କଳିଙ୍ଗନଗର,୧୯।୨(ଡି.ଏନ.ଏ.): ବ୍ୟାସନଗର ସହରର ପ୍ରିୟଦର୍ଶିନୀ ମାର୍ଗ ୧୫ନଂ. ୱାର୍ଡରେ ଥିବା କପିଳେଶ୍ୱର ଶିବମନ୍ଦିରରେ ଶନିବାର ମହାଶିବରାତ୍ରି ଉପଲକ୍ଷେ ଦୀପ ଜାଳୁଥିବାବେଳେ ନିଆଁ ଲାଗି ଜଣେ ମହିଳା ଗୁରୁତର…
ଖୁଣ୍ଟୁଣୀ,୧୯।୨(ଡି.ଏନ୍.ଏ.): କଟକ ଜିଲାର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ଶନିବାର ଥିଲା ଜାଗର ଯାତ୍ରା। ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖିବା ସହ ଝୁଲାପୋଲର ମରାମତି ଚାଲିଥିବାରୁ ପୂର୍ବରୁ ୧୪୪…
ଢେଙ୍କାନାଳ ଅଫିସ,୧୯।୨: ଢେଙ୍କାନାଳ କପିଳାସ ଶୈବପୀଠରେ ଶନିବାର ଜାଗର ଯାତ୍ରା ପାଇଁ ଉତ୍ସବମୁଖର ହୋଇପଡ଼ିଥିବାବେଳେ ଘଟିଛି ଅଭାବନୀୟ ଘଟଣା। ଜଣେ ଶ୍ରଦ୍ଧାଳୁ ପାହାଚ ରାସ୍ତା ଦେଇ ଜାଗରଯାତ୍ରା…
ନୟାଗଡ଼ ଅଫିସ,୧୯।୨: ଫେକ୍ ଆକାଉଣ୍ଟରେ ୪୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ନୟାଗଡ଼ ଟାଉନ ଥାନା ପୋଲିସ ନୟାଗଡ଼ ସହରରର ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର…
ବ୍ରଜରାଜନଗର,୧୯।୨(ଡି.ଏନ.ଏ.): ବେଆଇନ ଭାବେ ମାଟି ଓ ମୋରମ ଉତ୍ତୋଳନ କରୁଥିବା ବଂଶଲ ଇନ୍ଫ୍ରା ପ୍ରୋଜେକ୍ଟସ ଲିମିଟେଡକୁ ଝାରସୁଗୁଡା ଉପଜିଲାପାଳ କିଶୋର ଚନ୍ଦ୍ର ସ୍ବାଇଁ ୫ଲକ୍ଷ ଟଙ୍କା ଜରିମାନା…
ପଦ୍ମପୁର,୧୯।୨(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ବରଗଡ଼ ଜିଲା ପଦ୍ମପୁର ନିର୍ବାଚନମଣ୍ଡଳୀ ଗସ୍ତ କରିବେ। ଏହି ଗସ୍ତ ସମୟରେ ସେ ଉକ୍ତ ନିର୍ବାଚନମଣ୍ଡଳୀ ଅଧୀନ ଝାରବନ୍ଧ, ପାଇକମାଳ…
ସୋର, ୧୯।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ଗାନ୍ଧୀ ସେବା ସଂଘ ପୁରୁବାଈ କନ୍ୟାଶ୍ରମରେ ଅଜଣା ରୋଗ ବ୍ୟାପିଛି। ବାନ୍ତି, ପେଟ ବ୍ୟଥା ସାଙ୍ଗକୁ ଜ୍ୱରରେ…
ଦାରିଙ୍ଗବାଡ଼ି,୧୮ା୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଅନସୂଚିତ ଜନଜାତି ବସବାସ କରୁଛନ୍ତି। ଏହି ଜିଲାର ହଳଦୀ ସମଗ୍ର ବିଶ୍ୱ ଦରବାରରେ ପରିଚିତ ରହିଥିବା ବେଳେ ଜୈବିକ ପଦ୍ଧତିର…
ନୂଆପଡ଼ା ଅଫିସ,୧୮ା୨: ନୂଆପଡ଼ା ସଦର ବ୍ଲକ ଭାଲେଶ୍ୱର ପଞ୍ଚାୟତରେ ଡ୍ରୋନ୍ ସାହାଯ୍ୟରେ ଦିବ୍ୟାଙ୍ଗଙ୍କ ନିକଟରେ ପହଞ୍ଚିଛି ଭତ୍ତା ଟଙ୍କା। ଜିଲାରେ ପ୍ରଥମ କରି ଡ୍ରୋନ୍ ଯୋଗେ ହିତାଧିକାରୀଙ୍କ…
ବୌଦ୍ଧ,୧୮ା୨(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ବ୍ରାହ୍ମଣଗାଁ ଛକଠାରେ ଶନିବାର ସନ୍ଧ୍ୟାରେ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ…