ପାଟଣା,୪ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକରେ ବୁଧବାର କାଳବୈଶାଖୀ ଜନିତ ବର୍ଷା ଯୋଗୁ ଆପ୍ରୋଚ ରୋଡ୍ ଭାଙ୍ଗିଯିବାରୁ ଗମନାଗମନରେ ବ୍ୟାହତ ସୃଷ୍ଟି ହୋଇଛି। ଲୋକେ ଯାତାୟାତ ପାଇଁ…
ଚୌଦ୍ୱାର,୪ା୫(ଡି.ଏନ୍.ଏ.): କଟକ ଜିଲା ଚୌଦାର ସହରର କଳିଙ୍ଗ ଛକଠାରେ ଥିବା ବେହେରା ଗ୍ଲାସ ହାଉସ୍ ନାମକ ଏକ ଦୋକାନ ଉପରେ ସିଟି ଏବଂ ଜିଏସ୍ଟି ଚଢ଼ାଉ ଚାଲିଛି…
ବାରିପଦା ଅଫିସ,୪।୫: ଜନ୍ମମାଟି ମୟୁରଭଞ୍ଜ ଜିଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗୁରୁବାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଛନ୍ତି। ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ…
ନୂଆପଡା ଅଫିସ, ୪ା୩: ନୂଆପଡା ସଦର ବ୍ଲକ ଟାନୱାଟଠାରୁ କେରମେଲି ଦେଇ ପେଠିଆପାଲି ପର୍ଯ୍ୟନ୍ତ ପାହାଡିଆ ରାସ୍ତା ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। ଗେଟି ପଥର ବାହାରି ରାସ୍ତାସାରା…
ସୋନପୁର,୪l୫(ନି.ପ୍ର): ସୁବର୍ଣ୍ଣପୁର ଜିଲା ମିଳିତ ଅମଲା ମଞ୍ଚର ଜରୁରୀ ବୈଠକ ବୁଧବାର ସାରେ ସୋନପୁରରେ ଅନୁଷ୍ଠିତ ହୋଇଯାଇଛି। ମଞ୍ଚ ଅଧ୍ୟକ୍ଷ ଚିତ୍ତରଞ୍ଜନ ତରାସିଆ ଓ ଆବାହକ ଦିନେଶ…
କୁଚିଣ୍ଡା,୪ା୫(ଡି.ଏନ.ଏ.): କୁଚିଣ୍ଡା ଏନ୍ଏସି ୱାର୍ଡ ନଂ.୬ ଅଙ୍ଗନୱାଡ଼ି କେନ୍ଦ୍ର କାନ୍ଥରେ ଫାଟ ହୋଇ ବିପଜ୍ଜନକ ଅବସ୍ଥାରେ ଅଛି। ଏଣୁ ଏଠାରେ ପାଠ ପଢୁଥିବା ଶିଶୁମାନଙ୍କ ସୁରକ୍ଷା ନେଇ…
କେନ୍ଦୁଝର,୪।୫ (ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ରାଙ୍କିି ପେଟ୍ରୋଲ ପମ୍ପ ନିକଟରେ ବିଳମ୍ବିତ ରାତିରେ ଏକ ଦ୍ରୁତଗାମୀ ଟ୍ରକ୍ ଚାପି ଦେବାରୁ ରାସ୍ତାରେ ଠିଆ ହୋଇଥିବା…
ପୁରୁଷୋତ୍ତମପୁର,୪।୫(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ବୁଧବାର ଆରମ୍ଭ ହୋଇଛି। ଏଥିଲାଗି ସମଗ୍ର ସହର ଚଳଚଞ୍ଚଳ ହୋଇଉଠିଛି। ସମସ୍ତ ଜନସାଧାରଣଙ୍କ ମଧ୍ୟରେ ଆନନ୍ଦର ଲହରୀ…
ମୋରଡା,୪।୫(ଡି.ଏନ.ଏ.): ହାତୀ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିବା ଜଣାପଡିଛି। ସୂଚନାନୁଯାୟୀ, ରାସଗୋବିନ୍ଦପୁର ରେଞ୍ଜ ଅଧିନ ସଂଘାଡ଼ିହି ଗ୍ରାମର ମଙ୍ଗଲ ହେମ୍ବ୍ରମ (୩୮) ବୁଧବାର ରାତିରେ…
କୋଡ଼ିଙ୍ଗା, ୪।୫(ଡି.ଏନ୍.ଏ.): ନବରଙ୍ଗପୁର ଜିଲା କୋଡ଼ିଙ୍ଗା ଥାନା ଅଧୀନ ଡାଡିଆ ମଝିଗୁଡା ଗାଁରେ ଦେଶୀମଦ ଭାଟିକୁ ଗ୍ରାମବାସୀ ଭାଙ୍ଗି ଦେଇଛନ୍ତି। ଶୋଭାଯାତ୍ରାରେ ଶତାଧିକ ମହିଳା ପୁରୁଷ ଆସି…