ଚଣ୍ଡିଖୋଲ,୧୬।୫(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ଥାନା ଅଧୀନ ରାଧାଦେଇପୁର ଠାରେ ଏକ ଅଭାବନୀୟ ଘଟଣା ଘଟିଛି। ଗେଙ୍ଗୁଟି ନଦୀକୁ ଗାଧୋଇବାକୁ ଯାଇ ୨ ଯୁବକଙ୍କ ମୃତ୍ୟୁ ଘଟିଛି।…
ଛତ୍ରପୁର,୧୬।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ କଣମଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଅଜିତ କୁମାର ସେଠୀଙ୍କ ଜିମେଲ ଆକାଉଣ୍ଟ…
ଭଦ୍ରକ ଅଫିସ,୧୬।୫: ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ମୁଲିଆ ସଙ୍ଘ ଭଦ୍ରକ ଜିଲା କମିଟି ପକ୍ଷରୁ ମଙ୍ଗଳବାର ଗଣଧାରଣା ଦିଆଯାଇଛି। ଭୂମିହୀନଙ୍କୁ ଘର ପଟ୍ଟା ଓ ସହରାଞ୍ଚଳ…
କୋରାପୁଟ,୧୬।୫(ସ୍ବ.ପ୍ର.): କୋରାପୁଟ ବ୍ଲକର ଦାମନଯୋଡି ଥାନା ଅନ୍ତର୍ଗତ ଆମ୍ବଗାଁରେ ସୋମବାର ଏକ ହତ୍ୟାକାଣ୍ଡ ଘଟିଛି। ନିଶାସକ୍ତ ଅବସ୍ଥାରେ ବାପା ପୁଅକୁ ଟାଙ୍ଗିଆରେ ହତ୍ୟା କରିଥିବା ଜଣାପଡ଼ିଛି। ଏହି…
ନବରଙ୍ଗପୁର,୧୬।୫(ବି.ପ୍ର.): ଜଳ ହିଁ ଜୀବନ। ପ୍ରତି ଗାଁକୁ ଲୋକଙ୍କ ପାଇଁ ପାଇପ୍ ଯୋଗେ ପାନୀୟ ଜଳ ଯୋଗାଇବାକୁ ରାଜ୍ୟ ଓ କେନ୍ଦ୍ର ସରକାର ବ୍ୟାପକ ଅନୁଦାନ ଯୋଗାଉଛନ୍ତି…
କୋକସରା,୧୫।୫(ଡି.ଏନ.ଏ.): ପଞ୍ଚାୟତର ଜନସାଧାରଣଙ୍କ ସମସ୍ୟାର ସମାଧାନ କରିବାକୁ ୱାର୍ଡ ସଭ୍ୟ ଭାବେ ନିର୍ବାଚିତ ହୋଇଥିଲେ। ହେଲେ ପ୍ରଶାସନର ଅଣଦେଖା ପ୍ରତିବାଦ କରି ସୋମବାର କଳାହାଣ୍ଡି ଜିଲା କୋକସରା…
କେସିଙ୍ଗା,୧୬।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଶିରୋଲ ଗ୍ରାମପଞ୍ଚାୟତ ପୋଢ଼ଖମ୍ବ ଗ୍ରାମର ନବ ଛତ୍ରିଆ (୭୦), ଫୁଲମତି ଛତ୍ରିଆ (୬୮) ବୃଦ୍ଧ ଦମ୍ପତି ସୋମବାର ଜିଲାପାଳଙ୍କ ଅଭିଯୋଗ…
ଖଡ଼ିଆଳ,୧୬ା୫(ଡି.ଏନ୍.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ଲାଲସାହେବ ପଡ଼ା ୱାର୍ଡ ନଂ ୭ ରାସ୍ତା ଖାଲଖମାରେ ଭର୍ତ୍ତି। ଏହି ରାସ୍ତା ନିର୍ମାଣ ପାଇଁ ବିଗତ ଏକ ବର୍ଷ ପୂର୍ବରୁ…
କଟକ ଅଫିସ,୧୬।୫: ଆସନ୍ତା ମେ୧୮ ତାରିଖରେ ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବ। ଏ ନେଇ ବୋର୍ଡ (ମାଧ୍ୟମିକ ଶିକ୍ଷା ପରିଷଦ) ପକ୍ଷରୁ ମଙ୍ଗଳବାର ଖବରଦାତା ସମ୍ମିଳନୀରେ ସୂଚନା…
ପାଟଣା,୧୬ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ୍ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ମାଣାଧୀନ ଧାନବେଣୀ-ବନବୀର ୨୦ କି.ମି ରାସ୍ତା ନିର୍ମାଣରେ ଅନିୟମିତତା ଦେଖାଯାଇଛି। ରାସ୍ତାର ଭାଳିଆ ଡାଳରୁ କଟାବେଡ଼ା…