କେନ୍ଦୁଝର,୨୫ା୨(ସ୍ବ.ପ୍ର.): କେନ୍ଦୁଝର ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ଶୁକ୍ରବାରଠାରୁ ନିଖୋଜ ହୋଇଥିବା ୪ ଛାତ୍ରଙ୍କ ପତ୍ତା ମିଳିନାହିଁ। ଏନେଇ ସେମାନଙ୍କ ପରିବାର ଲୋକ ଶନିବାର ଖବର ପାଇ…
ବରଗଡ଼ ଅଫିସ,୨୫ା୨: ରାଜ୍ୟ ସରକାର ସ୍କୁଲ ପରିସରକୁ ଦଣ୍ଡମୁକ୍ତ ଅଞ୍ଚଳ ଘୋଷଣା କରିଛନ୍ତି। ମାତ୍ର ସରକାରଙ୍କ ଏହି ଘୋଷଣା ବାଟବଣା ହୋଇପଡ଼ିଛି। ବରଗଡ଼ ସହରର ଖଜୁରଟିକ୍ରାସ୍ଥିତ ରାଧାମାଧବ…
ଗଞ୍ଜାମ,୨୫ା୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଡ଼ମପେଟା ଓ ପୁରୁଣାବନ୍ଧ ନିକଟସ୍ଥ ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ବିରଳ ପ୍ରଜାତିର ଅଲିଭ୍ ରିଡ୍ଲେଙ୍କ ସାମୂହିକ ଅଣ୍ଡାଦାନ ଜାରି ରହିଛି। ଗୁରବାର…
କୋରୁକୋଣ୍ଡା,୨୫ା୨(ଡି.ଏନ୍.ଏ.): ମାଲକାନଗିରି ଜିଲା ବାଲିମେଳା ପୋଟେରୁ ଜଳସେଚନ ପ୍ରକଳ୍ପର ସୋଲୁକୋଣ୍ଡା ବ୍ୟାରେଜ ଓ ମେଗା ଲିଫ୍ଟକୁ ଅଚାନକ ଗସ୍ତ କରିଛନ୍ତି ଜଳସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ…
କୋରୁକୋଣ୍ଡା,୨୫ା୨(ଡି.ଏନ୍.ଏ.): ମାଲକାନଗିରି ଜିଲା ଓର୍କେଲ ଥାନା ଅନ୍ତର୍ଗତ ତାରଲାକୋଟା ପଞ୍ଚାୟତ ଅଧିନସ୍ଥ ତାରଲାକୋଟା-ବି ଗ୍ରାମରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ତାରଲାକୋଟା-ବି ଗ୍ରାମରେ ଥିବା…
କେନ୍ଦୁଝର,୨୫ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅଞ୍ଚଳରେ ଜଣେ ୫ ବର୍ଷର ନାବାଳିକାକୁ ବଳାତ୍କାର କରିବା ଘଟଣାରେ ଅଭିଯୁକ୍ତଙ୍କ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି…
ବାରିପଦା ଅଫିସ,୨୫ା୨: ଶନିବାର ବାରିପଦା ଉପକଣ୍ଠ ୧୮ନଂ ଜାତୀୟ ରାଜପଥ ପାଲବଣିଠାରେ ପୃଥକ୍ ସଡ଼କ ଦୁର୍ଘଟଣାରେ ୩ ଆହତ ହୋଇଛନ୍ତି। ବସ୍-ଟ୍ରକ୍ ମୁଁହାମୁହିଁ ଧକ୍କା ହୋଇଥିବା ବେଳେ…
ଭବାନୀପାଟଣା,୨୫ା୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ବନ୍ଧାଗାଁ ତେଲ ନଦୀ ବ୍ରିଜ ଉପରୁ ଶନିବାର ଏକ ହାଇଓ୍ବା ଭାରସାମ୍ୟ ହରାଇ ତଳକୁ ଖସି ପଡ଼ିଛି। ସୌଭାଗ୍ୟବଶତଃ ଚାଳକ…
ଢେଙ୍କାନାଳ ଅଫିସ,୨୫।୨: ଢେଙ୍କାନାଳ ସହର ବାଜି ଚୌକଠାରେ ଥିବା ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସହରାଞ୍ଚଳ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଭାବେ ଶନିବାର ଲୋକାର୍ପଣ କରାଯାଇଛି…
ସାକ୍ଷୀଗୋପାଳ,୨୫।୨(ଡି.ଏନ୍.ଏ): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅଧୀନ ସାଣ୍ଢରା ଶାସନ ପଞ୍ଚାୟତରେ ଗ୍ରାମସଭା ଚାଲିଥିବା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ଗ୍ରାମୀଣ ଆବାସ ଯୋଜନା ହିତାଧିକାରୀଙ୍କ ତାଲିକାକୁ…