ଆମ ଜିଲା ଖବର

ଆଇଆଇସି ଗିରଫ: ମାମଲାରୁ ନାଁ କାଟିବାକୁ ନେଉଥିଲେ ୨୫ହଜାର ଟଙ୍କା

ବଲାଙ୍ଗୀର ଅଫିସ, ୫ା୧୨:ଏକ ମାମଲାରୁ ନଁା କାଟିଦେବାକୁ ଲାଞ୍ଚ ନେବାବେଳେ ରବିବାର ଭିଜିଲାନ୍ସ ଜାଲରେ ପଡିଛନ୍ତି ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଆଇଆଇସି ଆଲୋକ କୁମାର ବେହେରା।…

3 years ago

ସ୍ତ୍ରୀଙ୍କ କଟୁରି ମାଡ଼ରେ ସ୍ବାମୀ ମୃତ

ବାଲେଶ୍ୱର ଅଫିସ,୫।୧୨:ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅଧୀନ ଚାରିଗୋଛିଆ ଗ୍ରାମରେ ଘରୋଇ କଳହକୁ ନେଇ ସ୍ତ୍ରୀଙ୍କ କଟୁରି ମାଡ଼ରେ ସ୍ବାମୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗୋବିନ୍ଦ…

3 years ago

ପଦ୍ମପୁର ଉପନିର୍ବାଚନ, ଆଜି ମତଦାନ

ବରଗଡ଼ ଅଫିସ୍‌/ପଦ୍ମପୁର,୫।୧୨(ଡି.ଏନ.ଏ):ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରାଯିବ। ଏହାପୂର୍ବରୁ ସକାଳ ସାଢେ ୫ଟାରେ ମକ୍‌ ପୋଲ୍‌…

3 years ago

ପୋଲିସ ଏନ୍‌କାଉଣ୍ଟରରେ ୪ ମାଓବାଦୀ ମୃତ: ଜବତ ହେଲା ଆମେରିକାରେ ନିର୍ମିତ ଅସ୍ତ୍ରଶସ୍ତ୍ର

ମାଲକାନଗିରି,୪ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲା ପେର୍ମା ନିକଟରେ ହୋଇଥିବା ଏନକାଉଣ୍ଟରରେ ୪ଜଣ ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମୃତଦେହ ସହ ଅସ୍ତ୍ରଶସ୍ତ୍ର ଜବତ…

3 years ago

ଭାଜପା ପୂର୍ବତନ ବିଧାୟକ ଟଙ୍କା ବାଣ୍ଟୁଥିବା ଅଭିଯୋଗ ଆଣିଲା ବିଜେଡି

ପଦ୍ମପୁର ୪।୧୨(ଡି.ଏନ୍‌.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରଚାର ଶେଷ ହେବା ପରେ ଜିଲା ପ୍ରଶାସନ ପକ୍ଷରୁ ଅନ୍ୟ ଜିଲାରୁ ଆସିଥିବା ରାଜନୈତିକ ଅତିଥି, ପ୍ରଚାରକଙ୍କୁ ଶନିବାର ଅପରାହ୍ନ…

3 years ago

ବଢ଼ୁଛି ଅସାମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ: ବଟି ନ ଦେବାରୁ ବ୍ୟବସାୟୀଙ୍କୁ ଆକ୍ରମଣ

ବ୍ରହ୍ମପୁର ଅଫିସ,୪ା୧୨: ବ୍ରହ୍ମପୁର ସହରରେ ଅସାମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ଗତ ୨ତାରିଖ ରାତିରେ ଗୋଷାଣିନୂଆଗାଁ ଥାନା ଅଧୀନ ବଡସାହିରେ ଏକ ଭେରାଇଟି ଷ୍ଟୋର ମାଲିକ…

3 years ago

ଚଳନ୍ତା ଗାଡ଼ିରୁ ଖସିପଡ଼ି ଚାଲିଗଲା ଡ୍ରାଇଭରଙ୍କ ଜୀବନ

ବ୍ରଜରାଜନଗର,୪ା୧୨(ଡି.ଏନ.ଏ.): ଝାରସୁଗୁଡ଼ା ଜିଲା ବ୍ରଜରଜନଗର ଥାନା ଅଧୀନ ଲାଜକୁରା ଖୋଲାମୁଁହ ଖଣିରେ କାର୍ଯ୍ୟ କରୁଥିବା ଜଣେ ଡମ୍ପର ଡ୍ରାଇଭରଙ୍କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ହେଲେ ଦେବଗଡ଼…

3 years ago

ପଦ୍ମପୁର ଉପନିର୍ବାଚନ: ୩୧୯ ବୁଥ୍‌ରେ ହେବ ୧୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ବରଗଡ଼ ଅଫିସ୍‌/ପଦ୍ମପୁର,୪।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରାଯିବ। ଏହାପୂର୍ବରୁ ସକାଳ ସାଢେ ୫ଟାରେ ମକ୍‌…

3 years ago

ସିକନ୍ଦରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୪।୧୨(ଡି.ଏନ୍‌.ଏ.): ସିକନ୍ଦରାବାଦରେ ପୁଣି ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସେ ହେଲେ କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ଗମ୍ଭାରୀଗୁଡ଼ା ପଞ୍ଚାୟତ…

3 years ago

ନିଆଁ ପୁଇଁବା ସମୟରେ ପୋଡ଼ିଗଲେ ବୃଦ୍ଧା, ଡାକ୍ତରଖାନାରେ ଭର୍ତ୍ତି

ଆନନ୍ଦପୁର,୪ା୧୨(ସ୍ବ.ପ୍ର.): ନିଆଁ ପୁଇଁବା ସମୟରେ ପୋଡ଼ି ହୋଇ ଜଣେ ବୃଦ୍ଧା ଗୁରୁତର ଅବସ୍ଥାରେ ଆନନ୍ଦପୁର ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଆନନ୍ଦପୁର ଥାନା ଅନ୍ତର୍ଗତ ବରେଶ୍ୱର ଗ୍ରାମର…

3 years ago