ବଲସକୁମ୍ପା,୩୦ା୧(ଡି.ଏନ୍.ଏ.): ଖଜୁରିପଡ଼ା ବ୍ଲକରେ ଗରିବ ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରାଯାଇନାହିଁ। ଧନୀ ଶ୍ରେଣୀର ଲୋକଙ୍କ ନାମ ଆବାସ ଯୋଜନାରେ ସାମିଲ କରାଯାଇଥିବାରୁ ବ୍ଲକ କଂଗ୍ରେସ…
ଝାରସୁଗୁଡା ଅଫିସ,୩୦।୧: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଏଏସ୍ଆଇ ଗୋପାଳ ଦାସଙ୍କୁ ସୋମବାର ଗିରଫ କରାଯାଇଛି। କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ଗୋପାଳଙ୍କୁ…
ଝାରସୁଗୁଡ଼ା ଅଫିସ,୩୦।୧: ପଞ୍ଚଭୂତରେ ବିଲୀନ ହେଲେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ। ଝାରସୁଗୁଡ଼ା ଖେରୁଆଲ ଶ୍ମଶାନରେ ସ୍ବାସ୍ଥ୍ୟ ମନ୍ତ୍ରୀ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ରାଷ୍ଟ୍ରୀୟ ମର୍ଯ୍ୟାଦାର…
ଭବାନୀପାଟଣା,୩୦।୧(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ଅଧିକାରୀ। ଗତ ୧୨ ତାରିଖରେ ଜଳ ବିଭାଜିକା ପ୍ରକଳ୍ପ ସହକାରୀ ନିର୍ଦ୍ଦେଶକ ତଥା ଆକାଉଣ୍ଟାଣ୍ଟ ୬୦ ହଜାର ଟଙ୍କା…
ଭୁବନେଶ୍ବର,୩୦।୧(ବୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଗୁଳିକାଣ୍ଡ ଘଟଣାକୁ ନେଇ କ୍ରାଇବ୍ରାଞ୍ଚ ତଦନ୍ତ ଆରମ୍ଭ କରିଛି। ଗୁଳିକାଣ୍ଡର କାରଣ ଜଣାପଡ଼ି ନ ଥିବା ବେଳେ ଏଏସ୍ଆଇ ଏକାକୀ ଗୁଳି…
କଟକ ଅଫିସ,୩୦ା୧: କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଏବଂ ସ୍ତ୍ରୀ ଶ୍ରୀୟା ମିଶ୍ରଙ୍କର ପାରିବାରିକ ବିବାଦ ତୁଟିଥିବା ନେଇ ଏସ୍ପି ଅମିତାଭ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି,…
ରାଇରଙ୍ଗପୁର,୩୦।୧(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବହଳଦା ଥାନା ଅଧୀନ ବହଳଦା ବଜାର ଅଞ୍ଚଳରେ ରବିବାର ରାତିରେ ଜଣେ ଯୁବତୀ ବେକରେ ଓଢ଼ଣି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସେ…
ଝାରସୁଗୁଡ଼ା ଅଫିସ,୩୦।୧: ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଗୁଳିକାଣ୍ଡ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ସୋମବାର କ୍ରାଇମବ୍ରାଞ୍ଚ ଅଧିକାରୀ ଅଭିଯୁକ୍ତ ଏଏସ୍ଆଇ ଗୋପାଳ ଦାସଙ୍କୁ…
ଛତ୍ରପୁର,୩୦ା୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଅଧୀନ ସୁମନ୍ତପୁର ଗାଁର ଜଣେ ବିବାହିତ ଅଟୋ ଚାଳକଙ୍କୁ ଜଣେ ଯୁବତୀ ବିବାହ କରିବା ପରେ ନିର୍ଯାତନା ସହୁଥିବା ଅଭିଯୋଗ…
ଖପ୍ରାଖୋଲ, ୩୦ା୧(ଡି.ଏନ.ଏ.):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ନାନ୍ଦୁପଲା ପଞ୍ଚାୟତ ଅନ୍ତର୍ଗତ ମହୁଲପାଲି ରାଜସ୍ବ ଗାଁ। ବ୍ଲକ ସଦର ମହକୁମାଠାରୁ ୨୦ କିମି ଦୂର ଗନ୍ଧମାର୍ଦ୍ଦନ ପାହାଡ଼ ପାଦଦେଶରେ…