ଆମ ଜିଲା ଖବର

ଅଧଘଣ୍ଟାରେ ହଜାରେ ଓଏଲ୍‌ଆର କେସ୍‌ ଫଇସଲା

ସୋନପୁର,୧।୬(ନି.ପ୍ର.): ସୁବର୍ଣ୍ଣପୁର ଅତିରିକ୍ତ ଜିଲାପାଳ ତଥା ଭାରପ୍ରାପ୍ତ ଜିଲାପାଳ ସୂର୍ଯ୍ୟନାରାୟଣ ଦାଶଙ୍କୁ ନେଇ ଏବେ ସାରା ରାଜ୍ୟରେ ଚର୍ଚ୍ଚା। ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ବଲାଙ୍ଗୀର…

3 years ago

ଓଏଚ୍‌ଆର୍‌ସିରେ ୨ ଜନସ୍ବାର୍ଥ ମାମଲା

କଟକ ଅଫିସ,୧।୬: କଟକ ସହରରେ ଚାଲିଥିବା ବକ୍ସଡ୍ରେନ୍‌ ନିର୍ମାଣ ଓ ତାଳଦଣ୍ଡା କେନାଲର ଉନ୍ନତୀକରଣରେ ବେପରୁଆ କାର୍ଯ୍ୟ ଯୋଗୁ ଅକାଳରେ ଦୁଇଟି ଜୀବନ ଚାଲିଗଲା। ଆଉ ଜଣେ…

3 years ago

ସିଏମ୍‌ସି ମେୟର, କମିଶନରଙ୍କୁ ଘେରାଉ

କଟକ ଅଫିସ,୧।୬: କଟକ ମହାନଗର ନିଗମ(ସିଏମ୍‌ସି) ଅଧୀନ ଗମାଣ୍ଡିଆ ଅଞ୍ଚଳରେ ହ୍ୟୁମ୍‌ ପାଇପ୍‌ ତଳେ ଚାପି ହୋଇ ଛାତ୍ରୀ ଏନ୍‌. ମୋହିନିଙ୍କ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା…

3 years ago

ନଦୀପଠାରୁ ମିଳିଲା ଯୁବତୀଙ୍କ ମୃତଦେହ

ରାଇଘର,୩୧।୫(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ଥାନା ଅଧୀନ ଦେବଗାଁ ପଞ୍ଚାୟତର କୁରବେଲା ଗ୍ରାମ ନିକଟସ୍ଥ ନଦୀ ପଠାରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ନଦୀକୁ ଗାଧେଇବାକୁ ଯାଇଥିବା…

3 years ago

କାମରେ ଆସୁନି ଏକ୍ସ-ରେ ମେଶିନ

କୋକସରା,୩୧ା୫(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାମରେ ଆସୁନି ଏକ୍ସ-ରେ ମେଶିନ। ଫଳରେ ରୋଗୀଙ୍କୁ ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା ଉପରେ ନିର୍ଭର କରିବାକୁ ପଡୁଛି।…

3 years ago

ଛାତରୁ ଖସିପଡ଼ିଲେ ମହିଳା

ନିରାକାରପୁର,୩୧।୫(ଡି.ଏନ୍‌.ଏ.): ଛାତରୁ ଖସିପଡ଼ି ବୁଧବାର ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଖୋର୍ଦ୍ଧା ଜିଲା ଲେଣ୍ଡୋ ପଞ୍ଚାୟତ ଜାଜପୁର ଗ୍ରାମର ନିରୁପମା ମିଶ୍ର(୨୮)। ନିରୁପମା…

3 years ago

ଘାଟିରେ ଓଲଟିଲା ଅଟୋ ଜଣେ ମୃତ, ୪ ଗୁରୁତର

ପଟ୍ଟାଙ୍ଗି, ୩୧।୫(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସୁଙ୍କି ଥାନା ଅଧୀନ ଲାଉଡି ଘାଟରେ ଭାରସାମ୍ୟ ହରାଇ ଏକ ଅଟୋ ଓଲଟି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪ଜଣ…

3 years ago

ସୁବର୍ଣ୍ଣରେଖାରେ ଗାଧୋଇବା ବେଳେ ବୁଡିଗଲେ

ଜଳେଶ୍ୱର/ରାଇବଣିଆ,୩୧ା୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଲକ୍ଷ୍ମଣନାଥ ପଞ୍ଚାୟତ ବିରିଶପୁର ଗାଁର ଚନ୍ଦନ ଦାସ(୨୨) ନାମକ ଜଣେ ଯୁବକ ସୁବର୍ଣ୍ଣରେଖା ନଦୀରେ ଗାଧୋଇବାକୁ ଯାଇ ପାଣିରେ ବୁଡିଯାଇଛନ୍ତି।…

3 years ago

ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ: ଉମେଶ ପାଣିଗ୍ରାହୀ ଜିଲା ଟପ୍ପର

ମାଲକାନଗିରି,୩୧ା୫(ଡି.ଏନ୍‌.ଏ.): ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ ମାଲକାନଗିରି ସଦରମହକୁମାର ତିନୋଟି ଆବାସିକ ବିଦ୍ୟାଳୟର ଫଳାଫଳ ଶତ ପ୍ରତିଶତ ହୋଇଛି। ସେହିପରି…

3 years ago

ମୂଷାମରା ଔଷଧ ଖାଇ ଜୀବନ ହାରିଲେ ଯୁବକ

ଗୋପାଳପୁର,୩୧ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧୀନ ସିନ୍ଧିଗାଁରେ ଜଣେ ଯୁବକ ମୂଷାମରା ଔଷଧ ଖାଇ ଆତ୍ମହତ୍ୟା କରିଥିବା ବୁଧବାର ଅଭିଯୋଗ ହୋଇଛି। ମୃତକ ହେଲେ ଆର୍‌.…

3 years ago