ଆମ ଜିଲା ଖବର

ତାଳଦଣ୍ଡା କେନାଲ ପାଣି ପିଇବା, ଗାଧୋଇବାକୁ ଅନୁପଯୁକ୍ତ

ପାରାଦୀପ,୧୧ା୫(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ଶିଳ୍ପଭିତ୍ତିକ ସହରାଞ୍ଚଳ ପାଇଁ ତାଳଦଣ୍ଡା କେନାଲ ହେଉଛି ଜୀବନରେଖା। କାରଣ ସବୁ ଶିଳ୍ପସଂସ୍ଥା, ପାରାଦୀପ ବନ୍ଦର ଏବଂ ସହରାଞ୍ଚଳବାସୀ ତାଳଦଣ୍ଡା କେନାଲ…

4 years ago

ବଗପାଟିଆ: ପାଣିରେ ବୁଡ଼ି ୫ ଶିଶୁଙ୍କ ଜୀବନ ଗଲାଣି

ରାଜନଗର,୧୧ା୫(ଡି.ଏନ୍‌.ଏ.): ବଙ୍ଗୋପସାଗର ତଟବର୍ତ୍ତୀ ଅଭିଶପ୍ତ ସାତଭାୟାବାସୀ ୭୦ ଦଶକ ପରଠାରୁ ସାମୁଦ୍ରିକ ଝଡ଼ ଏବଂ ସମୁଦ୍ର ଢେଉରେ ସେମାନଙ୍କ ଭିଟାମାଟି ହରାଇଥିଲେ। ଜୀବନ ଜୀବିକାକୁ ନେଇ ସାତଭାୟାବାସୀ…

4 years ago

୨ ପଞ୍ଚାୟତର ୨ ପ୍ରକଳ୍ପରେ ଗୋଟିଏ ଫଟୋ

ନାଉଗାଁ,୧୧ା୫(ସ୍ବ.ପ୍ର.): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ର ସଫଳ ରୂପାୟନ ସହ କାର୍ଯ୍ୟରେ ସ୍ବଚ୍ଛତା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ରାଜ୍ୟର…

4 years ago

ଶୁଣ୍ଢରେ ଟେକି କଚାଡି ଦେଲା ଦନ୍ତା

ସମ୍ବଲପୁର,୧୦ା୫(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ମୁଣ୍ଡେର ସଂରକ୍ଷିତ ଜଙ୍ଗଲକୁ ଜାଲେଣି କାଠ ସଂଗ୍ରହ କରିବାକୁ ଯାଇଥିବା ଜଣେ ବ୍ୟକ୍ତି ହାତୀ ଅକ୍ରମଣରେ ଗୁରୁତର ହୋଇଛନ୍ତି। ସେ…

4 years ago

ମହୁମାଛି ଆକ୍ରମଣରେ ଚାଲିଗଲା ସିପିଏମ୍‌ ନେତାଙ୍କ ଜୀବନ

ନୀଳଗିରି,୧୦ା୫(ସ୍ବ.ପ୍ର.): ମହୁମାଛି ଆକ୍ରମଣରେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଗରଡି ପଞ୍ଚାୟତ ବାଙ୍କିସାହି ଗ୍ରାମର ବରିଷ୍ଠ ସିପିଏମ୍‌ ନେତା ରାମଚନ୍ଦ୍ର ସ(୭୨) ବୁଧବାର ପ୍ରାଣ ହରାଇଛନ୍ତି। ଏଥିରେ…

4 years ago

ଟ୍ୟୁଶନରୁ ଫେରିବା ସମୟରେ ହେଲା ବଜ୍ରପାତ, ଚାଲିଗଲା ଛାତ୍ରୀଙ୍କ ଜୀବନ

ରାୟଗଡ଼ା,୧୦ା୫(ସ୍ବ.ପ୍ର.): ରାୟଗଡ଼ା ବ୍ଲକ ଅନ୍ତର୍ଗତ ମାଲିଗାଁ ପଞ୍ଚାୟତର କଦଳୀଗୁଡ଼ା ଗ୍ରାମର ଜଣେ ନାବାଳିକାଙ୍କର ବଜ୍ରପାତରେ ଜୀବନ ଯାଇଛି। ନାବାଳିକା ଜଣକ ହେଲେ ଅଦାବଂଶ ସଞ୍ଜୁ(୧୬)। ସୂଚନାନୁଯାୟୀ, ସଞ୍ଜୁ…

4 years ago

ସ୍ତ୍ରୀଙ୍କ ଉପରକୁ ପଥର ଫିଙ୍ଗିଲେ ସ୍ବାମୀ, ନାବାଳିକାଙ୍କ ଜୀବନ ଗଲା

ରାୟଗଡ଼ା,୧୦ା୫(ସ୍ବ.ପ୍ର.): ଭୋଜି ଖାଇବାକୁ ଯାଇଥିବା ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା ଲାଗି ପଥର ଫିଙ୍ଗାଫିଙ୍ଗି ହେବାରୁ ବୁଧବାର ଜଣେ ନାବାଳିକାଙ୍କ ଜୀବନ ଯାଇଛି। ଏପରି ଅଭାବନୀୟ ଘଟଣା ଦେଖିବାକୁ…

4 years ago

ଝାରସୁଗୁଡ଼ାରେ ମତଦାନ ଶେଷ

ଝାରସୁଗୁଡ଼ା ଅଫିସ,୧୦ା୫: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଚାଲିଥିବା ମତଦାନ ଇତିମଧ୍ୟରେ ଶେଷ ହୋଇଛି। ମତଦାନ ବୁଧବାର ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟାରେ ସରିଛି। ପୂର୍ବାହ୍ନ…

4 years ago

ଜିଲାପାଳଙ୍କୁ ହାଜର ହେବା ପାଇଁ ମାନବାଧିକାର କମିଶନଙ୍କ ନୋଟିସ

କେନ୍ଦୁଝର,୧୦ା୫(ସ୍ବ.ପ୍ର.): ଜାତୀୟ ମାନବାଧିକାର କମିଶନ ବୁଧବାର ଏକ ମାମଲାର ଶୁଣାଣି କରି କେନ୍ଦୁଝର ଜିଲାପାଳଙ୍କୁ ସର୍ତ୍ତମୂଳକ ବ୍ୟକ୍ତିଗତ ହାଜର ହେବା ପାଇଁ ଆଦେଶ କରିଛନ୍ତି। ନନ୍ଦିପଦା ଥାନା…

4 years ago

ମହିଳାଙ୍କୁ ପଥରରେ ଛେଚି ହତ୍ୟା ଘଟଣା: ହତ୍ୟାକାରୀଙ୍କ ବୟାନକୁ ଖଣ୍ଡନ କଲେ ମୃତ ମହିଳାଙ୍କ ପୁଅ

ଗଞ୍ଜାମ,୧୦ା୫(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ରମ୍ଭା ଥାନା ଅନ୍ତର୍ଗତ ଜହମି ଗ୍ରାମର ମହିଳାଙ୍କୁ ପଥର ଛେଚି ହତ୍ୟା ଘଟଣାର ପର୍ଦ୍ଧାଫାଶ କରିଛି ରମ୍ଭା ପୋଲିସ। ହତ୍ୟାକାରୀ ମୃତ ମହିଳାଙ୍କ…

4 years ago