ଆମ ଜିଲା ଖବର

କନ୍ଧମାଳରୁ ହେଉଥିଲା ଗଞ୍ଜେଇ ଚାଲାଣ: ବାଟରେ ମାଡ଼ି ବସିଲା ପୋଲିସ,ଆଉ ତା’ପରେ…

ବାଲିଗୁଡ଼ା,୯ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ପୋଲିସ ୫୯ ନଂ.ଜାତୀୟ ରାଜପଥ ସୀତାପଡ଼ି ଗ୍ରାମ ନିକଟରେ ମଙ୍ଗଳବାର ପାଟ୍ରୋଲିଂ କରୁଥିବା ବେଳେ ଏକ କାର୍‌…

3 months ago

FIFA World Cup ଆଉ ୨ ଦିନ : ପରସ୍ପର ବିପକ୍ଷରେ ଖେଳିବେ ଭାଇ-ଭାଇ

ଓ୍ବାଶିଂଟନ୍‌,୯।୬: ଫିଫା ବିଶ୍ୱକପ୍‌କୁ ଆଉ ୨ ଦିନ। ଜୁନ ୧୧ରୁ ଆରମ୍ଭ ହେଉଥିବା ବିଶ୍ୱକପ ପାଇଁ ଆମେରିକା, କାନାଡା ଏବଂ ମେକ୍ସିକୋରେ ଫୁଟବଲ ପ୍ରେମୀଙ୍କ ଭିଡ଼ ଆରମ୍ଭ…

3 months ago

ଟାଣ ଖରାରେ ଚାଲି ଚାଲି ଯାଉଥିବା ବୃଦ୍ଧାଙ୍କୁ ନିଜ ଗାଡିରେ ବସାଇଲେ ବିଡିଓ, ସୁରକ୍ଷିତ ଭାବେ ଛାଡିଲେ ଘରେ; ଚାରିଆଡେ ପ୍ରଶଂସା

ନବରଙ୍ଗପୁର,୯।୬(ସଦାଶିବ ପ୍ରହରାଜ): ପ୍ରଶାସନିକ ଅଧିକାରୀଙ୍କ ମାନବିକତାର ଏକ ନିଆରା ଚିତ୍ର ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ତେନ୍ତୁଳୀଖୁଣ୍ଟିରେ । ପ୍ରଚଣ୍ଡ ଖରା ଓ ଗରମ ମଧ୍ୟରେ ସ୍ବାସ୍ଥ୍ୟ…

3 months ago

ଗାତ ଖୋଳି ଜଙ୍ଗଲରେ ଲୁଚାଇ ରଖିଥିଲେ ଅସ୍ତ୍ରଶସ୍ତ୍ର, ସର୍ଚ୍ଚ ଅପରେଶନ ବେଳେ ଯାହା ମିଳିଲା…

ମାଲକାନଗିରି,୯।୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବସ୍ତର ଜିଲା ଦର୍ଭା ଥାନା ସୀମାନ୍ତ ଏବଂ ଓଡିଶା ମାଲାକନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ କିରିମିଟି ଓ…

3 months ago

ଛେଳିପଲ ସହ ଗାଁକୁ ଚାଲିଆସିଥିଲା କୁଟୁରା: ଛେଳି ମାଲିକ ଘରେ ରଖିଥିବା ଖବର ପାଇ…

ବଣାଇଁ, ୯।୬ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ ଅନ୍ତର୍ଗତ ଜାମୁଡ଼ିହି ସେକ୍ସନର ଝିରପାଣି ଗ୍ରାମରୁ ସୋମବାର ଏକ କୁଟୁରା ଛୁଆକୁ ବନ ବିଭାଗ ସୁରକ୍ଷିତ…

3 months ago

ସ୍କୁଟିରେ ଯାଉଥିବାବେଳେ ମା’ ଝିଅଙ୍କୁ ଧକ୍କା ଦେଲା ଟ୍ରକ୍‌, ଘଟଣାସ୍ଥଳରେ ଘଟିଲା …

ବଲାଙ୍ଗୀର, ୯।୬ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଗାନ୍ଧୀନଗର ପଡ଼ାରେ ମଙ୍ଗଳବାର ସକାଳୁ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦୁଇ ମା’ ଝିଅଙ୍କ ଜୀବନ ଯାଇଥିଲା। ଏହି…

3 months ago

ଦିଗପହଣ୍ଡି ବସଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ ; ପ୍ରତିବାଦରେ ୪ ଘଣ୍ଟା ରାସ୍ତାରୋକୋ, ପ୍ରତିଶ୍ରୁତି ପରେ ପ୍ରତ୍ୟାହୃତ

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଗଞ୍ଜାମ ଜିଲାର ଏକ ପ୍ରମୁଖ ବାଣିଜ୍ୟ ପେଣ୍ଠସ୍ଥଳୀ ହୋଇଥିବା ବେଳେ ପ୍ରତିଦିନ ଏହି ବସଷ୍ଟାଣ୍ଡ ଇଲାକାକୁ  ଆଖପାଖ ଅଞ୍ଚଳରୁ ହଜାର…

3 months ago

ଦୂରଦୃଷ୍ଟି ସମ୍ପନ୍ନ ନାରୀ ନେତ୍ରୀ ଥିଲେ ନନ୍ଦିନୀ ଦେବୀ: ଶିକ୍ଷକ ସମାଜ ପାଇଁ ତାଙ୍କ ଅବଦାନ ଅବିସ୍ମରଣୀୟ

ଭଞ୍ଜନଗର,୯/୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଗବେଷଣା ପରିଷଦ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ନନ୍ଦିନୀ…

3 months ago

ବ୍ୟବସାୟୀଙ୍କ ସୁବିଧା ପାଇଁ ନୂଆ ପଦକ୍ଷେପ: ଆଧୁନିକ ଦୈନିକ ବଜାର ଉଦ୍‌ଘାଟିତ

ପଦ୍ମପୁର,୯।୬(ପ୍ରଦୀପ୍ତ ଦାଶ): ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ (NAC) ଅଧୀନରେ ନିର୍ମିତ ଆଧୁନିକ ଦୈନିକ ବଜାର ଆଜି ବିଧିବଦ୍ଧ ଭାବେ ଉଦ୍‌ଘାଟନ କରାଯାଇଛି। ବରଗଡ଼ ଏମ୍‌ପି ପ୍ରଦୀପ…

3 months ago

ଏମିତି ବି ଆସେ ମୃତ୍ୟୁ…ପ୍ରାକ୍ଟିକାଲ୍ ରେକର୍ଡ଼ ଲେଖି ସକାଳେ ଶୋଇଲେ ଆଉ ଉଠିଲେନି ସଂଗ୍ରାମିକା..

ପୁରୀ,୯।୬( ଅଜିତ୍ କୁମାର ମହାନ୍ତି ): ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ, ପୁରୀର ଦ୍ଵିତୀୟ ବର୍ଷର ଛାତ୍ରୀ ସଂଗ୍ରାମିକା ପଣ୍ଡାଙ୍କ ଅକାଳ ବିୟୋଗ ହୋଇଛି । ସଂଗ୍ରାମିକା ତାଙ୍କ…

3 months ago