ ଆସି ଫେରାର ଥିବା ଗୋବିନ୍ଦନଗର ଗ୍ରାମରେ ଦେଉଳ…

3 years ago

୩୦ ସୁଦ୍ଧା ବନ୍ଧୁକ ଫେରାଅ, ନ ହେଲେ କାର୍ଯ୍ୟାନୁଷ୍ଠାନ

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ଠାକୁରମୁଣ୍ଡା(ତାରାକାନ୍ତ ପଟ୍ଟନାୟକ)୪ା୭: ଶିମିଳିପାଳ ଅଭୟାରଣ୍ୟରେ ଶିକାରୀ ଗୁଳିରେ ଦୁଇ ବନ କର୍ମଚାରୀ ନିହତ ହେବା ଘଟଣାରେ ମୟୂରଭଞ୍ଜ ଜିଲା ପୋଲିସ ପକ୍ଷରୁ ପ୍ରତିଦିନ ସର୍ଚ୍ଚ…

3 years ago

ବିପଦକୁ ଡାକୁଛି ସ୍କୁଲ ସମ୍ମୁଖ ଗର୍ତ୍ତ

କଟକ,୪ା୭(ସୁପ୍ରିୟା ପ୍ରିୟଦର୍ଶିନୀ): ଖାନ୍‌ନଗର ସରକାରୀ ଉଚ୍ଚ ବିଦ୍ୟାଳୟ ସମ୍ମୁଖ ରାସ୍ତା ଶୋଚନୀୟ ହୋଇପଡ଼ିଛି। ରାସ୍ତାରେ ଏକ ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ଛାତ୍ରୀଛାତ୍ରଙ୍କଠାରୁ ଆରମ୍ଭକରି ଜନସାଧାରଣ ଏହି…

3 years ago

୨୩ ଜିଲାରେ ୫୦ ପେପରଲେସ୍‌ କୋର୍ଟ ଆରମ୍ଭ

କଟକ,୪ା୭(କାର୍ତ୍ତିକ ସାହୁ): ରାଜ୍ୟର ୨୩ଟି ଜିଲାରେ ସୋମବାରଠାରୁ ୫୦ଟି ପେପରଲେସ୍‌ କୋର୍ଟ କାର୍ଯ୍ୟକ୍ଷମ ହୋଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଡ. ଏସ୍‌. ମୁରଲୀଧର ଭର୍ଚୁଆଲ ମାଧ୍ୟମରେ ପେପରଲେସ୍‌…

3 years ago

ବଢୁଛି ପରିବା ଦର, ଚିନ୍ତାରେ ଖାଉଟି

ଖୋର୍ଦ୍ଧା,୪ା୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବଜାରରେ ପରିବା ଦର ବଢିଚାଲିଛି। ଆଳୁ, ପିଆଜକୁ ଛାଡି ଦେଲେ ଅନ୍ୟ ପରିବା ଦର ୫୦ଟଙ୍କା ତଳକୁ ନାହିଁ। ଫଳରେ ଗ୍ରାହକ ନାହିଁ…

3 years ago

ଅଦା ଦର ହୁ ହୁ ହୋଇ ବଢ଼ିଚାଲିଛି

କେନ୍ଦ୍ରାପଡ଼ା, ୪ା୭(ଜଗନ୍ନାଥ ଧଳ): ଖାଦ୍ୟ ପ୍ରସ୍ତୁତିରେ ପ୍ରମୁଖ ମସଲା ଭାବେ ବ୍ୟବହାର କରାଯାଉଥିବା ଅଦାର ବଜାର ଦର ହୁ ହୁ ହୋଇ ବଢ଼ିଚାଲିଛି। ଏହି କ୍ରମରେ କେନ୍ଦ୍ରାପଡ଼ା…

3 years ago