ଆମ ଜିଲା ଖବର

ଘରେ ପଶି ଏସିଡ୍‌ ମାଡ଼ ମାମଲା: ୨ଜଣଙ୍କୁ ପଚରାଉଚରା, ଜଣେ ଅଟକ

ବାଲେଶ୍ୱର ଅଫିସ, ୨୨ା୨: ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଭୀମପୁରା ଗ୍ରାମ ଏସିଡ୍‌ ମାଡ଼ ଘଟଣାରେ ପୋଲିସ ମଙ୍ଗଳବାର ୨ଜଣ ଧରି ପଚରାଉଚରା କରୁଥିବା ବେଳେ…

3 years ago

ବଦଳିଲେ ୪ ଆଇଆଇସି

ରାୟଗଡ଼ା,୨୧।୨(ସ୍ବ.ପ୍ର.): ରାୟଗଡ଼ା ଏସପି ବିବେକାନନ୍ଦ ଶର୍ମାଙ୍କ ଅଧ୍ୟକ୍ଷତାରେ ଜିଲା ପୋଲିସ ବୋର୍ଡ ପକ୍ଷରୁ ୪ ଆଇଆଇସିଙ୍କୁ ବଦଳି କରାଯାଇଛି। ରାୟଗଡ଼ା ଆଇଆଇସି ରଶ୍ମିରଞ୍ଜନ ପ୍ରଧାନଙ୍କୁ ବିଷମକଟକ ବଦଳି…

3 years ago

ରାମଚନ୍ଦ୍ରଙ୍କ ପାଇଁ ଆବାସ ଘର ସ୍ବପ୍ନ

କାଏମା,୨୧ା୨(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରାମଚନ୍ଦ୍ର ପରିଡାଙ୍କ ପାଇଁ ସାତ ସପନ ହୋଇଛି। ବୃଦ୍ଧ ବୟସରେ ରାମଚନ୍ଦ୍ରଙ୍କ ଜୀବନ ଭଙ୍ଗାଘରେ ଦୁର୍ଦ୍ଦଶା ଭିତରେ ବିତୁଛି। ଧର୍ମଶାଳା ଥାନା…

3 years ago

ଏନ୍‌ସି କଲେଜକୁ ୨୦.୮୮ କୋଟି ମଞ୍ଜୁର

ଯାଜପୁର ଅଫିସ,୨୧ା୨:ଯାଜପୁର ଟାଉନ୍‌ସ୍ଥିତ ନରସିଂହ ଚୌଧୁରୀ(ଏନ୍‌ସି) ସ୍ବୟଂଶାସିତ କଲେଜର ନବୀକରଣ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର ୨୦କୋଟି ୮୮ ଲକ୍ଷ ୪୨ ହଜାର ଟଙ୍କା ମଞ୍ଜୁର…

3 years ago

ରାତିଅଧିଆ ଚାଲିଛି ଗ୍ରାମ୍ୟ ଉନ୍ନୟନ ରାସ୍ତା କାମ

କୋରେଇ,୨୧ା୨(ଡି.ଏନ.ଏ):ଯାଜପୁର ଜିଲା କୋରେଇ ବ୍ଲକ ଅଧୀନ ବିଭିନ୍ନ ଗ୍ରାମ ତଥା ପଞ୍ଚାୟତକୁ ସଂଯୋଗୀକରଣ ନିମନ୍ତେ ସମୁଦାୟ ୧୩ଟି ରାସ୍ତାର ମରାମତି ଓ ପ୍ରଶସ୍ତିକରଣ ଆରମ୍ଭ ହୋଇଛି ।…

3 years ago

ଖାଦ୍ୟ ସୁରକ୍ଷା ଅଧିକାରୀଙ୍କ ଅଫିସ୍‌ ଗୃହ ନାହିଁ

ପାରାଦୀପ,୨୧ା୨(ସ୍ବ.ପ୍ର.):ଦେଶ, ରାଜ୍ୟ ଏବେ ବିକାଶ ଅଭିମୁଖେ ଗତି କରୁଛି ବୋଲି ସରକାରୀ ଭାବେ ପ୍ରଚାର ପ୍ରସାର ଚାଲିଛି। ମନ୍ଦିର, ଷ୍ଟାଡିୟମ, ରାସ୍ତା, କାନ୍ଥ ବାଡରେ ସୌନ୍ଦର୍ଯ୍ୟକରଣ କରାଯାଉଛି।…

3 years ago

ମଧୁରଜଳ ବିନା ବିପଦରେ ଭିତରକନିକା

କେନ୍ଦ୍ରାପଡା ଅଫିସ,୨୧ା୨:ଗତ ୧୩ ତାରିଖରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା ା ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଭୁବନେଶ୍ୱର ମହାନିଗମର ପାନୀୟ ଜଳ ଭରଣା…

3 years ago

ଜଗତ୍‌ସିଂହପୁର, ପାରାଦୀପରେ ପଲିଥିନ ବ୍ୟାନ୍‌ ପ୍ରହସନ

ଜଗତ୍‌ସିଂହପୁର ଅଫିସ, ୨୧ା୨:୨୦୧୯ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ଓଡ଼ିଶା ସରକାର ପଲିଥିନ ବିକ୍ରି ଓ ବ୍ୟବହାର ଉପରେ ଅଙ୍କୁଶ ଲଗାଇଛନ୍ତି। କିନ୍ତୁ ସରକାରଙ୍କ ଏହି ନିର୍ଦ୍ଦେଶନାମା…

3 years ago

ପରିଚାଳନା ତ୍ରୁଟିରୁ ରକ୍ତ ଅଭାବ

ନୟାଗଡ଼ ଅଫିସ,୨୧ା୨:ପରିଚଳାନାରେ ତ୍ରୁଟି କାରଣରୁ ସଙ୍କଟରେ ନୟାଗଡ଼ ଜିଲା ମୁଖ୍ୟ ଚିକିସତ୍ାଳୟ ପରିସରରେ ଥିବା ରକ୍ତ ଭଣ୍ଡାର । ଫେବୃୟାରୀରେ ଶୂନ୍ୟ ହୋଇ ଯାଉଛି ରକ୍ତ ଭଣ୍ଡାର।…

3 years ago

୧୫ ଦିନ ହେଲା ଇନ୍‌ସୁଲିନ ମିଳୁନି

ନୟାଗଡ଼ ଅଫିସ,୨୧ା୨:ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ମାଗଣାରେ ଇନ୍‌ସୁଲିନ୍‌ ମିଳୁନି। ରୋଗୀ ୧୫ ଦିନ ହେଲା ନିରାମୟ କାଉଣ୍ଟର ସମ୍ମୁଖରେ ଧାଡିରେ ଛିଡା ହୋଇ ଅପେକ୍ଷା କରି…

3 years ago