ଆମ ଜିଲା ଖବର

୨ ମାସରେ ତଦନ୍ତ ସାରିବାକୁ ଭୁବନେଶ୍ୱର ଡିସିପିଙ୍କୁ ନିର୍ଦ୍ଦେଶ

କଟକ ଅଫିସ,୨୧ା୨:ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କୁ ଆକ୍ରମଣ ମାମଲାରେ ୨ମାସ ମଧ୍ୟରେ ଆଇନ ଅନୁଯାୟୀ ତଦନ୍ତ ଶେଷ କରିବା ନିମନ୍ତେ ହାଇକୋର୍ଟ ଭୁବନେଶ୍ୱର ଡିସିପିଙ୍କୁ ସୋମବାର ନିର୍ଦ୍ଦେଶ ଦେଇଛନ୍ତି।…

3 years ago

ଆନନ୍ଦପୁର ରକ୍ତଭଣ୍ଡାରରେ ନିଆଁ

ଆନନ୍ଦପୁର, ୨୧।୨(ସ୍ବ.ପ୍ର.):କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ରକ୍ତଭଣ୍ଡାରରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଏକ ଫ୍ରିଜ୍‌ରେ ଶର୍ଟ ସର୍କିଟ୍‌ରୁ ନିଅଁା ଲାଗି ସମ୍ପୂର୍ଣ୍ଣ…

3 years ago

ଅନ୍ତେବାସୀ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ରେ ଆକ୍ରାନ୍ତ

ବାଲେଶ୍ୱର ଅଫିସ/ସୋର, ୨୧।୨(ଡି.ଏନ.ଏ.):ବାଲେଶ୍ୱର ଜିଲା ସୋର ପୌରାଞ୍ଚଳ ଅଧୀନ ଗାନ୍ଧୀ ସେବାସଂଘ ପୁରୁବାଈ କନ୍ୟାଶ୍ରମରେ ଅଜଣା ରୋଗ ବ୍ୟାପିବାର କାରଣ ସ୍ପଷ୍ଟ ହୋଇଛି। କନ୍ୟାଶ୍ରମର ୫ ଅନ୍ତେବାସୀ…

3 years ago

ତୀର୍ଥଯାତ୍ରାରେ ଗଲେ ୯୭୦ ବରିଷ୍ଠ ନାଗରିକ

ବାଲେଶ୍ୱର ଅଫିସ, ୨୧।୨:‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା-୨୦୨୩’ ରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ଯାଜପୁର ଜିଲାରୁ ୯୭୦ ତୀର୍ଥଯାତ୍ରୀ ଓ ୩୦ ଏସ୍କର୍ଟ ଅଫିସରଙ୍କୁ…

3 years ago

ଗୋପାଳଙ୍କୁ ଜେଲରେ ସୁରକ୍ଷା ଦେବା ନେଇ ମାମଲା

କଟକ ଅଫିସ,୨୧ା୨:ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳ ଦାସ ଓ ତାଙ୍କ ପରିବାରକୁ ସୁରକ୍ଷା ଯୋଗାଇଦେବା ନେଇ ସୋମବାର ହାଇକୋର୍ଟରେ ଏକ…

3 years ago

ଗୋପାଳ ମାନସିକ ରୋଗୀ

କଟକ ଅଫିସ,୨୧ା୨:ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାର ଅଭିଯୁକ୍ତ ଗୋପାଳ ଦାସ ଜଣେ ମାନସିକ ରୋଗୀ। ତାଙ୍କର ଦୀର୍ଘଦିନ ଧରି ମାନସିକ ଅସୁସ୍ଥତାର ଇତିହାସ…

3 years ago

ସୁଯୋଗ ମିଳିଲେ ଗୋପାଳ ଭଳି ଗୁଳି କରିଦେବି

ସମ୍ବଲପୁର,୨୧ା୨(ବ୍ୟୁରୋ): ଜାନୁୟାରୀ ୨୯ରେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କୁ ଝାରସୁଗୁଡା ଜିଲା ଗାନ୍ଧୀ ଛକ ଫାଣ୍ଡିରେ କାର୍ଯ୍ୟରତ ଏଏସ୍‌ଆଇ ଗୋପାଳ କୃଷ୍ଣ ଦାସ ଅତି ନିକଟରୁ ଗୁଳିକରି…

3 years ago

୬୪୧୨ ଜନବସତିକୁ ରାସ୍ତା ନାହିଁ

ଯାଜପୁର ଅଫିସ,୨୧ା୨: ରାଜ୍ୟରେ ଏବେବି ୬,୪୧୨ ଜନବସତିକୁ ରାସ୍ତା ସଂଯୋଗ ହୋଇପାରିନାହିଁ। ଏଥିରେ କୋରାପୁଟ ଜିଲାରେ ସର୍ବାଧିକ ୮୪୮ ଜନବସତି ରହିଛି। ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା…

3 years ago

ଯୌତୁକ ନିର୍ଯାତନା ଅଭିଯୋଗ, ସ୍ବାମୀ ଫେରାର

ଦିଗପହଣ୍ଡି,୨୦ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବାରିକସାହିରେ ମହିଳାଙ୍କୁ ଯୌତୁକ ନିର୍ଯାତନା ଅଭିଯୋଗ ହୋଇଛି। ଲିଲିମା ନାୟକ ନାମକ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ସନ୍ତୋଷ ନାୟକ ଓ…

3 years ago

ଏନ୍‌ବିଡବ୍ଲ୍ୟୁରେ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ,୨୦ା୨-ବ୍ରହ୍ମପୁର ସଦର ଥାନା ପୋଲିସ ଜାମିନବିହୀନ ଗିରଫ ପରୱାନା (ଏନ୍‌ବିଡବ୍ଲ୍ୟୁ) ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ଦକ୍ଷିଣପୁର ଗ୍ରାମର ରାମକୃଷ୍ଣ ନାହାକ…

3 years ago