ଆମ ଜିଲା ଖବର

ଆଲୋକିତ ହେଲା ପଦ୍ମଶ୍ରୀଙ୍କ ଘର

କେନ୍ଦୁଝର,୧୮ା୧୨(ସ୍ବ.ପ୍ର.): ବାଂଶପାଳ ବ୍ଲକ ତଳବୈତରଣୀ ଗ୍ରାମରେ ରହୁଥିବା ପଦ୍ମଶ୍ରୀ ଦୈତାରୀ ନାଏକଙ୍କ ଘର ଆଲୋକିତ ହେଲା। ଦୀର୍ଘ ଏକ ମାସ ଧରି ବିଦ୍ୟୁତ୍‌ କାଟ୍‌ ଯୋଗୁ ଅନ୍ଧାରରେ…

3 years ago

ମିଳିଛି ଗ୍ରୀନ୍‌ ସିଗ୍‌ନାଲ: ପୂରଣ ହେବ ଦୀର୍ଘଦିନର ସ୍ବପ୍ନ

ପୁରୁଷୋତ୍ତମପୁର,୧୮।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବାସୀଙ୍କ ଦୀର୍ଘଦିନର ସ୍ବପ୍ନ ପୁରଣ ହେବାକୁ ଯାଉଛି। ସହରର ମୁଖ୍ୟରାସ୍ତାରେ ଷ୍ଟ୍ରିଟଲାଇଟ ଲଗାଇବା, ନୂତନ ବସ୍‌ଷ୍ଟାଣ୍ଡ ନିର୍ମାଣ, ପୁରୁଷୋତ୍ତମପୁର-ବ୍ରହ୍ମପୁର ରାସ୍ତାର କାଳୀ ମନ୍ଦିର…

3 years ago

କୋଦଳା ଏନ୍‌ଏସି ନିର୍ବାହୀ ଅଧିକାରିଣୀଙ୍କୁ ହାଇକୋର୍ଟଙ୍କ ଛାଟ: ବୈଠକ କରାଇ ନ ଦେବାରୁ ମାମଲା ରୁଜୁ

ବେଗୁନିଆପଡ଼ା,୧୮ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କୋଦଳା ଏନ୍‌ଏସି କାଉନସିଲ ସାଧାରଣ ବୈଠକ କରାଇ ନ ଦେବା ନେଇ ଷଡ଼ଯନ୍ତ୍ର କରିଥିଲେ ନିର୍ବାହୀ ଅଧିକାରିଣୀ। ମ୍ୟୁନିସିପାଲିଟି ଆଇନ ଓ ନିୟମର…

3 years ago

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଇନଫର୍ମର ସନ୍ଦେହରେ ଠିକାଦାରଙ୍କୁ ମାରିଲେ ମାଓବାଦୀ

ଫୁଲବାଣୀ ଅଫିସ/କୋଟଗଡ, ୧୮ା୧୨: ବିଗତ ଦିନରେ ପୋଲିସ ମାଓବାଦୀଙ୍କୁ ମାରିବା ଏବଂ ଦୁଇ ଜଣ ଆତ୍ମସମର୍ପିତ ମାଓବାଦୀଙ୍କୁ ବିବାହ ବନ୍ଧନରେ ବାନ୍ଧିବା ଘଟଣାକୁ ସହଜରେ ନେଇ ପାରି…

3 years ago

ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ସ୍କୁଲ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ପରିବାର ଲୋକେ

ଛତ୍ରପୁର,୧୮ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ରିକ୍କାପଲ୍ଲୀ ଆବାସିକ ବିଦ୍ୟାଳୟରେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ୍ୟୁ ଛାତ୍ରୀ ଜଣକ ହେଲେ ଛତ୍ରପୁର ଥାନା ଅଧୀନ…

3 years ago

ସୁନାବେଡ଼ା ଅଭୟାରଣ୍ୟ: ସ୍ଥାନାନ୍ତର ପାଇଁ ଜଣାଇଲେ ୨ ଗାଁର ଲୋକେ

ନୂଆପଡ଼ା ଅଫିସ,୧୮।୧୨: ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟରେ ବାସ କରୁଥିବା ଅନେକ ଗ୍ରାମରୁ ପ୍ରଥମ କରି ୨ ଗ୍ରାମବାସୀ ସରକାରଙ୍କ ନିୟମାନୁସାରେ ସ୍ଥାନାନ୍ତର…

3 years ago

ବିଜ୍ଞାପନ ପ୍ରକାଶ ନ ପାଇ ଟିଜିଟି ବିଜ୍ଞାନ ଶିକ୍ଷକ ନିଯୁକ୍ତି

ନବରଙ୍ଗପୁର,୧୮ା୧୨(ବି.ପ୍ର.): ନିଯୁକ୍ତି ପାଇଁ ଶିକ୍ଷିତ ଯୁବତୀ ଯୁବକ ଚାହିଁ ବସିଛନ୍ତି। ଜିଲାଭିତ୍ତିକ ନିଯୁକ୍ତି ନ ଥିବାରୁ ରାଜ୍ୟ ବାହାରକୁ ଶ୍ରମିକ ଭାବେ କାମ କରିବାକୁ ଯାଉଛନ୍ତି। ଏଭଳି…

3 years ago

ସିନେ ନିର୍ଦ୍ଦେଶକ ପ୍ରଦୀପ ଭୋଳଙ୍କ ପରଲୋକ

ସୁନ୍ଦରଗଡ଼,୧୮ା୧୨(ଡି.ଏନ୍‌.ଏ.): ପ୍ରଖ୍ୟାତ ନାଟ୍ୟକାର ତଥା ଓଡ଼ିଆ ସିନେ ନିର୍ଦ୍ଦେଶକ ପ୍ରଦୀପ୍ତ ଭୋଳଙ୍କ ରବିବାର ସକାଳେ ହୃଦ୍‌ଘାତରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୫୯ ବର୍ଷ ବୟସ ହୋଇଥିଲା।…

3 years ago

ପ୍ରଦୀପ୍ତ ପାଇଲେ ନୟାଗଡ଼ ଗୌରବ ସମ୍ମାନ

ନୟାଗଡ଼ ଅଫିସ,୧୮।୧୨: ସାମନ୍ତ ଚନ୍ଦ୍ରଶେଖର ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଜ୍ୟୋର୍ତିବିଜ୍ଞାନୀ ପଠାଣି ସାମନ୍ତଙ୍କ ୧୮୮ ତମ ଜନ୍ମ ସ୍ମାରକୀ ନୟାଗଡ଼ ପୁରୁଣା ସହରର ଶ୍ରୀଜଗନ୍ନାଥ ମନ୍ଦିର ନିକଟସ୍ଥ…

3 years ago

ରେଳଷ୍ଟେଶନର ନବୀକରଣ ନକ୍ସା: ମତ ଲୋଡ଼ିଲେ ରେଳମନ୍ତ୍ରୀ

କଟକ ଅଫିସ,୧୮ା୧୨: କଟକ ରେଳଷ୍ଟେଶନକୁ ଅତ୍ୟାଧୁନିକ କରିବା ପାଇଁ ରେଳ ମନ୍ତ୍ରଣାଳୟ ପକ୍ଷରୁ ଯୋଜନା ପ୍ରସ୍ତୁତ ହୋଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କଟକ ରେଳଷ୍ଟେଶନର ପ୍ରସ୍ତାବିତ ନକ୍ସାର…

3 years ago