ଭଞ୍ଜନଗର,୧୭।୨(ଡି.ଏନ.ଏ.): ଭଞ୍ଜନଗର କବିସମ୍ରାଟ ଆଥ୍ଲେଟିକ୍ ଆସୋସିଏଶନ ଦ୍ୱାରା ପରିଚାଳିତ ଭଞ୍ଜନଗର ଜେଲ ପଡ଼ିଆକୁ ବାଣିଜ୍ୟ ମେଳା ପାଇଁ ଅନୁମତି ଦିଆଯାଇଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।…
ରୂପସା, ୧୭।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ତହସିଲ ରୂପସା ଥାନା ଅଧୀନ ଗଡ଼ପଦା ପଞ୍ଚାୟତ ଅଧୀନ କେନ୍ଦୁଡ଼ାଙ୍ଗିରି ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ଏମ୍ଜିଏନ୍ଆର୍ଇଜିଏସ୍ରେ ବ୍ୟାପକ ଅନିୟମିତତା ହୋଇଥିବା…
ଖଇରା,୧୭।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରା ସଞ୍ଚୟିକା ମହାସଂଘର ସଦସ୍ୟମାନେ ସ୍ବାବଲମ୍ବୀ ହେବା ଲକ୍ଷ୍ୟରେ ଚଳିତବର୍ଷ ୨ଟି ସ୍ଥାନରେ ବ୍ରକୋଲି ଚାଷ ଆରମ୍ଭ ହୋଇଛି। ଖଇରା ପଞ୍ଚାୟତ…
ଆରଡ଼ି,୧୭।୨(ଡି.ଏନ୍.ଏ.): ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠର ଉନ୍ନତୀକରଣ ପାଇଁ ୬ବର୍ଷ ତଳେ ୬ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିଲା। ତଦନୁଯାୟୀ କାର୍ଯ୍ୟ ମଧ୍ୟ ଚାଲୁ ରହିଥିଲା।…
କଟକ ଅଫିସ,୧୭ା୨: ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକ(ଏମ୍ଡି) ପଦରେ ଅବସରପ୍ରାପ୍ତ ପ୍ରଶାସକ ଗୋପବନ୍ଧୁ ଶତପଥୀଙ୍କ ପୁନଃ ନିଯୁକ୍ତିକୁ ଚ୍ୟାଲେଞ୍ଜ କରି ଆଗତ ମାମଲାରେ ହାଇକୋର୍ଟ…
କଟକ ଅଫିସ,୧୭ା୨: ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ୬ଟି ସଦସ୍ୟ ପଦ ଖାଲି ପଡିଛି। ଏହାଦ୍ୱାରା ଆୟୋଗ ସମ୍ପୂର୍ଣ୍ଣ ଅଚଳ ସ୍ଥିତିରେ ପହଞ୍ଚତ୍ଛି। ଏ…
ନୟାଗଡ଼ ଅଫିସ/ଭାପୁର,୧୭ା୨(ଡି.ଏନ.ଏ.): ନୟାଗଡ ଜିଲା ଭାପୁର ବ୍ଲକରେ କୋଟି କୋଟି ଟଙ୍କାର ଫଲସ୍ ବିଲ୍ ହେବା ପରେ ଏହା ଚର୍ଚ୍ଚାକୁ ଆସିଥିଲା। ଏପରିପ୍ରେକ୍ଷୀରେ ଭାପୁର ବ୍ଲକ ପଦ୍ମାବତୀ…
ନୟାଗଡ଼ ଅଫିସ,୧୭।୨: ନୟାଗଡ଼ ବନଖଣ୍ଡ ନୟାଗଡ଼ ରେଞ୍ଜ୍ର ଖେଡ଼ପଡା ଫରେଷ୍ଟ ଅନ୍ତର୍ଗତ ରାସୋଳ ଜଙ୍ଗଲ ଜଳୁଛି। ଗୁରୁବାର ପୂର୍ବାହ୍ନରୁ ଜଙ୍ଗଲରେ ନିଆଁ ଲାଗିଥିବାବେଳେ ବନ ବିଭାଗର କର୍ମଚାରୀମାନେ…
ମହାକାଳପଡ଼ା,୧୭ା୨(ଡି.ଏନ.ଏ.): ସାମୁଦ୍ରିକ ବିରଳ ଜୀବ ମଧ୍ୟରେ ହର୍ସସୁ କ୍ରାବ୍ ବା ଅଶ୍ୱଖୁରା କୃତି କଙ୍କଡ଼ାକୁ ବୈଜ୍ଞାନିକ ମତରେ ନୀଳ ରକ୍ତ କଙ୍କଡା କୁହାଯାଏ। ବିଶେଷକରି ଏହି ନୀଳରକ୍ତ…
ଜଗତ୍ସିଂହପୁର ଅଫିସ,୧୭ା୨: ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ରାଜ୍ୟର ୧୧୪ଟି ସହରାଞ୍ଚଳରେ ଖତ ପ୍ରକ୍ରିୟାକରଣ (ଏମ୍ସିସି) ଏବଂ ବର୍ଜ୍ୟବସ୍ତୁ ପରିଚାଳନା (ଏମ୍ଆର୍ଏଫ୍)…