ଆମ ଜିଲା ଖବର

ବାଇକ୍‌କୁ ପିଟିଲା ପିକ୍‌ଅପ୍‌, ଦୁଇ ଭାଇଙ୍କ ଜୀବନ ଗଲା

ଜେକେପୁର,୧୯ା୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ଗେଟିପଡ଼ା ବ୍ରିଜ୍‌ ନିକଟରେ ପିକ୍‌ଅପ୍‌-ବାଇକ୍‌ ମଧ୍ୟରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦୁଇଜଣ ହେଲେ ବୁଲୁ ବେନିଆ(୩୭)…

3 years ago

ଦୋକାନରୁ ୩୦ଲକ୍ଷର ଗହଣା ଚୋରି: ମ୍ୟାନେଜରଙ୍କୁ ଖୋଜୁଛି ପୋଲିସ

ବ୍ରହ୍ମପୁର ଅଫିସ,୧୯।୨: ସାନବଜାର ଛକ ସାନ୍ତାରାଣୀ ଇଷ୍ଟେଟରେ ଥିବା ଏକ ସୁନା ଦୋକାନରୁ ୩୦ ଲକ୍ଷ ଟଙ୍କାର ସୁନାଗହଣା ଓ ରୁପା ସାମଗ୍ରୀ ଚୋରି ହୋଇଥିଲା। ଅଭିଯୋଗ…

3 years ago

ଉନ୍ନୟନମୂଳକ କାର୍ଯ୍ୟ ତଦାରଖ କଲେ ୩ ଜିଲାର ଜନପ୍ରତିନିଧି

ପୁରୁଷୋତ୍ତମପୁର,୧୯ା୨(ଡି.ଏନ୍‌.ଏ.): ସରକାରଙ୍କ ପକ୍ଷରୁ ବିଭିନ୍ନ ସ୍ଥାନରେ କରାଯାଉଥିବା ଉନ୍ନୟନମୂଳକ କାର୍ଯ୍ୟରେ କଭଳି ନୂତନ ବୈଷୟିକ କାରିଗରୀ ନକ୍ସାର ଢାଞ୍ଚାରେ କାର୍ଯ୍ୟଶୈଳୀଗୁଡ଼ିକୁ ଦେଖିବା ଲାଗି ରାଜ୍ୟର ବିଭିନ୍ନ ଜିଲାରୁ…

3 years ago

ପ୍ରତିଶ୍ରୁତି ଦୋହରାଇଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ,୧୯ା୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଇକମାଳ ପରେ ରବିବାର ପଦ୍ମପୁରରେ ପହଞ୍ଚିଛନ୍ତି। ଏଠାରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ଏସ୍‌ଏଚଜି…

3 years ago

ବିପଦସଙ୍କୁଳ ଶ୍ରେଣୀ ଗୃହ

ନାରାୟଣପାଟଣା,୧୯।୨(ଡି.ଏନ.ଏ.): ସରକାରୀ ବିଦ୍ୟାଳୟରେ ଛାତ୍ରୀ ଛାତ୍ରଙ୍କ ପାଇଁ ସରକାର ଅନେକ ସୁବିଧା କରୁଛନ୍ତି। ଛତା, ଜୋତା, ଡ୍ରେସ୍‌ଠାରୁ ଆରମ୍ଭ କରି ବିଦ୍ୟାଳୟର ଉନ୍ନତୀକରଣ ଓ ସୌନ୍ଦର୍ଯ୍ୟକରଣ ଲାଗି…

3 years ago

ହାତୀ-ବନ କର୍ମଚାରୀ ମୁହାଁମୁହିଁ, ୩ ଆହତ

ଭଞ୍ଜନଗର,୧୯।୨(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ତାରସିଂ ରେଞ୍ଜରେ ଶନିବାର ଗୋଟିଏ ଛୁଆ ହାତୀ ଆକ୍ରମଣରେ ଜଣେ ବନରକ୍ଷୀ ଆହତ ହୋଇଛନ୍ତି । ଏଥିସହ…

3 years ago

ସୂଚନା ଫଳକ ଫଟୋ ଲଗାଇ ଅର୍ଥ ହଡ଼ପ ଅଭିଯୋଗ

ଖଇରା,୧୯।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ରଟିଣା ପଞ୍ଚାୟତରେ ବର୍ତ୍ତମାନ ଚାଲିଥିବା ଉନ୍ନୟନ କାର୍ଯ୍ୟ ମଧ୍ୟରୁ ଅଧିକାଂଶ କାମ ବିନା ଫଳକରେ ଶେଷ ହୋଇଛି। କାର୍ଯ୍ୟଗୁଡ଼ିକ ମଧ୍ୟ…

3 years ago

ବେସରକାରୀ ଜମିରେ ପିଣ୍ଡି

ବଇଣ୍ଡା, ୧୯।୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କୃର୍ତ୍ତିବାସପୁର ପଞ୍ଚାୟତ ଜରପଡ଼ା ସାପ୍ତାହିକ ହାଟରେ ବ୍ୟବସାୟିକ ସୁବିଧା ପାଇଁ ପିଣ୍ଡି ନିର୍ମାଣ କରାଯାଇଛି। ହେଲେ ଉକ୍ତ ପିଣ୍ଡି…

3 years ago

ଅଭିନେତା ପପୁ ପମ୍‌ପମ୍‌ଙ୍କୁ ପଥର ମାଡ଼

ଚିକିଟି,୧୯।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଏନ୍‌ ଏ ଚିକିଟି ବ୍ଲକ ଅନ୍ତର୍ଗତ ସୁରଳ ଗ୍ରାମରେ ଶୁକ୍ରବାର ଅଭିନେତା ପପୁପମ୍‌ଙ୍କୁ ପଥର ମାଡ଼ ହୋଇଛି। ଜାଗର ପାଇଁ ମୁକ୍ତେଶର ମହାଦେବଙ୍କ…

3 years ago

ଜାଗର ଯାତ୍ରା ଦେଖି ଫେରୁଥିବା ବେଳେ ଓଲଟିଲା ଅଟୋ: ୩ ମୃତ

ଅନୁଗୋଳ ଅଫିସ,୧୯ା୨: ଅନୁଗୋଳ ଜିଲା ଶଙ୍ଖପୁର ଖାଲଗାଁ ନିକଟରେ ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଜାଗର ଯାତ୍ରାରୁ ଫେରୁଥିବା…

3 years ago