ଖୋର୍ଦ୍ଧା ଅଫିସ,୨୮ା୫: ଖୋର୍ଦ୍ଧା ସହରର ବିକାଶ, ସୌନ୍ଦର୍ଯ୍ୟକରଣକୁ ପ୍ରାଥମିକତା ଦିଆଯାଉଛି ବୋଲି ପୌର ପ୍ରଶାସନ ପକ୍ଷରୁ କୁହାଯାଉଥିବା ବେଳେ ଲୋକଙ୍କୁ ମୌଳିକ ସୁବିଧା ମିଳିପାରୁନାହିଁ। ଶୌଚାଳୟରେ ତାଲା…
କଟକ ଅଫିସ,୨୮ା୫: ଦିନକୁ ଦିନ ନୂଆ ନୂଆ ତରିକାରେ ଠକେଇ ହେଉଛି। ଯାହାର ଶିକାର ହେଉଛନ୍ତି ବଡ଼ ବଡ଼ ବ୍ୟବସାୟୀ। ଖାଇବା ତେଲ ବ୍ୟବସାୟ ନଁାରେ ୬୩.୯୪…
କୋରାପୁଟ,୨୮ା୫(ସ୍ବ.ପ୍ର.): କୋରାପୁଟ ଜିଲାର କୋଟିଆ ହେଉଛି ଓଡ଼ିଶାର। ଏ ନେଇ କେନ୍ଦ୍ର ସରକାରଙ୍କ ଡାକ ବିଭାଗ ସ୍ବୀକୃତି ଦେଇଥିବାରୁ ଓଡ଼ିଶା ଡାକ ବିଭାଗ ପକ୍ଷରୁ ଜାରି ହୋଇଛି…
କେନ୍ଦ୍ରାପଡ଼ା ଅଫିସ,୨୮ା୫: ଗୋଟିଏ ଅଞ୍ଚଳର ବିକାଶରେ ଶିଳ୍ପର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବହିରାଗତ ଶିଳ୍ପ ଉପତ୍ାଦ ଅର୍ଥନୈତିକ ସ୍ଥିତି ସେହି ଅଞ୍ଚଳକୁ ବିକଶିତ କରେ। ଏଥିପାଇଁ କେନ୍ଦ୍ର ସରକାରଙ୍କ…
ମହାକାଳପଡ଼ା,୨୮ା୫(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ପ୍ରସିଦ୍ଧ ଶକ୍ତି ପୀଠ ମା’ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ଝାମୁ ଯାତ୍ରା ମେଳାରୁ ଆୟ ହୋଇଥିବା ଅର୍ଥର ହିସାବ ମିଳୁନାହିଁ ା…
ଜଗତ୍ସିଂହପୁର ଅଫିସ,୨୮ା୫: ଜଗତ୍ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ ଶାରଳା। ମା’ଙ୍କ ମନ୍ଦିର ନିକଟରୁ ଲଙ୍କାପଡ଼ା ଭାୟା ଶଙ୍ଖେଶ୍ୱର ଗ୍ରାମ୍ୟରାସ୍ତାକୁ ଅର୍ଥନୈତିକ କରିଡର ଭାବେ କାର୍ଯ୍ୟକାରୀ…
ରାଜକନିକା,୧୮ା୫(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତୈଲୋକ୍ୟପୁର ଗ୍ରାମ ପଞ୍ଚାୟତର ଅଖ୍ୟାତ୍ପଲ୍ଲୀ ଗଁାରେ ଜନ୍ମଲାଭ କରି ସୁଦୁର କୋଲକାତାରେ ଦ୍ୱାଦଶ ପର୍ଯ୍ୟନ୍ତ ପାଠପଢି ପଶ୍ଚିମବଙ୍ଗରେ ଦ୍ୱାଦଶରେ ଟପ୍ପର…
କେନ୍ଦୁଝର,୨୭।୫(ଡି.ଏନ.ଏ): କେନ୍ଦୁଝର ଜିଲା ମୁଖ୍ୟାଳୟରୁ ହାଓ୍ବଡାକୁ ସିଧାସଳଖ ଟ୍ରେନ ଚଳାଚଳ କରିବାକୁ ଏସ୍ସିୟୁଆଇ ପକ୍ଷରୁ ଦାବି କରାଯାଇଛି। କେନ୍ଦୁଝରରୁ ଟାଟା ଦେଇ କିମ୍ବା ଯାଜପୁରରୋଡ ଦେଇ ଟ୍ରେନ…
ବାଲିଗୁଡା,୨୭।୫(ଡି.ଏନ.ଏ): କନ୍ଧମାଳ ଜିଲା ବାଲିଗୁଡା ଥାନା ବୁଡ଼ାଗୁଡା ଅଞ୍ଚଳରେ ଏକ ହତ୍ୟା ଘଟଣାର ଅଭିଯୋଗ ପରେ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହୋଇଛି ବାଲିଗୁଡ଼ା ପୋଲିସ। ପୂର୍ବ ଶତ୍ରୁତାକୁ…
ହିଞ୍ଜିଳିକାଟୁ,୨୭।୫(ଡି.ଏନ.ଏ.): ହିଞ୍ଜିଳିକାଟୁ ସମେତ ଆଖପାଖରେ ଶନିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବିଜୁଳି ବର୍ଷା ହୋଇଛି। ଏହାର ପ୍ରଭାବରେ ହିଞ୍ଜିଳିକାଟୁ ପୌରାଞ୍ଚଳ ଆରଏମସି ଓ ସିନେମାହଲ…