ଆମ ଜିଲା ଖବର

୩ ହୁଣ୍ଡିରୁ ବାହାରିଲା ୧୩ ଲକ୍ଷ ଟଙ୍କା

ଜଗତ୍‌ସିଂହପୁର ଅଫିସ, ୮ା୨: ଜଗତ୍‌ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ଶାରଳାଙ୍କ ମନ୍ଦିର ପରିସର ହୁଣ୍ଡି ଖୋଲିବା କାର୍ଯ୍ୟ ୬ ମାସ ପରେ ଆରମ୍ଭ ହୋଇଛି। ପ୍ରଥମ ଦିନ…

3 years ago

ଶୁଆକଣରେ ଜଳ ଜୀବନ ମିଶନ ଦିଗହରା

ନାଉଗଁା, ୮ା୨(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ନାଉଗଁା ବ୍ଲକ ଅନ୍ତର୍ଗତ କୋରୁଅ ପଞ୍ଚାୟତ ଶୁଆକଣ ଗଁାର ଚତୁଃପାର୍ଶ୍ୱକୁ ଦେବୀ ନଦୀ ଘେରି ରହିଛି। ଏହି ଗଁାଟି ସମୁଦ୍ର କୂଳବର୍ତ୍ତୀ…

3 years ago

ହିତାଧିକାରୀଙ୍କୁ ୮ ମାସର ରାଶନ ମିଳିନାହିଁ

ରାଜନଗର, ୮ା୨(ଡି.ଏନ୍‌.ଏ.): ମାସେ କି ଦୁଇମାସ ନୁହେଁ, ୮ମାସ ହେଲା ହିତାଧିକାରୀ ରାଶନ ସାମଗ୍ରୀ ପାଉନାହାନ୍ତି। ରାଶନ ସାମଗ୍ରୀ ପାଉ ନ ଥିବା ସମ୍ପର୍କରେ ହିତାଧିକାରୀମାନେ ରାଜନଗର…

3 years ago

ବେଆଇନ ଭାବେ ଇଟା ପୋଡ଼ା ଚାଲିଛି

ପଟ୍ଟାମୁଣ୍ଡାଇ,୮।୨(ସ୍ବ.ପ୍ର.): ବେଆଇନ ଇଟାଭାଟି ନିର୍ମାଣ କରିବା ସହ ଚୋରା ବାଲି ଚାଲାଣ ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବଢି ଚାଲିଛି। ଇଟାଭାଟି ମାଲିକ ଓ ବିଭାଗୀୟ ଅଧିକାରୀଙ୍କ ସଲାସୁତୁରାରେ ଏହା…

3 years ago

ପଶ୍ଚିମବଙ୍ଗର ରିଗ୍‌ ମେଶିନ ଲାଗିଲା

ଗୋପ,୮।୨(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ ଅଞ୍ଚଳରେ ଅଏଲ ଇଣ୍ଡିଆ କମ୍ପାନୀ ପକ୍ଷରୁ ଚାଲିଥିବା ତୈଳ ସନ୍ଧାନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଲାଣି। ୫୦ରୁ ଊଦ୍ଧର୍‌ବ ଅତ୍ୟାଧୁନିକ…

3 years ago

ଜରିମାନାକୁ କେନ୍ଦ୍ରକରି ଉତ୍ତେଜନା

ଖୋର୍ଦ୍ଧା ଅଫିସ,୮ା୨: ଖୋର୍ଦ୍ଧା ସହରରେ ଦିନକୁ ଦିନ ଟ୍ରାଫିକ୍‌ ସମସ୍ୟା ବଢ଼ିଚାଲିଛି। ଏନେଇ ପୋଲିସ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ରାସ୍ତା ଉପରେ ପାର୍କିଂ କରୁଥିବା ଯାନବାହନ…

3 years ago

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପାଇଁ କେନ୍ଦ୍ର ରାଜି: ରିଜିଜୁ

ସମ୍ବଲପୁର,୮ା୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଆବଶ୍ୟକ ନ ଥିବା ସୁପ୍ରିମକୋର୍ଟ କହିବା ପରେ ଅଞ୍ଚଳବାସୀଙ୍କ ଆଶା ମଉଳି ଯାଇଥିଲା। ହେଲେ କେନ୍ଦ୍ର ଆଇନ ମନ୍ତ୍ରୀ…

3 years ago

ମଥୁରାରୁ ଚାଲିଥିଲା ଠକେଇ କାରବାର

ପୁରୀ ଅଫିସ,୮ା୨: ସାଇବର ଠକେଇକୁ ନେଇ ଏବେ ଆକ୍ସନ ମୁଡ୍‌ରେ ପୁରୀ ପୋଲିସ। ଲୋକଙ୍କୁ ସଚେତନ କରାଇବା ସହ ସାଇବର ଠକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।…

3 years ago

ଜିଏସ୍‌ଟି ଚଢ଼ାଉ, ୧୭.୮୧ ଲକ୍ଷ ଟଙ୍କା ଜବତ

କଟକ ଅଫିସ,୮ା୨: ସରକାରଙ୍କୁ ଦ୍ରବ୍ୟ ଓ ସେବା କର (ଜିଏସ୍‌ଟି) ଫାଙ୍କି ବ୍ୟବସାୟ କରିବା ଅଭିଯୋଗରେ ଜିଏସ୍‌ଟି ବିଭାଗ ପକ୍ଷରୁ ମଙ୍ଗଳବାର କଟକର ଜଣେ ବ୍ୟବସାୟୀଙ୍କ ବ୍ୟବସାୟ…

3 years ago

ପାଇଖାନା ଘରୁ ଯୁବକଙ୍କ ମୃତଦେହ ଜବତ: ମହିଳାଙ୍କୁ ଥାନାକୁ ନେଲା ପୋଲିସ

ଖଲ୍ଲିକୋଟ,୭ା୨(ଡି.ଏନ.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ କରଣ ସାହିରେ ମଙ୍ଗଳବାର ପାଇଖାନା ଘରୁ ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ସେ ହେଲେ ଖଲ୍ଲିକୋଟ ଖୋଲ ସାହିର…

3 years ago