ଆର.ଉଦୟଗିରି,୨୩ା୬(ମନୋଜ କୁମାର ପାଢ଼ୀ): ଗଜପତି ଜିଲାର ଅନେକ ଅଞ୍ଚଳରେ ପିଇବା ପାଣିର ଘୋର ଅଭାବ ପରିଲକ୍ଷିତ ହେଉଛି। ଆର.ଉଦୟଗିରି ଥାନା ଆତରସିଂ ଗ୍ରାମରେ ଉତ୍କଟ ଜଳାଭାବ ଦେଖାଦେଇଛି।…
ବାଲିମେଳା,୨୩ା୬(ଶିବଦତ୍ତ ସାହୁ): ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ ନିର୍ମାଣାଧୀନ ଥିବା ପୋଲ କାର୍ଯ୍ୟ ଶେଷ ହେଉନାହିଁ। ଫଳରେ ଉକ୍ତ ଅଞ୍ଚଳରେ ବସବାସ କରୁଥିବା ଲୋକେ ବର୍ଷାଦିନେ ଯାତାୟାତରେ…
କାମାକ୍ଷାନଗର,୨୩।୬(ସୁଧୀର ପରିଡ଼ା): ଢେଙ୍କାନାଳ ଏବଂ ଅନୁଗୋଳ ଜିଲାରେ ଆତଙ୍କର ବାତାବରଣ ସୃଷ୍ଟି କରି ଦାଦାବଟି ଆଦାୟ କରୁଥିବା ‘କିଙ୍ଗ୍ ଅଫ୍ ଫରେଷ୍ଟ’ ଗ୍ୟାଙ୍ଗର ମୁଖା ଖୋଲିଛି। ଯୁବ…
କେନ୍ଦୁଝର,୨୩ା୬(ଦୀପକ ମିଶ୍ର): କେନ୍ଦୁଝର ଜିଲାରେ ବିଭିନ୍ନ କାରଣରୁ ଜଙ୍ଗଲ ନଷ୍ଟ ଯୋଗୁ ବନ୍ୟପ୍ରାଣୀ ଜନବସତି ମୁହାଁ ହେଉଛନ୍ତି। ଅଧିକାଂଶ ସମୟରେ ଲୋକଙ୍କ ମୁହାଁମୁହିଁ ପରିସ୍ଥିତି ଉପୁଜୁଛି। ବନ୍ୟପ୍ରାଣୀଙ୍କ ଆକ୍ରମଣରେ…
ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଶୁକ୍ରବାର ପୂର୍ବାହ୍ନ ସାଢେ ୧୧ରେ ଭବାନୀପାଟଣାରେ ପହଞ୍ଚି ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶରୀଙ୍କ ଦର୍ଶନ କରିଛନ୍ତି।…
ନିଶ୍ଚିନ୍ତକୋଇଲି, ୨୩।୬(ଅଶୋକ କୁମାର ମହାପାତ୍ର) : ସାମ୍ପ୍ରତିକ ସମାଜରେ ଉଚ୍ଚ ଶିକ୍ଷତ ଯୁବତୀ, ଯୁବକମାନେ ଚାକିରି ପଛରେ ଗୋଡ଼ାଉଛନ୍ତି। ଶେଷରେ ନ ପାଇ ବେକାର ହୋଇଯାଉଛନ୍ତି। ଏପରିସ୍ଥଳେ…
ବେଗୁନିଆ,୨୩ା୬(ହର ପ୍ରସନ୍ନ ପଣ୍ଡା): ଆଉ ଦିନ କେଇଟା ପରେ ଜୁନ୍ ମାସ ସରିବାକୁ ଥିବା ବେଳେ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ଖରିଫ୍ ଚାଷ କାର୍ଯ୍ୟ…
ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): ଭବାନୀପାଟଣାରେ ପହଞ୍ଚିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ସେ ପ୍ରଥମେ ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ରୀଙ୍କ ଦର୍ଶନ କରିବେ। ଏହାପରେ ଲାଲାବାହଦୂର…
କଟକ,୨୩ା୬(ସୁପ୍ରିୟା ପ୍ରିୟଦର୍ଶିନୀ): ମୌସୁମୀ ପ୍ରଭାବରେ ଲଗାଣ ବର୍ଷା ଯୋଗୁ କଟକ ସହରର ଅଧିକାଂଶ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ବିଶେଷକରି ନୂଆ ରାଉସାପାଟଣା, ମକରବାଗ ସାହି, ସୂତାହାଟ,…
କଟକ,୨୩ା୬(ସୁପ୍ରିୟା ପ୍ରିୟଦର୍ଶିନୀ): ଓଡ଼ିଶାରେ ମୌସୁମୀ ପ୍ରବେଶ କଲାଣି। ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। କଟକରେ ମଧ୍ୟ ବର୍ଷା ହୋଇଛି। ବର୍ଷା ଦିନରେ ସହରରେ ଜଳବନ୍ଦୀ…