ଆମ ଜିଲା ଖବର

ଏସ୍‌ଏସ୍‌ସି ମାନ୍ୟତା ପାଇଲେ ମିଳିବ ଘରବାରି ପଟ୍ଟା

ଚିତ୍ରକୋଣ୍ଡା,୨୨ା୬ (କ୍ଷୀରୋଦ ବେହେରା)ମାଲକାନଗିରି ଜିଲା ପ୍ରଶାସନ ଦ୍ୱାରା ୨୦୧୧ରେ ହୋଇଥିବା ଜନଗଣନାରେ ଚିତ୍ରକୋଣ୍ଡା ପଞ୍ଚାୟତର ୭୫୦୦ ଶହରୁ ଊର୍ଦ୍ଧ୍ୱ ଲୋକ ଥିବା ବେଳେ ୧୦ ବର୍ଷ ପରେ…

3 years ago

କମୁଛି ନାଗାବଳୀ ଜଳସ୍ତର, ଜଳ ଯୋଗାଣ ପ୍ରଭାବିତ ଆଶଙ୍କା

ରାୟଗଡ଼ା,୨୨ା୬(ଆଶିଷ ରଞ୍ଜନ ପଣ୍ଡା)ଚଳିତ ବର୍ଷ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ରାୟଗଡ଼ା ଜିଲାରେ ପ୍ରବାହିତ ହେଉଥିବା ୩ଟି ନଦୀ ପ୍ରାୟତଃ ଶୁଖିଲା ପଡ଼ିଛି ା ଜିଲାରେ ଜଳ ଯୋଗାଇ…

3 years ago

ସୁଧୁରୁନି ସ୍ବାସ୍ଥ୍ୟସେବା

ନୟାଗଡ,୨୨ା୬(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ମୁଖ୍ୟ ଚିକିସତ୍ାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇ ପଡିଛି ବୋଲି ଅଭିଯୋଗ ହୋଇ ଆସୁଛି। ସ୍ବାସ୍ଥ୍ୟସେବାକୁ ସୁଧାରିବା ପାଇଁ ବିଭିନ୍ନ ସମୟରେ ସାଧାରଣରେ ଦାବି…

3 years ago

ଧନ୍ଦାମୂଳକ ଶିକ୍ଷା ବ୍ୟବସ୍ଥାର ଉନ୍ନତି ଆବଶ୍ୟକ

ଖଣ୍ଡପଡ଼ା,୨୨ା୬(ଅଜୟ କୁମାର ମହାରଣା)ନୟାଗଡ଼ ଜିଲା ନୀଳମାଧବ ମହାବିଦ୍ୟାଳୟରେ ଗତ ୧୯୯୧-୯୨ ଶିକ୍ଷା ବର୍ଷଠାରୁ ଧନ୍ଦାମୂଳକ ଶିକ୍ଷା ବ୍ୟବସ୍ଥା ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି ା ତେବେ ବିଗତ…

3 years ago

ନୀଳାଚଳ କୋଇଲା କାରଖାନା ଯୋଗୁ ବଢୁଛି ପ୍ରଦୂଷଣ

ଜେନାପୁର,୨୨ା୬(ଅଶୋକ ଦାସ):ଯାଜପୁର ଜିଲା ଧର୍ମଶାଳା ତହସିଲ ସହାଣୀଡିହ ପଞ୍ଚାୟତ ଅଧୀନ ବାରମାଣ ମୁଣ୍ଡାସାହି ଗ୍ରାମ ନିକଟରେ ଦୀର୍ଘବର୍ଷ ହେବ ନୀଳଚଳ କୋଇଲା କାରଖାନା ବେଆଇନ ଭାବେ ଚାଲିଥିବା…

3 years ago

ବିସ୍ଥାପନକୁ ନେଇ ଆନ୍ଦୋଳନ ତେଜୁଛି

ଯାଜପୁର,୨୨ା୬(ହର୍ଷବର୍ଦ୍ଧନ ବେହେରା)ଶିଳ୍ପାୟନ ପ୍ରକ୍ରିୟାରେ ଅଞ୍ଚଳରେ ଦେଖାଯାଇଥିବା ପ୍ରଦୂଷଣ ସମସ୍ୟା ଓ ଏହାର ନିୟନ୍ତ୍ରଣ ଦିଗରେ ସରକାରଙ୍କ ବିଫଳତା ଲୋକଙ୍କୁ ଏଭଳି ହତାଶ କରିଛି ଯେ ଆର୍ଥତ୍କ ଅଭିବୃଦ୍ଧିର…

3 years ago

ଦଲକ ସନ୍ଧାନରେ କୀଟପତଙ୍ଗଙ୍କ ମୃତ୍ୟୁ

ଯାଜପୁର,୨୨ା୬(ହର୍ଷବର୍ଦ୍ଧନ ବେହେରା) :ଜୈବବିବିଧତା, ପରିବେଶ, କୃଷି, ମାନବ ସ୍ବାସ୍ଥ୍ୟ ଏବଂ ପ୍ରାକୃତିକ ସମ୍ପଦର ସୁରକ୍ଷାରେ କୀଟପତଙ୍ଗମାନଙ୍କ ଭୂମିକା ଅପରିହାର୍ଯ୍ୟ। ବିଜ୍ଞାନର ଅନେକ ଅଗ୍ରଗତି ପାଇଁ ମଧ୍ୟ କୀଟପତଙ୍ଗ…

3 years ago

ମଡେଲ ବସ୍‌ଷ୍ଟାଣ୍ଡ ନିର୍ମାଣରେ ବିଳମ୍ବ

ଜଗତ୍‌ସିଂହପୁର,୨୨ା୬(ପ୍ରମୋଦ କୁମାର ନାୟକ)ଜଗତ୍‌ସିଂହପୁର ଜିଲା ମୁଖ୍ୟାଳୟରେ ଏକ ସ୍ଥାୟୀ ବସଷ୍ଟାଣ୍ଡ ନିର୍ମାଣ ପାଇଁ ୧୧ ବର୍ଷ ପୂର୍ବରୁ ଚିନ୍ତା କରାଯାଇଥିଲା । ସେତେବେଳେ ଏହି ଖବର ସାଧାରଣରେ…

3 years ago

ରାତି ପାଠପଢ଼ାରେ ବିଦ୍ୟୁତ୍‌ ବାଧକ

ନାଉଗଁା,୨୨ା୬(ସୁଧା ବେହୁରା) ନାଉଗଁା ବ୍ଲକର ତିରୁଣା ପଞ୍ଚାୟତ ଦହିପାଳ(ବେଲକନ୍ଦା)ଠାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନିର୍ମାଣ ହୋଇଛି। ୯ କୋଟି ୯୯ ଲକ୍ଷ ୯୧ ହଜାର ଟଙ୍କା ବ୍ୟୟ…

3 years ago

ପାଣି ପାଇପ ମିସ୍ତ୍ରିଙ୍କ ଚିହ୍ନଟ ଜରୁରୀ

କେନ୍ଦ୍ରାପଡ଼ା,୨୨ା୬ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାର ଲକ୍ଷେରୁ ଊର୍ଦ୍ଧ୍ୱ କୁଶଳୀ ପାଣି ପାଇପ ମିସ୍ତ୍ରି ଦେଶ ବିଦେଶରେ ରହି କାମ କରୁଛନ୍ତି। ଦି ଇଣ୍ଡିଆନ ପ୍ଲମ୍ବିଂ ସ୍କିଲ୍‌ କାଉନସିଲର…

3 years ago